ଜେହୋଭା ଓ୍ବିଟ୍ନେସ୍ ହଲ୍ରେ ଗୁଳି: ୭ ନିହତ
ହାମ୍ବର୍ଗ,୧୧ା୩: ଜର୍ମାନୀର ହାମ୍ବର୍ଗସ୍ଥିତ ଏକ ଜେହୋଭା ଓ୍ବିଟ୍ନେସ୍ ହଲ୍ରେ ଜଣେ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୮ ଆହତ ହୋଇଛନ୍ତି, ଯାହାଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକଙ୍କ ମଧ୍ୟରେ ଜଣେ ଗର୍ଭବତୀ…
ଡାୟାଲିସିସ ରୋଗୀଙ୍କୁ ଶୋଷଣ ଅଭିଯୋଗ
ଫୁଲବାଣୀ ଅଫିସ, ୧୧ା୩: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କିଡନୀ ଖରାପ ରୋଗୀଙ୍କୁ ଡାୟାଲିସିସ ସେବା ଯୋଗାଇ ଦିଆଯାଉଛି । ଜୀବନ ସହ ସଂଘର୍ଷ କରି ବଞ୍ଚତ୍ବା ପାଇଁ ଆଶା ବାନ୍ଧୁଥିବା ଏହି ରୋଗୀଙ୍କୁ ଏଠାରେ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି।…
ଅଢ଼େଇ କିଲୋ ଧାନ କାଟକୁ ଚାଷୀଙ୍କ ବିରୋଧ
ରଘୁନାଥପୁର,୧୧।୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ ଜଗନ୍ନାଥପୁର କୃଷି ସେବା ସମବାୟ ସମିତି ପକ୍ଷରୁ ଖୋଲା ଯାଇଥିବା ମଣ୍ଡିରେ ଅଢ଼େଇ କିଲୋ ଧାନ କାଟକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ସମ୍ପର୍କରେ ସମିତି ସମ୍ପାଦକ କପିଳେନ୍ଦ୍ର ପରିଡା ନୀରବ ରହୁଛନ୍ତି। ଏହି ଧାନ କାଟ…
ଦୁର୍ନୀତିର ଗନ୍ତାଘର ପାଲଟିଛି ବଲସକୁମ୍ପା ହାଇସ୍କୁଲ
ଖଜୁରିପଡ଼ା,୧୧ା୩: ସମସ୍ତଙ୍କୁ ସ୍ବାକ୍ଷର କରିବା ପାଇଁ ଶିକ୍ଷାର ଆଲୋକ ଦେଖାଇବା ଲାଗି ସରକାର ଶିକ୍ଷକ ନିଯୁକ୍ତି ଦେଉଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରି ସ୍କୁଲ, କଲେଜ, ଅଙ୍ଗନୱାଡି ନିର୍ମାଣ କରୁଛନ୍ତି। ସ୍କୁଲରେ ଶିକ୍ଷା ବଦଳରେ ପ୍ରଧାନ ଶିକ୍ଷକ କରୁଛନ୍ତି ରାଜନୀତି।…
ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ହ୍ରାସ ଲାଗି ପ୍ରଯୁକ୍ତି ବ୍ୟବହାର ଉପରେ ମୋଦିଙ୍କ ଗୁରୁତ୍ୱ
ନୂଆଦିଲ୍ଲୀ, ୧୧ା୩(ପି.ଟି.): ପ୍ରାକୃତିକ ବିପର୍ଯ୍ୟୟଜନିତ କ୍ଷୟକ୍ଷତି ହ୍ରାସ କରିବା ନିମନ୍ତେ ପ୍ରତିକ୍ରିୟା ପରିବର୍ତ୍ତେ ସକ୍ରିୟ ଦୃଷ୍ଟିଭଙ୍ଗୀ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ବିପର୍ଯ୍ୟୟ ପରିଚାଳନାରେ ଭବିଷ୍ୟତ ପ୍ରଯୁକ୍ତିର ବ୍ୟବହାର ଉପରେ ସେ ଜୋର୍ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର…
ଗୁପ୍ତଚର ପାରାକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୧୧ା୩: ଜଗତସିଂହପୁର ଜିଲା ପାରାଦୀପ ନିକଟ ସମୁଦ୍ରରେ ଗୁପ୍ତଚର ପାରା ଧରା ପଡିଛି। ପାରା, କ୍ୟାମେରାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ବୁଦ୍ଧିଜୀବୀମାନେ ଜାତୀୟ ଉଦ୍ୟାନର ସାମୁଦ୍ରିକ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା, ଜିଲାର ସମୁଦ୍ର ତଟାଞ୍ଚଳ…
ଅଧିକାରୀଙ୍କ ଅନୁପସ୍ଥିତି ଯୋଗୁ ବିଧାୟକଙ୍କ କ୍ଷୋଭ
ତୁମୁଡିବନ୍ଧ,୧୧ା୩: ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଶୁକ୍ରବାର ୪ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝି ସଭାପତିତ୍ୱ କରିଥିଲେ। ବୈଠକରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କଁହର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସଭାପତି…
ଅଧ୍ୟାପକ ଅଭାବ ବିଜ୍ଞାନ ଶିକ୍ଷାରେ ବାଧକ
ଯାଜପୁର ଅଫିସ,୧୧ା୩: ରାଜ୍ୟର ଅଧିକାଂଶ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ, ପ୍ରାଧ୍ୟାପକ ପଦବୀ ପୂରଣ ହୋଇପାରୁନାହିଁ। ବିଶେଷକରି ବିଜ୍ଞାନ ପାଠ୍ୟକ୍ରମରେ ଏହି ଅଭାବ ବେଶି ପରିଲକ୍ଷିତ ହେଉଛି। ଉଚ୍ଚଶିକ୍ଷା ବିଭାଗର ଅଜବ ନୀତି ଯୋଗୁ ଶିକ୍ଷକ ଅଭାବ ସମସ୍ୟା ବଳବତ୍ତର ରହୁଛି।…
ଗୋମାଂସ ନେବା ସନ୍ଦେହରେ ପିଟି ହତ୍ୟା
ସିଓ୍ବାନ, ୧୧ା୩: ବିହାରର ସରନ୍ ଜିଲାରେ ଗୋମାଂସ ନେଉଥିବା ସନ୍ଦେହରେ ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କୁ କେତେଜଣ ପିଟି ମାରିଦେଇଛନ୍ତି। ଗତ ମଙ୍ଗଳବାର ଏହି ଭିଡ଼ହିଂସା ଘଟିଥିବାବେଳେ ପୋଲିସ ଏପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ସରପଞ୍ଚ ସୁଶୀଲ…
ବଡ଼ ଆଁ କରି ଆସୁଛି ସାପ, ବିଲେଇ ଦେଖି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ସାପ…
କେନ୍ଦ୍ରର ସିବିଆଇ, ଇଡି ଅସ୍ତ୍ର
ନୂଆଦିଲ୍ଲୀ, ୧୧ା୩: ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି କେନ୍ଦ୍ରରେ କ୍ଷମତାସୀନ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧୀଙ୍କୁ ଟାର୍ଗେଟ ପାଇଁ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରୁଥିବା ଅଭିଯୋଗ ନୂଆ ନୁହେଁ। କିନ୍ତୁ ସମ୍ପ୍ରତି ତିନୋଟି ରାଜ୍ୟରେ କ୍ଷମତାସୀନ ଦଳର…
ଜିଲାର ୯୧ କେନ୍ଦ୍ରରେ ୧୩,୪୯୫ ପରୀକ୍ଷାର୍ଥୀ
ଜଗତ୍ସିଂହପୁର ଅଫିସ, ୧୧ା୩: ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ଜଗତ୍ସିଂହପୁର ଜିଲାର ୧୩,୪୯୫ ପରୀକ୍ଷାର୍ଥୀଙ୍କୁ ୯୧ଟି କେନ୍ଦ୍ରରେ ପରୀକ୍ଷା ଦେବାର ସୁଯୋଗ ଥିବାବେଳେ ସେଥିରୁ ୨୫୧ ଜଣ ଅନୁପସ୍ଥିତ ରହିଛନ୍ତି।…
Archives


