ବରଗଡ଼ରେ ଗୁଳିମାଡ଼, ଯୁବକ ଗୁରୁତର
ବରଗଡ଼ ଅଫିସ,୯।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଗରୁବାର ରାତିରେ ଗୁଳି ଏବଂ ଭୁଜାଲି ମାଡ଼ ହୋଇଛି। ଏଥିରେ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ…
କର୍ଲାପାଟରେ ପୁଣି ହାତୀ ମୃତ୍ୟୁ
ଭବାନୀପାଟଣା,୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଯାକମରୁ ୧୦୦ ମିଟର କୁକୁରଘାଟିର ସେମିଝରନଠାରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣା ଗତ ୪ ତାରିଖରେ ଘଟିଥିବା ଜଣାଯାଇଛି।…
ଟଙ୍କା ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ
ବଡ଼ଗାଁ, ୯।୩(ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ନିକଟ ବସ୍ଷ୍ଟାଣ୍ଡର ଏକ ଚା ଦୋକାନରୁ ଲୁଟ ହୋଇଛି। ୨ ଲକ୍ଷ ଟଙ୍କା ଥିବା ବ୍ୟାଗକୁ ୨ଜଣ ଦୁର୍ବୃତ୍ତ ସର୍ବସମ୍ମୁଖରେ ଝାମ୍ପିନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।…
ମୁମ୍ବାଇ ଇଣ୍ଡିଆନ୍ସର ସହଜ ବିଜୟ
ମୁମ୍ବାଇ,୯ା୩ : ଡକ୍ଟର ଡି. ଓ୍ବାଇ. ପାଟିଲ ସ୍ପୋଟର୍ସ ଏକାଡେମିରେ ଗୁରୁବାର ଖେଳାଯାଇଥିବା ମହିଳା ପ୍ରିମିୟର୍ ଲିଗ୍ରେ ୭ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ୮ ଉଇକେଟରେ ବିଜୟୀ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ମାତ୍ର ୧୦୫ ରନ୍ କରି ଅଲ୍ଆଉଟ ହୋଇଯାଇଥିଲା। ଜବାବରେ…
ଗୋଚାଲାଣକାରୀଙ୍କ ଉପରେ ଫୁଟିଲା ଗୁଳି
ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶରେ ଗୋରୁ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ ପ୍ରେମ୍ ସିଂ (୫୦)। ପ୍ରେମ୍ ଏକ ଟ୍ରକ୍ରେ ୧୩ଟି ଗାଈଙ୍କୁ ମୈନପୁରୀ ନେଉଥିବା ବେଳେ…
ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ
ପୁତ୍ରଜୟା, ୯ା୩: ଦୁର୍ନୀତି ମାମଲାରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ୍ ୟାସିନ୍ଙ୍କୁ ଗୁରୁବାର ଗିରଫ କରାଯାଇଛି। ଏହାପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତାଙ୍କ ଉପରେ ଦୁର୍ନୀତି ଅଭିଯୋଗ ରହିଛି। ମାଲେସିଆ ଆଣ୍ଟି କରପସନ୍ କମିଶନଙ୍କୁ ତାଙ୍କ ବିରୋଧରେ କେତେକ ପ୍ରମାଣ…
୧୧ ମାସରେ ଇମ୍ରାନଙ୍କ ବିରୋଧରେ ୮୦ ମାମଲା
ଲାହୋର,୯ା୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିିଆଇ) ଅଧ୍ୟକ୍ଷ ଇମ୍ରାନ୍ ଖାନ୍ଙ୍କ ସମେତ ୪୦୦ ଜଣ ଦଳୀୟ କର୍ମଙ୍କ ବିରୋଧରେ ଲାହୋର ପୋଲିସ ଗୁରୁବାର ହତ୍ୟା ଓ ଆତଙ୍କବାଦ ମାମଲା ରୁଜୁ କରିଛି। ଦଳର ଏକ ରାଲିରେ ପୋଲିସ…
ଜମ୍ମୁ-କଶ୍ମୀରର ଡୋଡାରେ ଶହେ ଫୁଟ ଉଚ୍ଚରେ ତ୍ରିରଙ୍ଗା ଉତ୍ତୋଳନ କଲେ ଯବାନ
ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀରର ପାର୍ବତ୍ୟ ଡୋଡା ଜିଲାରେ ଗୁରୁବାର ଭାରତୀୟ ସେନା ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉତ୍ତୋଳନ କରିଛି। ଏହି ଉଦ୍ୟମକୁ ଦେଶ ପାଇଁ ଜୀବନ ଦେଇଥିବା ଅଗଣିତ ସେନ୍ୟଙ୍କୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।…
ଟ୍ରକ୍କୁ ପିଟିଲା ଆଇସ୍କ୍ରିମ ବୋଝେଇ ଗାଡ଼ି
ବାଲିଗୁଡ଼ା,୯।୩:(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ସବ୍ଜେଲ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ପୂର୍ବରୁ ରାସ୍ତା କଡ଼ରେ ଅଟକି ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍ ପଛ ପଟେ ତୁମୁଡିବନ୍ଧରୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ…
ଜେଲରେ ଥାଇ ଚିଠି ଲେଖିଲେ ସିସୋଡିଆ
ନୂଆଦିଲ୍ଲ,୯।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆ ତିହାର ଜେଲରୁ ଦେଶକୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଟୁଇଟରରେ ଶେୟାର କରିଛନ୍ତି। ତେବେ ଶେୟାର କରି କେଜ୍ରିଓ୍ବାଲ ଲେଖିଛନ୍ତି,…
ମା’ ଝିଅଙ୍କୁ ଆକ୍ରମଣ: ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ,୯।୩(ଡିଏନଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଜଣେ ଯୁବତୀଙ୍କୁ ଗ୍ରାମର ଜଣେ ଯୁବକ ମଦ ପିଇ ଆକ୍ରମଣ କରି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଯୁବକଙ୍କୁ ଗିରଫ କରିଛି।…
ମାରଣାତ୍ସ ଦେଖାଇ ଲୁଟିନେଲେ ୯୨ ହଜାର ଟଙ୍କା, ପୋଲିସର ତଦନ୍ତ ଆରମ୍ଭ
ଦେବଗଡ,୯।୩(ଡି. ଏନ. ଏ.): ଦେବଗଡ ଥାନା ଅନ୍ତର୍ଗତ ଚିକିଣି ଘାଟି ନିକଟରେ ମାରଣାତ୍ସ ଦେଖାଇ ୨ଜଣ ଯୁବକଙ୍କଠାରୁ ୯୨ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏନେଇ ଦେବଗଡ ଆଦର୍ଶ ଥାନାରେ ଗୁରୁବାର ଅଭିଯୋଗ ହୋଇଛି। ଖବର ମୁତାବକ, ସମ୍ବଲପୁର ସହରର…
Archives


