ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ
ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଛି । ଗୁରୁବାର ଆମେରିକୀୟ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ୪୪…
ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି
ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଛନ୍ତି। ଏପରିକି ଉକ୍ତ କୋଠରିରେ ବିଦ୍ୟାଳୟର କାର୍ଯ୍ୟାଳୟ କାମ…
ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି
ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ…
ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ…
କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ…
ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍କୁ ନେଇ ହଟିଲା ଦ୍ୱନ୍ଦ୍ୱ
ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍କୁ ଦିନକ ପାଇଁ ସ୍ଥଗିତ ରଖାଯିବାର ସମ୍ଭାବନା ସୃଷ୍ଟି ହୋଇଥିଲା। ହେଲେ ପୂର୍ବ ଘୋଷିତ କାର୍ଯ୍ୟସୂଚୀ ମୁତାବକ, ମ୍ୟାଚ୍ ରବିବାର…
BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…
ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ ସଦସ୍ୟ ସତ୍ୟବ୍ରତ ସାହୁଙ୍କ ହସ୍ତକ୍ଷେପ ଫଳରେ ବିକଶିତ କଳିଙ୍ଗ ନଗର କେ-୭ ପ୍ଲଟେଡ୍…
ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…
ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍ ରୁଟ୍ରେ ବିମାନ ଉଡ଼ିବ। ସପ୍ତାହକୁ ଦୁଇଥର ଏହି ବିମାନ ସେବା ଉପଲବ୍ଧ ହେବ।…
ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ
ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ ଗ୍ରାମର ପ୍ରାଣେଶ୍ୱର ପ୍ରଧାନ (୫୫)। ପ୍ରାଣେଶ୍ୱର ପଡ଼ିଶାଙ୍କ ଘରୁ ନିଜ ଘରକୁ ଫେରୁଥିବା…
ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ…
ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼
ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍ ରିପୋର୍ଟ ଅନୁଯାୟୀ ଆକ୍ରମଣରେ ଏକ ‘ଏ-୧୦ ଥଣ୍ଡରବୋଲ୍ଡ’ ଯୁଦ୍ଧ ବିମାନର ଗୋଟିଏ ପକ୍ଷ ଭାଙ୍ଗି ଯାଇଥିବାବେଳେ ପ୍ରାୟ…
କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…
ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ଗୁରୁବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ…
ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

