Home Left

ବିଜେଡିର ତୁମ୍ବିତୋଫାନ: ପ୍ରସଙ୍ଗ ଏକ, ବିଚାର ଭିନ୍ନ

ଭୁବନେଶ୍ୱର,୨୫।୨(ରବିନାରାୟଣ ଜେନା):ବିଧାନସଭାର ବଜେଟ ଅଧିବେଶନରେ ବିରୋଧୀ ବିଜେଡି ଏବଂ କଂଗ୍ରେସର ଭିନ୍ନ ବିଚାର ଧାରା ଦେଖିବାକୁ ମିଳିଛି। ୨ ଦଳ ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ହରଡ଼ଘଣାରେ ପକାଇବାକୁ ଉଦ୍ୟମ କରିଛନ୍ତି। ଏଥିଯୋଗୁ ଗୃହ ଚାଲିପାରି ନାହିଁ। ତେବେ ମଙ୍ଗଳବାର ଗୃହରେ…

ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ଦଳିଦେଲା ହାତୀ

ନିରାକାରପୁର, ୨୫।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫)ଙ୍କ ମୃତ୍ୟୁ ଘଟିଛି । କିଛି ଗ୍ରାମବାସୀଙ୍କ ଠାରୁ ପ୍ରକାଶ ଯେ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ…

କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ଲକ୍ଷରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜଳିପୋଡି ପାଉଁଶ

ବାଲେଶର, ୨୫।୨( ବାଞ୍ଛାନିଧି ଦେ ): କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଫାଣ୍ଡି ଛକ ନିକଟ ଏକ କଦଳୀ ଗୋଦାମରେ ନିଆଁ ଲାଗି ୫ ଲକ୍ଷର ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର…

ରାଷ୍ଟ୍ର ହିତରେ ନା କ୍ୟାଡର: ଏମାନଙ୍କ ସମ୍ଭାବନାକୁ ଏଡ଼ାଯାଇ ନ ପାରେ

ଭୁବନେଶ୍ୱର, ୨୫।୨(ସୁନିତ୍‌ ମିଶ୍ର):ଦେଶର ୧୦ ରାଜ୍ୟର ମୋଟ୍‌ ୩୭ଟି ରାଜ୍ୟ ସଭା ଆସନ ଲାଗି ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏନେଇ ଗତ ସପ୍ତାହରେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଓଡ଼ିଶାରୁ ରାଜ୍ୟ ସଭା ଯାଇଥିବା ମମତା ମହାନ୍ତ, ସୁଜିତ୍‌ କୁମାର,…

ଅସ୍ମିତାର ପ୍ରଥମ ପରିଚୟ

ପିଲାଟି ଯେତେବେଳେ ମାତୃଭାଷା ଛାଡି ଅନ୍ୟଭାଷାରେ ବିଶେଷ କରି ଇଂରାଜୀରେ ଦୁଇପଦ କହିଥାଏ ସେତେବେଳେ ତା’ମା’ବାପା ଖୁସିରେ ଫାଟି ପଡନ୍ତି। ଭାବନ୍ତି ପିଲାଟି କେତେ ଆଗେଇଲାଣି। ଆମ ଦେଶରେ ସବୁଠୁ ବଡ଼ ଆଶା ଚାକିରି। ସେ ପୁଣି ପ୍ରଶାସନିକ ସେବା ହେଲେ…

କୃଷି ବଜେଟର ଭିତିରି କଥା

ଆମ ଦେଶରେ କର୍ନାଟକ ସରକାର ପ୍ରଥମେ ୨୦୧୧-୧୨ରେ ସାଧାରଣ ବଜେଟ ସହିତ ସ୍ବତନ୍ତ୍ର କୃଷିବଜେଟ ପ୍ରସ୍ତୁତ କଲେ। ଓଡ଼ିଶା ୨୦୧୨-୧୩ ଆର୍ଥିକବର୍ଷଠାରୁ ସ୍ବତନ୍ତ୍ର କୃଷି ଓ ଆନୁଷଙ୍ଗିକ ବିଭାଗ ପାଇଁ ବଜେଟ ପ୍ରସ୍ତୁତ କରୁଛି। ଏହି ବଜେଟରେ କୃଷିବିଭାଗ, ଜଳସମ୍ପଦ ବିଭାଗ,…

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: ଆଗୁଆ…

ଭୁବନେଶ୍ୱର,୨୫।୨ (ରବିନାରାୟଣ ଜେନା):ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ…

ଆମେରିକୀୟ ଯୁଦ୍ଧ ଜାହାଜରେ ଟଏଲେଟ୍‌ ଓ୍ବାର୍‌

ଓ୍ବାଶିଂଟନ୍‌ ,୨୫ା୨: ଇରାନ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ବିଶାଳ ସେନା ମୁତୟନ କରିଛି। ଆଣବିକ ଶକ୍ତି ସମ୍ପନ୍ନ ଯୁଦ୍ଧ ଜାହାଜ ଆବ୍ରାହମ ଲିଙ୍କନ୍‌ ସମେତ ବିଶ୍ୱର ସର୍ବବୃହତ୍‌ ଯୁଦ୍ଧ ଜାହାଜ ୟୁଏସ୍‌ଏସ୍‌ ଗେରାଲ୍ଡ ଆର୍‌ ଫୋର୍ଡ ମଧ୍ୟ…

ତହଉର ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବ କାନାଡା

ଓଟାଓ୍ବା,୨୫ା୨: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୁଖ୍ୟ ଭୂମିକା ନେଇଥିବା ଅଭିଯୁକ୍ତ ପାକିସ୍ତାନଜନ୍ମିତ ବ୍ୟବସାୟୀ ତହଉର ହୁସେନ୍‌ ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବା ପାଇଁ କାନାଡା ସରକାର ପଦକ୍ଷେପ ଆରମ୍ଭ କରିଛନ୍ତି। କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଭାରତ ଗସ୍ତରେ ଆସିବାକୁ…

ହେକ୍ସାଗନ୍‌ ମେଣ୍ଟରେ ଭାରତ ସାମିଲ ନେଇ ନେତାନ୍ୟାହୁ ଆଶାବାଦୀ

ତେଲ୍‌ ଆଭିଭ୍‌,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇସ୍ରାଏଲ ଗସ୍ତରେ ଯିବେ। ତାଙ୍କର ଗସ୍ତ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ମୋଦିଙ୍କୁ ତାଙ୍କର ଜଣେ ଅନ୍ତରଙ୍ଗ ବନ୍ଧୁ ବୋଲି କହିବା ସହିତ ଭାରତକୁ ଏକ ବିଶ୍ୱଶକ୍ତି ଭାବେ ଅଭିହିତ କରିଛନ୍ତି।…

ପୁରୁଷବନ୍ଧୁ ଆଗରେ ଯୁବତୀଙ୍କୁ ଗଣବଳାତ୍କାର, ଜବରଦସ୍ତ ପୀଡ଼ିତାଙ୍କଠାରୁ ନେଇଗଲେ ୧୦,୦୦୦ ଟଙ୍କା

ଗୁଆହାଟୀ,୨୫ା୨: ଆସାମର ସିଲ୍‌ଚରରେ ଜଣେ ୨୮ ବର୍ଷୀୟା ଯୁବତୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ପୀଡ଼ିତାଙ୍କଠାରୁ ଜବରଦସ୍ତ ୧୦,୦୦୦ ଟଙ୍କା ନେଇଯାଇଛନ୍ତି। ଗତ ୧୯ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଥିବାବେଳେ ସିଲ୍‌ଚର ସଦର…

ବିଦେଶୀ ସାମଗ୍ରୀ ଉପରେ ଲାଗୁ ହେଲା ୧୦% ଶୁଳ୍କ

ଓ୍ବାଶିଂଟନ୍‌ ,୨୫ା୨: ଆମେରିକାର ଟାରିଫ୍‌କୁ ନେଇ ଏବେ ସାରା ବିଶ୍ୱରେ ଦ୍ୱନ୍ଦ୍ୱ ଲାଗି ରହିଛି। ଆମେରିକା ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ ନୀତିକୁ ଅବୈଧ ଘୋଷଣା କରିବା ପରେ ଟ୍ରମ୍ପ୍‌ ବାରମ୍ବାର ତାଙ୍କର ଆଭିମୁଖ୍ୟରେ ପରିବର୍ତ୍ତନ କରିଚାଲିଥିବାରୁ କେଉଁ ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri