ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…
ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଇଡି ଚଢାଉ
ନୂଆଦିଲ୍ଲୀ,୧୦।୩: ଜମି ବଦଳରେ ଚାକିରି ଦେବା ମାମଲାରେ ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଆରଜେଡି ନେତା ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଚଢାଉ କରିଛି। ବିହାର, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶର ଅନେକ ସ୍ଥାନରେ ଇଡି ପକ୍ଷରୁ ଏହି ଚଢାଉ…
ପୁଣି ଥରିଲା ଆଫଗାନିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୧
କାବୁଲ,୧୦।୩: ପୁଣି ଥରିଲା ଆଫଗାନିସ୍ତାନ। ଶୁକ୍ରବାର ସକାଳେ ଆଫଗାନିସ୍ତାନର ଫୌଜାବାଦରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଭୂକମ୍ପ…
ସାଇବର ଠକେଇର ଶିକାର ହେଲେ ଦୀପାଳି
ଭୁବନେଶ୍ୱର,୧୦।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟିଯାଇଥିବା ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଦୀପାଳିଙ୍କ ଅଭିଯୋଗକୁ…
ସିସିଟିଭି ସର୍ଭେଲାନ୍ସରେ ୮୧ କେନ୍ଦ୍ର
ଢେଙ୍କାନାଳ ଅଫିସ,୧୦।୩: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସମ୍ମେଟିଭ୍ ଆସେସମେଣ୍ଟ (ଏସ୍ଏ-୨)। ଢେଙ୍କାନାଳ ଜିଲାର ୯୬ କେନ୍ଦ୍ରରେ ମୋଟ ୧୬,୧୧୫ ରେଗୁଲାର ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ୧୦ ଜଣ ମଧ୍ୟମା ଏବଂ ୧୬୦…
ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ
ଆଠଗଡ଼,୧୦ା୩(ଡି.ଏନ୍.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼ ସହରର ଶ୍ରଦ୍ଧାଳୁମାନେ ମନ୍ଦିର ସମ୍ମୁଖରେ ଶୁକ୍ରବାର ପୂର୍ବାହ୍ନରେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ…
ରାଷ୍ଟ୍ରପତି ଭବନରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ: ଭାରତକୁ କଲେ ପ୍ରଶଂସା
ନୂଆଦିଲ୍ଲୀ,୧୦।୩: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍ ଚାରି ଦିନିଆ ଭାରତ ଗସ୍ତରେ ଅଛନ୍ତି। ଶୁକ୍ରବାର ସେ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ଆଲବାନିସ୍ ଭାରତକୁ ପ୍ରଶଂସା କରିଥିଲେ। ସେ କହିଛନ୍ତି,…
ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେଇ ପୂର୍ବାହ୍ନ ୧୦ଟାରେ ସରିବ। ତେବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଶୁକ୍ରବାର ରାଜଧାନୀର ସୟଦ ମମତାଜ ଅଲି ହାଇସ୍କୁଲ ପରୀକ୍ଷା…
ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍କା
ବେଙ୍ଗାଲୁରୁ,୧୦।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଭାରତୀୟ ଜନତା ପାର୍ଟିକୁ ଏକ ବଡ଼ ଝଟ୍କା ଲାଗିଛି। ଏଠାରେ ବିଧାନ ପରିଷଦର ଚାରିଥର ସଦସ୍ୟ ଥିବା ଭେଟେରାନ ଭାଜପା ନେତା ପୁଟ୍ଟନା ଏହି ପଦବୀ ତଥା ଦଳରୁ ଇସ୍ତଫା…
କାମରେ ଲାଗୁନି ୭ କୋଟିର ବସ୍ଷ୍ଟାଣ୍ଡ
କେନ୍ଦୁଝର,୧୦ା୩(ଡି.ଏନ୍.ଏ): କେନ୍ଦୁଝର ଜିଲା ସଦର ମହକୁମାରେ ନିର୍ମିତ ନୂତନ ବସ୍ଷ୍ଟାଣ୍ଡ କାମରେ ଲାଗୁନାହିଁ। ୧୦ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀ ଏହାକୁ ଉଦ୍ଘାଟନ କରିଥିବା ବେଳେ ଷ୍ଟାଣ୍ଡ ପରିସରରେ ଫୁଡ୍କୋର୍ଟ, ପ୍ରତୀକ୍ଷାଳୟ ଓ ଏଟିଏମ୍ ଭଳି ଅତ୍ୟାଧୁନିକ ସୁବିଧା ରହିଛି। ମାତ୍ର ବସ୍…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହେବ। ପୁଣି ଥରେ ବିଭିନ୍ନ ସମସ୍ୟାକୁ ନେଇ ବିରୋଧୀସରକାରଙ୍କୁ ଘେରିବେ । ଗ୍ୟାସ ଦରବୃଦ୍ଧି,ଚାଷୀ ଓ ମଣ୍ଡି ସମସ୍ୟା, ପୁରୀ ମାର୍କେଟ କଂପ୍ଲେକସରେ ଅଗ୍ନିକାଣ୍ଡ ଭଳି ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ…
୬୦ ପଏଣ୍ଟରେ ଜଳୁଛି ଶିମିଳିପାଳ: ବର୍ଷା ସତ୍ତ୍ୱେ ଲିଭୁନି ନିଆଁ
ବାରିପଦା ଅଫିସ,୧୦ା୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ବଢ଼ିବାରେ ଲାଗିଛି। ଗୁରୁବାର ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନର ୬୦ଟି ପଏଣ୍ଟରେ ନିଆଁ ଜଳୁଥିବା ନେଇ ସାଟେଲାଇଟ ଚିତ୍ରରୁ ଜଣାପଡ଼ିଛି। ବୁଧବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ଯଶିପୁର…
Archives


