Home Left

ପାଣି ଭିତରେ ଫୁଲରେ ତିଆରି ହୋଇଛି ଭଗବାନ ଶ୍ରୀକୃଷ୍ଣଙ୍କ ଛବି, ଭିଡିଓ ଦେଖିଲେ…

ସମଗ୍ର ବିଶ୍ୱରେ କୁଶଳୀ ପ୍ରତିଭାଙ୍କର ଅଭାବ ନାହିଁ। ଅନେକ ଥର ଏହିପରି ପ୍ରତିଭା ଆଖି ସାମ୍ନାକୁ ଆସିଥାଏ, ଯାହା ବିଶ୍ୱାସ କରିବା ଆମ ପକ୍ଷେ କଷ୍ଟକର ହୋଇଥାଏ। ଅନେକ କଳାକାର ଅଛନ୍ତି,ଯେଉଁମାନେ ସେମାନଙ୍କର କଳାକୁ ନେଇ ବେଶ୍‌ ବିସ୍ମିତ। ସୋସିଆଲ ମିଡିଆରେ…

ୱି୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜ

ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଟେଲିକମ୍‌ ବ୍ରାଣ୍ଡ୍‌ ୱି ପକ୍ଷରୁ ଏକ ଅଭିନବ ପ୍ରତିଯୋଗିତାର ଶୁଭାରମ୍ଭ କରାଯାଇଛି। ଏପରିକି ୱି ୨୦ ଫ୍ୟାନ୍‌ ଫେଷ୍ଟ ଚାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି କମ୍ପାନୀ ପକ୍ଷରୁ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯାଉଛି, ଯେଉଁଥିରେ ସେମାନଙ୍କୁ ପ୍ରତି ମ୍ୟାଚ୍‌…

କାବୁ ହେଲା ଅସୁସ୍ଥ କଲରାପତରିଆ

ନୂଆପଡ଼ା,୧୭।୪(ଡି.ଏନ୍‌.ଏ.): କିଛିଦିନ ଧରି ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଏଥିରୁ ଜୀବଜନ୍ତୁ ମଧ୍ୟ ବାଦ୍‌ ପଡ଼ି ନାହାନ୍ତି। ଜଙ୍ଗଲରେ ଆବଶ୍ୟକ ପରିମାଣର ପାଣି ମିଳୁ ନ ଥିବା କାରଣରୁ ଜୀବଜନ୍ତୁ ଅସୁସ୍ଥ ମଧ୍ୟ ହେଉଛନ୍ତି। ନୂଆପଡ଼ା ଜଙ୍ଗଲରେ ଏକ…

ଡିଜିପି କହୁଛନ୍ତି ଶାନ୍ତି, ଚାଲିଛି ଜଳାପୋଡ଼ା

ସମ୍ବଲପୁର,୧୭ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଉପଲକ୍ଷେ ଗତ ବୁଧବାର ସମ୍ବଲପୁର ସହରରେ ବାଇକ୍‌ ଶୋଭାଯାତ୍ରାବେଳେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୁକ୍ରବାର ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ଚାଲିଥିବାବେଳେ ପୁଣି ପଥରମାଡ଼, ପୋଡ଼ାଜଳା, ଭଙ୍ଗାରୁଜା ସମେତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଫଳରେ ସେହିଦିନ…

ଡାକ୍ତରଙ୍କୁ ଝୁଣି ମାରିଦେଲେ

ଆଲିଗଡ଼, ୧୬ା୪: ଉତ୍ତରପ୍ରଦେଶର ଆଲିଗଡ଼ରେ ରବିବାର ଏକ ଅଘଟଣ ଘଟିଛି। ପ୍ରାତଃଭ୍ରମଣରେ ଯାଇଥିବା ଜଣେ ବୃଦ୍ଧଙ୍କୁ କେତେକ ବୁଲା କୁକୁର ଝୁଣି ମାରିଦେଇଛନ୍ତି। ଏହି ଆକ୍ରମଣ ସମୟର ଭିଡିଓ ସିସିଟିଭିରେ କଏଦ ହେବା ପରେ ବର୍ତ୍ତମାନ ଏହା ସୋସିଆଲ ମିଡିଆରେ ଭାଇରାଲ…

ପ୍ରଥମ ବିବାହ ବାର୍ଷିକୀରେ ଆଲିଆଙ୍କୁ ମହଙ୍ଗା ଉପହାର ଦେଲେ ରଣବୀର, ଦାମ୍‌ ଜାଣିଲେ…

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ବି-ଟାଉନର ପ୍ରିୟ ଯୋଡି ଭାବରେ ବିବେଚନା କରାଯାଏ। ପ୍ରଶଂସକଙ୍କ ଏହି ପ୍ରିୟ ଦମ୍ପତି ୧୪ଏପ୍ରିଲରେ ସେମାନଙ୍କର ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ସମୟରେ, ବର୍ତ୍ତମାନ ଖବର ଆସୁଛି…

ଆସିଲେନି କେହି: ଜଗୁଆଳି ବୃଦ୍ଧାଙ୍କ ଅନ୍ତିମ ସତ୍କାର କଲା ଉନ୍ନୟନ ସମିତି

କୋକସରା,୧୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନସ୍ଥଳି ଡୋକରିଚଞ୍ଚରାରେ ଦୀର୍ଘ ୧୦ ବର୍ଷ ହେଲା ଏକ ଅସହାୟ ବୃଦ୍ଧ ଦମ୍ପତି ଘେନୁ ମାଝୀ (୭୭) ଏବଂ ତାଙ୍କ ସ୍ତ୍ରୀ ମଙ୍ଗଳ ଦେଈ ମାଝୀ…

କାଜୁ ତୋଳିବାକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

ଛତିଆ,୧୬ା୪(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ କାଇମାଟିଆ ଏବଂ ଅଭୟପୁର ଗ୍ରାମ ମଧ୍ୟରେ କାଜୁ ମଞ୍ଜି ତୋଳିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଏନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି…

୯ ଘଣ୍ଟା ପଚରାଉଚରା ପରେ ସିବିଆଇ କାର୍ଯ୍ୟାଳୟରୁ ବାହାରିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଥିଲେ। ତେବେ ପ୍ରାୟ ୯ ଘଣ୍ଟା ପଚରାଉଚରା ପରେ କେଜ୍‌ରିଓ୍ବାଲ ବାହାରକୁ ଆସିଛନ୍ତି। କେଜ୍‌ରିଓ୍ବାଲ ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ…

କସାରି ମସାରିରେ ଅତିକ-ଅଶ୍ରଫଙ୍କୁ ଦିଆଗଲା କବର

ଲକ୍ଷ୍ନୌ,୧୬।୩: ମାଫିଆ ତଥା ବିଧାୟକ ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫଙ୍କୁ ରବିବାର କସାରି ମସାରି କବରସ୍ତାନରେ କବର ଦିଆଯାଇଛି। ପ୍ରୟାଗରାଜର ଏକ ହସ୍ପିଟାଲରେ ଅତିକ-ଅଶ୍ରଫଙ୍କ ବ୍ୟବଚ୍ଛେଦ ପରେ ମୃତଦେହ କଡା ସୁରକ୍ଷା ଭିତରେ କବରସ୍ତାନରେ ପହଞ୍ଚାଯାଇଥିଲା। ଏହାପରେ ପରିବାର…

ପରକ୍ରିୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ ହତ୍ୟା: ବନ୍ଧା ହେଲେ ୩ ଅଭିଯୁକ୍ତ

ସୋହେଲା,୧୬।୪(ଡି.ଏନ୍‌.ଏ): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ବୁଡ଼ାମାଳ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ସାନନ୍ଦ ସା(୩୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ଟାଙ୍ଗିଆରେ ହାଣି ହତ୍ୟା ପରେ ବ୍ଲେଡରେ ଯୌନାଙ୍ଗ କାଟି ଦେଇଥିଲେ। ଏ ନେଇ ରବିବାର…

ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡକୁ ନେଇ ସହରରେ ଶୁକ୍ରବାର ରାତି ୧୨ଟାରୁ କଫ୍ୟୁ ଲାଗୁ କରାଯାଇଥିଲା। ବର୍ତ୍ତମାନ ଏହାକୁ କୋହଳ କରାଯାଇଛି। ସୋମବାର ସକାଳ ୭ଟା ୩୦ରୁ ପୂର୍ବାହ୍ନ ୧୧.୩୦ ଏବଂ ଅପରାହ୍ନ ୩ଟା ୩୦ରୁ ୬ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri