Home Left

୫ବର୍ଷ ହେଲା ଚୁଆ ପାଣି ଉପରେ ଭରସା

ଖୋର୍ଦ୍ଧା ଅଫିସ,୧୭ା୪: ଗ୍ରାମାଞ୍ଚଳରେ ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟଜଳ। ଏଥିଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ତେବେ ସରକାରଙ୍କ ଏହି ନାରା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକରେ ପ୍ରହସନ ପାଲଟିଛି।…

ଖରାରେ ବାଦୁଡ଼ି ଛଟପଟ

ବାଙ୍କୀ,୧୭ା୪(ସ୍ବ.ପ୍ର.): ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦ୍ୟେଶ୍ୱରସ୍ଥିତ ପ୍ରଭୁ ସିଂହନାଥ ଦେବଙ୍କ ପୀଠ ପରିସରରେ ଥିବା ବିଭିନ୍ନ ଗଛ ଯଥା ଦେବଦାରୁ, ଜାମୁ ଓ ଅନ୍ୟାନ୍ୟ ଗଛରେ ବହୁ ପରିମାଣରେ ବାଦୁଡି ଦୀର୍ଘଦିନ ହେବ ରହିଆସୁଛନ୍ତି । ଚଳିତ ବର୍ଷ ପ୍ରଚଣ୍ଡ ଖରା…

ଆସିଲା ଅତିକ, ଅଶ୍ରଫ୍‌ଙ୍କ ବ୍ୟବଚ୍ଛେଦ ରିପୋର୍ଟ

ପ୍ରୟାଗରାଜ,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗ୍ୟାଙ୍ଗ୍‌ଷ୍ଟର ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ତାଙ୍କ ଉପରକୁ ୩ଜଣ ଯୁବକ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ଅତିକ୍‌ ଓ ଅଶ୍ରଫ୍‌ଙ୍କ ମୃତ୍ୟୁ ଘଟିଥିଲା। ଏହି…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ବିରୋଧ: କାମ ବନ୍ଦ କଲେ ଲୋକେ

ମାହାଙ୍ଗା,୧୭ା୪(ସ୍ବ.ପ୍ର.): ଛତିଆ-ସାଲେପୁର ପୂର୍ତ୍ତରାସ୍ତାର କଇଥା-ଚମ୍ପାପୁର ଗେଙ୍ଗୁଟି ନଦୀ ପୋଲ ନିକଟରେ ଚେକ୍‌ ଡ୍ୟାମ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ରବିବାର ଲୋକେ କାମ ବନ୍ଦ କରିଦେଇଛନ୍ତି। ମାହାଙ୍ଗା ବ୍ଲକ କଇଥା ପଞ୍ଚାୟତ ଅନ୍ତର୍ଗତ ଆନନ୍ଦବଜାରଠାରେ ଗେଙ୍ଗୁଟି ନଦୀର ପୋଲ ନିକଟରେ ବଡଚଣା…

ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଆକ୍ରମଣକୁ ନିନ୍ଦା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ସମ୍ବଲପୁରଠାରେ ଗୁରୁବାର ହନୁମାନ ଜୟନ୍ତୀ ପାଳନ ବେଳେ ଶୋଭାଯାତ୍ରା ଉପରେ ହିନ୍ଦୁ ସମାଜ ଓ ପ୍ରଶାସନିକ ଅଧିକାରୀମାନଙ୍କୁ କେତେକ ଦୁର୍ବୃତ୍ତ ପଥର, ଖଣ୍ଡା, ଆଦି ମାରଣାସ୍ତ୍ର ଦ୍ୱାରା ଆକ୍ରମଣ କରିଥିଲେ। ଏହି ଘଟଣାକୁ ଗଞ୍ଜାମ ଜିଲା ହିନ୍ଦୁ ସମାଜ ପକ୍ଷରୁ…

ସ୍କୁଲ ବସ୍‌ ଧକ୍କାରେ ପୌରସଂସ୍ଥା ମହିଳା କର୍ମଚାରୀଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୭ା୪: ଢେଙ୍କାନାଳ ସହର ଦେଉଳ ସାହି ରାମଦାସ ଛକଠାରେ ସୋମବାର ଡିପିଏସ୍‌ ସ୍କୁଲ ବସ୍‌ ଧକ୍କାରେ ସୌଭାଗ୍ୟଲକ୍ଷ୍ମୀ ଦଳେଇ(୨୬) ନାମକ ପୌରସଂସ୍ଥାର ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ ହୋଇଯାଇଛି। ମୃତ ସୌଭାଗ୍ୟଲକ୍ଷ୍ମୀଙ୍କ ଘର କଟକ ଜିଲା ଆଠଗଡ଼ ଥାନା ଅଞ୍ଚଳରେ।…

ଓୟୁଟିଆର୍‌ରେ ଏମ୍‌ସିଏ ପାଠ୍ୟକ୍ରମ ବନ୍ଦ ଯୋଜନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟ ସରକାଙ୍କ ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ୍‌ ରିସର୍ଚ୍ଚ (ଓୟୁଟିଆର୍‌)ରେ ଏମସିଏ ପାଠ୍ୟକ୍ରମ ବନ୍ଦ ପାଇଁ ଯୋଜନା କରାଯାଉଥିବା ପୁରାତନ ଛାତ୍ର ସଂଗଠନ ଅଭିଯୋଗ ଉଠାଇବା ସହ ଏହାକୁ ବିରୋଧ କରିଛି। ସଂଗଠନ ସଦସ୍ୟଙ୍କ କହିବାନୁସାରେ, ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ…

କାମ ସରିବା ପରେ ଥରେବି ଖୋଲାଯାଇନି ଶୌଚାଳୟ

ନନ୍ଦାହାଣ୍ଡି,୧୭।୪(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚୁ…

ଶିକ୍ଷକ ଚୟନ ଦୁର୍ନୀତି ମାମଲା: ଟିଏମ୍‌ସି ବିଧାୟକ ଜୀବନକୃଷ୍ଣ ଗିରଫ

ନୂଆଦିଲ୍ଲୀ/କୋଲକାତା,୧୭।୪: ପଶ୍ଚିମବଙ୍ଗରେ ଶିକ୍ଷକ ଚୟନ ଦୁର୍ନୀତି ମାମଲାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବିଧାୟକ ଜୀବନକୃଷ୍ଣ ସାହାଙ୍କୁ ସୋମବାର ସିବିଆଇ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ବୁରୱାନ ବିଧାୟକ ଜୀବନକୃଷ୍ଣଙ୍କୁ ସିବିଆଇ ଶୁକ୍ରବାରଠାରୁ ମାରାଥନ ଜେରା କରିଥିଲା। ଦୀର୍ଘ ସମୟ ଜେରା ପରେ…

ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ ପୂର୍ବରୁ ୨ ପାଣିଟାଙ୍କି ଗାଏବ

ବାଲିମେଳା,୧୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରେଲ ପଞ୍ଚାୟତ ଅଧୀନ ବାଲିମେଳାରୁ-ମାଲକାନଗିରି ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ପୋଟ୍ରେଲ ଛକ ନିକଟରେ ଅଞ୍ଚଳବାସୀଙ୍କ ସୁବିଧା ନିମନ୍ତେ ଜଳ ଓ ପରିମଳ ବିଭାଗ ପକ୍ଷରୁ ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ ହୋଇଥିଲା। ସ୍ବଚ୍ଛ ଭାରତ…

ଶେଷ ହେଉନି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ

ମାଲକାନଗିରି, ୧୭ା୪(ଡି.ଏନ.ଏ.): ଖରାଦିନ ଆସିଲେ ମାଲକାନଗିରି ଜିଲାରେ ବଢ଼ିଯାଏ ଜଳ ଯନ୍ତ୍ରଣା। ଖରା ଆରମ୍ଭରୁ ଦେଖିବାକୁ ମିଳୁଛି ଜଳ ସଙ୍କଟ। ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ। ମାଇଲ ମାଇଲ ବାଟ ଚାଲି ଚୁଆ ପାଣିରେ ଲୋକେ ଚଳୁଛନ୍ତି। ଲୋକଙ୍କ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

କଟକ ଅଫିସ,୧୭ା୪: କିଛି ଦିନର ବ୍ୟବଧାନ ପରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଅଣଛାତ୍ରଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ହଷ୍ଟେଲ ଅନ୍ତେବାସୀଙ୍କୁ ଅଣଛାତ୍ରମାନେ ଆକ୍ରମଣ କରିବା ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ଉତ୍ତେଜନା ଦେଖିବାକୁ ମିଳିଥିଲା। ଏ ନେଇ ଅନ୍ତେବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri