Home Left

ପାଟଣା ଅବକାରୀ ଥାନାରେ ତାଲା

ପାଟଣା,୨୫ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଟାଙ୍ଗରପଡ଼ାସ୍ଥିତ ପାଟଣା ଅବକାରୀ ଥାନା ବାହାର ଓ ଭିତର ଗେଟ୍‌ରେ ଦୀର୍ଘ ଦିନ ହେବ ତାଲା ଝୁଲୁଛି। ସୋମବାର କେତେକ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ଅବକାରୀ ଥାନା ଅଧିକାରୀଙ୍କୁ ଭେଟିବାକୁ…

ଭାଜପା ହୀନ ରାଜନୀତି କରୁଛି: ବିଜେଡିି

ଭୁବନେଶ୍ୱର,୨୫ା୭ (ଅନିଲ ଦାସ):ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍‌ ଧରାପଡ଼ିବା ପରେ ଓଡ଼ିଶା ଭାଜପା ଏହାକୁ ନେଇ ହୀନ ରାଜନୀତି ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ…

ଦିନକରେ ୭୫ ଫୌଜଦାରି ମାମଲାର ରାୟ ପ୍ରକାଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତିର ସୁଦୀର୍ଘ ଗରିମାମୟ ଇତିହାସରେ ଯୋଡ଼ିହୋଇଛି ଆଉ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ। ହାଇକୋର୍ଟ ବିଚାରପତି ଦେବବ୍ରତ ଦାଶ ଓ ଡ. ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ସୋମବାର ଗୋଟିଏ ଦିନରେ ୭୫ଟି ଫୌଜଦାରି…

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୫।୭: ଇଣ୍ଡୋନେସିଆର ପୂର୍ବ ନୁସା ତେଂଗାରା ଦ୍ୱିପରେ ମଙ୍ଗଳବାର ସକାଳେ ଏକ ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ଥିବା ମପାଯାଇଛି। ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଜିଓଫିଜିକ ଏଜେନ୍ସି କହିଛି…

ଓଏସ୍‌ଏସ୍‌ସି କାର୍ଯ୍ୟାଳୟ ଆଗରେ ସାଷ୍ଟାଙ୍ଗ ଦଣ୍ଡବତ କରି ବିକ୍ଷୋଭ

ଭୁବନେଶ୍ୱର,୨୫ା୭(ଅନୁରାଧା ମହାରଣା):ଜେଇ ସିଭିଲ ମେନ୍‌ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରତିବାଦରେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବେକାରି ଡିପ୍ଲୋମା ଇଞ୍ଜିନିୟର୍ସ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିକ୍ଷୋଭକାରୀମାନେ ପ୍ରଶ୍ନପତ୍ର ବିକ୍ରିରେ…

‘ବାଘ ନୁହେଁ ଫିଶିଂକ୍ୟାଟ୍‌’

ଚାନ୍ଦବାଲି, ୨୫।୭ (ଅଶୋକ କୁମାର ପଣ୍ଡା)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ କଲେଜ ସମ୍ମୁଖ ପଡ଼ିଆରେ ଦୁଇଟି ଚିତାବାଘ ଥିବା ଖବର ସୋମବାର ପ୍ରଚାରିତ ହୋଇଥିଲା। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ…

‘ଯବାନ’ରେ ବିଜୟଙ୍କ ଦମ୍‌ଦାର ଲୁକ୍‌, ପୋଷ୍ଟର ରିଲିଜ ପରେ ବଢ଼ିଲା ଉତ୍କଣ୍ଠା

ବମ୍ବେ: କିଙ୍ଗ ଖାଁ ଶାହାରୁଖଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଯବାନ’କୁ ନେଇ ବଢ଼ୁଛି ଉତ୍କଣ୍ଠା। ନିର୍ମାତାମାନେ ମଧ୍ୟ ପ୍ରଶଂସକଙ୍କ ଲାଗି ଫିଲ୍ମର ପୋଷ୍ଟରକୁ ରିଲିଜ କରୁଛନ୍ତି। ଏହି କ୍ରମରେ ସାଉଥ୍‌ ସୁପରଷ୍ଟାର ବିଜୟ ସେଥୁପଥୀଙ୍କ ଲୁକ୍‌ ଶେୟାର କରାଯାଇଛି। ପୋଷ୍ଟରରେ ତାଙ୍କ…

ଗ୍ୟାଙ୍ଗଷ୍ଟର ଟିଟୋଙ୍କୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ସୋମବାର କେନ୍ଦ୍ରାପଡ଼ା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ଟିଟୋ ହାଇକୋର୍ଟଙ୍କ ସର୍ତ୍ତ ଖିଲାପ କରିଥିବାରୁ…

ଏବେ ବି ୧୨ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୫ା୭(ଅନିଲଦାସ):ଲଘୁଚାପ ପରେ ଲଘୁଚାପ ହେଉଛି। ଚଳିତ ମାସରେ ୫ରୁ ଅଧିକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମାତ୍ର ଆଶାନୁରୂପ ବର୍ଷା ହେଉନାହିଁ। ଜୁଲାଇ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଚାଷ କାମ ଆରମ୍ଭ ହୋଇପାରି ନାହିଁ। ଚାଷୀମାନେ ତଳି ପକାଇ…

ଘରୋଇ କଳହ ଜୀବନ ନେଉଛି

ଭୁବନେଶ୍ୱର,୨୫ା୭(ସତ୍ୟଜିତ୍‌ ରାଉତ):ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହଶ୍ରଦ୍ଧା ଦ୍ୱାରା ସମ୍ପର୍କ ମଜଭୁତ ହୋଇଥାଏ। ହେଲେ ଅନେକ ସମୟରେ ଭୁଲ୍‌ ବୁଝାମଣା ଓ ମତଭେଦ ଏବଂ ବିଭିନ୍ନ ସମସ୍ୟା ପାଇଁ ଏହି ସମ୍ପର୍କରେ ତିକ୍ତତା ସୃଷ୍ଟି ହେଉଛି। ପରବର୍ତ୍ତୀ ସମୟରେ ଏହା ବିପଦ ସୃଷ୍ଟି…

ସାଦ ଖାଇଲେ ଅଷ୍ଟ୍ରେଲିଆ କ୍ରିକେଟର୍‌ଙ୍କ ସ୍ତ୍ରୀ

ଅଷ୍ଟ୍ରେଲିଆ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଏବଂ ତାଙ୍କ ସ୍ତ୍ରୀ ଭିନି ରମଣ ଖୁବ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ମ୍ୟାକ୍ସୱେଲ ଏବଂ ଭିନି ୧୮ମାର୍ଚ୍ଚ ୨୦୨୨ ରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତି ସହିତ ବିବାହ କରିଥିଲେ।…

ଦୋଷୀ ଜେଜେବାପାଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡ 

ବାରିପଦା,୨୫।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ସୋମବାର ଏକ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଅଭିଯୁକ୍ତ ଝାରପୋଖରିଆ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?