ଶିଶୁଶ୍ରମିକ ନିୟୋଜିତ କରୁଛି ଠିକା ସଂସ୍ଥା
ମୋରଡ଼ା,୧୬ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା-ରାସଗୋବିନ୍ଦପୁର ବ୍ଲକ୍ରେ ଚାଲିଥିବା ସୁବର୍ଣ୍ଣରେଖା କେନାଲ ନିର୍ମାଣରେ ଶିଶୁ ଶ୍ରମିକ କାମ କରୁଛନ୍ତି। କାର୍ଯ୍ୟ ନେଇଥିବା ଠିକା ସଂସ୍ଥା ସରକାରୀ ନିୟମ ଉଲ୍ଲଘଂନ କରି ନାବାଳକଙ୍କୁ ଡମ୍ପର ଡ୍ରାଇଭର ଓ ହେଲପର ଭାବେ ନିୟୋଜିତ କରିଥିବା ଓ…
ଲେଡ଼ି ବାଇକର୍ସ
ରୟାଲ ଏନ୍ଫିଲ୍ଡ, କେଟିଏମ୍, କାଓ୍ବାସାକି ପରି ବାଇକ୍କୁ ଭ୍ରୁମ୍.. ଭ୍ରୁମ୍.. କରି ଯେବେ ଏମାନେ ରାସ୍ତାରେ ଚାଲିଯାଆନ୍ତି ଲୋକେ ଘଡ଼ିଏ ବୁଲି ବୁଲି ଚାହାନ୍ତି। କାରଣ ଏସବୁ ବାଇକ୍ ଉପରେ ଦିନେ ଥିଲା ପୁରୁଷଙ୍କର ଏକଚାଟିଆ ରାଜତ୍ୱ। ହେଲେ ଏବେ ଲେଡି…
ଝାମୁଯାତ୍ରା ମେଳାରେ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି
ମହାକାଳପଡ଼ା,୧୬।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ମା’ରାମଚଣ୍ଡୀ ପୀଠରେ ଝାମୁ ଯାତ୍ରା ମେଳା ପଣା ସଂକ୍ରାନ୍ତିରୁ ଆରମ୍ଭ ହୋଇଛି। ଏହି ମେଳା ପାଇଁ ୫ଶହରୁ ଊର୍ଦ୍ଧ୍ୱ ଦୋକାନ ଖୋଲିଛି ା ଯାତ୍ର ଦେଖିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନଙ୍କ ଭିଡ଼…
ଡେରାବିଶ ତାପମାତ୍ରା ୪୦ ଛୁଇଁଲା
ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର ୩୬…
ସୂର୍ଯ୍ୟମୁଖୀ ଚାଷକୁ ମିଳୁନାହିଁ ପ୍ରୋତ୍ସାହନ
କେନ୍ଦ୍ରାପଡ଼ା ଅଫିସ,୧୬।୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି ା ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ ା ପ୍ରଥମ ବର୍ଷର ଅଭିଜ୍ଞତା…
ଓଡ଼ିଆରେ ମୁକ୍ତିଲାଭ କରିବ ‘ସାର୍ ମ୍ୟାଡାମ ସରପଞ୍ଚ’
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଗଞ୍ଜାମ ଜିଲାର ଆରତୀ ଦେବୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ବଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ସ୍ଲୋଗାନ ଥିଲା…
ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ
ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର…
କୋଟିଆରେ ଆନ୍ଧ୍ର ଆଧାର କ୍ୟାମ୍ପ
କୋଟିଆ ସୀମା ବିବାଦ ଅଦାଲତରେ ବିଚାରାଧୀନ ରହିଛି। ହେଲେ ଅନୁପ୍ରବେଶ ବନ୍ଦ ହେଉ ନାହିଁ। ଆନ୍ଧ୍ର ପକ୍ଷରୁ କେତେବେଳେ ଓଡ଼ିଶା ସୀମାନ୍ତ ଗ୍ରାମରେ ପ୍ରବେଶ କରି ନିର୍ବାଚନ ପାଇଁ ଚେଷ୍ଟା କରାଯାଉଛି ତ ଆଉ କେତେବେଳେ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ…
ତେଲଙ୍ଗାନାର ବିକାଶ ଦେଶ ପାଇଁ ଦୃଷ୍ଟାନ୍ତ
ହାଇଦ୍ରାବାଦ, ୧୬।୪: ହାଇଦ୍ରାବାଦ୍ରେ ଭାରତୀୟ ସମ୍ବିଧାନ ପ୍ରଣେତା ଡ. ବି.ଆର୍. ଆମ୍ବେଡ୍କରଙ୍କ ୧୨୫ ଫୁଟର ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି। ଏ ନେଇ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏବଂ ଆମ୍ବେଡ୍କରଙ୍କ ଅଣନାତି ପ୍ରକାଶ ଆମ୍ବେଡ୍କର ସାମିଲ ହୋଇଥିଲେ।…
ଟିକେଟ ନେଲେ ଦୀପାଳି
ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ…
ପରିତ୍ୟକ୍ତ ଖଣି ପାଣିରୁ ମିଳିଲା ଯୁବକଙ୍କ ମୃତଦେହ
କେନ୍ଦୁଝର,୧୫ା୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ତୁଳସୀଚଉରା ଗ୍ରାମ ନିକଟରେ ଥିବା ଏକ ବନ୍ଦ ପଥର ଖଣି ପାଣି ଭିତରୁ ଏକ ମୃତଦେହ ଜବତ ହୋଇଛି। ମୃତ ଯୁବକଙ୍କ ନାମ ଭବେଶ ପିଠାଡିଆ (୨୦) ଏବଂ ତାଙ୍କ ଘର କେନ୍ଦୁଝର ସହର ବୁଲା…
ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁକନ୍ୟାର ଜୀବନ
କେନ୍ଦୁଝର,୧୫ା୪(ସ୍ବ.ପ୍ର.): ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଧଳାଡିହି ଗ୍ରାମରେ ଶନିବାର ଅପରାହ୍ନରେ ଏକ ହାଇଓ୍ବା ଧକ୍କାରେ ୩ ବର୍ଷ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ ଜଣକ ତପନ ବାରିକଙ୍କ ଝିଅ ଖୁସି ବୋଲି ଜଣାପଡ଼ିଛି। ଆଜି ଅପରାହ୍ନରେ ଧଳାଡିହି ଗ୍ରାମର…
Archives


