ଓୟୁଟିଆର୍ରେ ଏମ୍ସିଏ ପାଠ୍ୟକ୍ରମ ବନ୍ଦ ଯୋଜନା
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟ ସରକାଙ୍କ ଓଡ଼ିଶା ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ରିସର୍ଚ୍ଚ (ଓୟୁଟିଆର୍)ରେ ଏମସିଏ ପାଠ୍ୟକ୍ରମ ବନ୍ଦ ପାଇଁ ଯୋଜନା କରାଯାଉଥିବା ପୁରାତନ ଛାତ୍ର ସଂଗଠନ ଅଭିଯୋଗ ଉଠାଇବା ସହ ଏହାକୁ ବିରୋଧ କରିଛି। ସଂଗଠନ ସଦସ୍ୟଙ୍କ କହିବାନୁସାରେ, ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ…
କାମ ସରିବା ପରେ ଥରେବି ଖୋଲାଯାଇନି ଶୌଚାଳୟ
ନନ୍ଦାହାଣ୍ଡି,୧୭।୪(ଡି.ଏନ୍.ଏ): ସ୍ବଚ୍ଛ ଭାରତ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚୁ…
ଶିକ୍ଷକ ଚୟନ ଦୁର୍ନୀତି ମାମଲା: ଟିଏମ୍ସି ବିଧାୟକ ଜୀବନକୃଷ୍ଣ ଗିରଫ
ନୂଆଦିଲ୍ଲୀ/କୋଲକାତା,୧୭।୪: ପଶ୍ଚିମବଙ୍ଗରେ ଶିକ୍ଷକ ଚୟନ ଦୁର୍ନୀତି ମାମଲାରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ବିଧାୟକ ଜୀବନକୃଷ୍ଣ ସାହାଙ୍କୁ ସୋମବାର ସିବିଆଇ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ବୁରୱାନ ବିଧାୟକ ଜୀବନକୃଷ୍ଣଙ୍କୁ ସିବିଆଇ ଶୁକ୍ରବାରଠାରୁ ମାରାଥନ ଜେରା କରିଥିଲା। ଦୀର୍ଘ ସମୟ ଜେରା ପରେ…
ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ ପୂର୍ବରୁ ୨ ପାଣିଟାଙ୍କି ଗାଏବ
ବାଲିମେଳା,୧୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରେଲ ପଞ୍ଚାୟତ ଅଧୀନ ବାଲିମେଳାରୁ-ମାଲକାନଗିରି ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ପୋଟ୍ରେଲ ଛକ ନିକଟରେ ଅଞ୍ଚଳବାସୀଙ୍କ ସୁବିଧା ନିମନ୍ତେ ଜଳ ଓ ପରିମଳ ବିଭାଗ ପକ୍ଷରୁ ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ ହୋଇଥିଲା। ସ୍ବଚ୍ଛ ଭାରତ…
ଶେଷ ହେଉନି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ
ମାଲକାନଗିରି, ୧୭ା୪(ଡି.ଏନ.ଏ.): ଖରାଦିନ ଆସିଲେ ମାଲକାନଗିରି ଜିଲାରେ ବଢ଼ିଯାଏ ଜଳ ଯନ୍ତ୍ରଣା। ଖରା ଆରମ୍ଭରୁ ଦେଖିବାକୁ ମିଳୁଛି ଜଳ ସଙ୍କଟ। ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ। ମାଇଲ ମାଇଲ ବାଟ ଚାଲି ଚୁଆ ପାଣିରେ ଲୋକେ ଚଳୁଛନ୍ତି। ଲୋକଙ୍କ…
ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ
କଟକ ଅଫିସ,୧୭ା୪: କିଛି ଦିନର ବ୍ୟବଧାନ ପରେ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଅଣଛାତ୍ରଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ହଷ୍ଟେଲ ଅନ୍ତେବାସୀଙ୍କୁ ଅଣଛାତ୍ରମାନେ ଆକ୍ରମଣ କରିବା ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ଉତ୍ତେଜନା ଦେଖିବାକୁ ମିଳିଥିଲା। ଏ ନେଇ ଅନ୍ତେବାସୀ…
ମନ୍ କୀ ବାତ୍: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନର କଥା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଣେ ଅସାଧାରଣ ପ୍ରତିଭାସମ୍ପନ୍ନ ବକ୍ତା, ଏକଥାକୁ କେହି ଅସ୍ବୀକାର କରିପାରିବେ ନାହିଁ। ଜନଗଣଙ୍କ ସହିତ ତତ୍କାଳ ସମ୍ପର୍କ ସ୍ଥାପନ କରିବାର ଏକ ଅଦ୍ଭୁତ କଳା ତାଙ୍କ ପାଖରେ ରହିଛି। ଜଣେ ଓଜସ୍ବୀ ବକ୍ତା ଭାବେ ତାଙ୍କର କୌଶଳ…
ଜଳକଷ୍ଟ: ଦୂଷିତ ଚୁଆ ପାଣି ଭରସା
ପୋଟେରୁ, ୧୭ା୪(ଡି.ଏନ.ଏ.): ପ୍ରତି ଘରେ ପାନୀୟ ଜଳ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବ କ୍ଷେତ୍ରରେ ଏଥିରୁ ଲୋକେ ସୁଫଳ ପାଉନାହାନ୍ତି। ଖରାଦିନ ଆସିଲେ ଅନେକ ସ୍ଥାନରେ ଜଳକଷ୍ଟ ଦେଖିବାକୁ ମିଳୁଛି। ପୋଟେରୁ ଅଞ୍ଚଳର ଗୁମୁକା…
କ୍ୟାନ୍ସର ଆଶଙ୍କା ଓ ଅବସାଦ
ଆଜିକାଲି ଅନେକେ ଅବସାଦର ସମ୍ମୁଖୀନ ହେଉଛନ୍ତି। ଯଦି ଏଭଳି ସମସ୍ୟା ସହ ଜଡ଼ିତ ତେବେ ନିଜକୁ ଯେତେ ସମ୍ଭବ ଏହାଠାରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ। କାରଣ ଭବିଷ୍ୟତରେ ଏହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ…
ହେମୋଫିଲିଆ
ଆଜି ହେଉଛି ‘ବିଶ୍ୱ ହେମୋଫିଲିଆ ଦିବସ’। ସେ ବିଷୟରେ ଉପସ୍ଥାପନା… ହେମୋଫିଲିଆ ହେଉଛି ଏକ ଜିନ୍ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗ ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା କନ୍ୟା…
ପୋଲ ନିର୍ମାଣରେ ବ୍ୟବହାର ହେଉଛି ମୂଲ୍ୟବାନ୍ କାଠ
ନୂଆଗାଁ,୧୭।୪(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ନୂଆଗାଁ ବ୍ଲକର ମୀନାଗାଡିଆଠାରୁ ରଗଡିମଡ଼ା ମୁଖ୍ୟମନ୍ତ୍ରୀ ସଡ଼କର ନିର୍ମାଣ ଚାଲିଛି। ଉକ୍ତ ରାସ୍ତାରେ ନିର୍ମାଣ କରାଯାଇଥିବା ପୋଲରେ ମୂଲ୍ୟବାନ କାଠ ବ୍ୟବହାର ହୋଇଥିବା ଅଭିଯୋଗ ହେଉଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା…
ଦୁର୍ବଳ ହେଉଛି ପୃଥିବୀର ଚୁମ୍ବକୀୟ କ୍ଷେତ୍ର
”ଚୁମ୍ବକୀୟ କ୍ଷେତ୍ରର ସାମର୍ଥ୍ୟ ଏବଂ ଦିଗ ଅନବରତ ବଦଳୁଥାଏ। ଅଧ୍ୟୟନରୁ ଜଣାପଡିଛି ଯେ, ବିଗତ ୨୦୦ ବର୍ଷ ମଧ୍ୟରେ ଏହାର ସାମର୍ଥ୍ୟ ପ୍ରାୟ ୯ ଶତାଂଶ ହ୍ରାସ ପାଇଲାଣି। ଫଳରେ ଆଫ୍ରିକା ଏବଂ ଦକ୍ଷିଣ ଆମେରିକା ମଧ୍ୟରେ ଏକ ବୃହତ ଅଞ୍ଚଳରେ…
Archives


