Home Left

ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ ଏସସିବିକୁ ରେଫର ହୋଇଥିଲେ।ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଚିକିତ୍ସାବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି।

ଆଜି ପଶ୍ଚିମବଙ୍ଗ ଯିବେ ଅମିତ ଶାହା

ନୂଆଦିଲ୍ଲୀ,୧୪।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଠାରୁ ତିନି ଦିନ ପାଇଁ ୪ଟି ରାଜ୍ୟ ଗସ୍ତ କରିବେ। ଭାରତୀୟ ଜନତା ପାର୍ଟି (ଭାଜପା) ର ସଂଗଠନ ବ୍ୟବସ୍ଥାରେ ଉନ୍ନତି ଆଣିବା ଏବଂ ଆସନ୍ତା ବର୍ଷ ହେବାକୁ ଥିବା ଲୋକ…

୬ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ନାହିଁ

ଲାଞ୍ଜିଗଡ,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଏକ ଶିଳ୍ପାଞ୍ଚଳ ହୋଇଥିବା ବେଳେ ଅନେକ ଲୋକ ବିଭିନ୍ନ ପ୍ରକାର ସିମ ବ୍ୟବହାର କରିଥାନ୍ତି। ସେ ମଧ୍ୟରୁ ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ ଲିମିଟେଡ଼) ଏକ ପୁରୁଣା ଟେଲିକମ କମ୍ପାନୀ ହୋଇଥିବା ବେଳେ ଲୋକେ ଏହି…

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ

କେସିଙ୍ଗା,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବଗାଡ ଗ୍ୟାସ ଗୋଦାମ ନିକଟରେ ଥିବା ଖଲିଆ ବନ୍ଧହୁଡ଼ା ଉପରେ କେସିଙ୍ଗା ଏନ୍‌ଏସି ପକ୍ଷରୁ ୬ ଲକ୍ଷ ଟଙ୍କାରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏବେ କାମରେ ଆସୁନି। ଜନସାଧାରଣଙ୍କ ସୁବିଧା ଓ ପରିମଳ ବ୍ୟବସ୍ଥା ସଫା…

କାମ ହେବ କି ନାହିଁ ଲୋକେ ନିଷ୍ପତ୍ତି ନେବେ: ନରସିଂହ

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର ସହରର ସର୍ବବୃହତ୍‌ ଜଳାଶୟ ମହାରାଣୀ ସାଗର ସବୁଠୁ ପ୍ରଦୂଷିତ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରିପୋର୍ଟ ଦିଆଯାଇଥିଲା। ଏହି ଜଳାଶୟର ଉନ୍ନତିକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ୨୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଅଣାଯାଇଛି। ଏଥିପାଇଁ ଶିଳାନ୍ୟାସ କରାଯାଇଥିଲା।…

ମୁକୁଳା ପଡ଼ିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ରାଉରକେଲା ଅଫିସ,୧୪।୪: ରାଉରକେଲା ସହରକୁ ବିଦ୍ୟୁତ୍‌ ଯୋଗାଣକୁ ସୁଗମ କରିବା ପାଇଁ ବିଭିନ୍ନ ସ୍ଥାନରେ ଟ୍ରାନ୍ସଫର୍ମର ଲାଗିଛି। କିନ୍ତୁ ଏହି ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡିଥିବାରୁ ବିପଦ ଆଶଙ୍କା ସୃଷ୍ଟି ହୋଇଛି। ସୂଚନା ଅନୁସାରେ, ରାଉରକେଲାର ପିସିଆଇ ଛକ ନିକଟବର୍ତ୍ତୀ ଓଭରବ୍ରିଜ…

୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା…

ଯାଞ୍ଚବେଳେ ସନ୍ଦେହ ଘେରରେ ପ୍ରାର୍ଥୀଙ୍କ ସାର୍ଟିଫିକେଟ୍‌

ରାୟଗଡ଼ା (ସ୍ବ.ପ୍ର.)/ ରାୟଗଡ଼ା ଅଫିସ ,୧୪।୪: ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରେ ଦ୍ୱିତୀୟ ପର୍ଯ୍ୟାୟ ସାର୍ଟିଫିକେଟ୍‌ ଯାଞ୍ଚବେଳେ ସନ୍ଦେହ ଘେରରେ ଜଣେ ପ୍ରାର୍ଥୀ। ସେ ହେଲେ ବିଷମକଟକ ବ୍ଲକ ଘଣ୍ଟିଖାଲ ଗ୍ରାମର ରବି ହିଆଲ। ଡାକ ବିଭାଗର ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରି ପାଇଁ…

ଆଜି ବିଷୁବ ମିଳନ, ରାୟଗଡ଼ା ଉତ୍ସବମୁଖର

ରାୟଗଡ଼ା,୧୪।୪(ସ୍ବ.ପ୍ର.): ରାୟଗଡ଼ାରେ ଓଡ଼ିଆ ନବବର୍ଷ ଧୁମଧାମରେ ପାଳନ କରାଯିବ। ନୂଆବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏଠାରେ ଓଲିଉଡ୍‌ କଳାକାରଙ୍କ ସମେତ ରାଜ୍ୟର ଅନେକ ନାମୀ ଗାୟକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ।…

ବିସିସି ବ୍ୟାଙ୍କ କୃଷିଋଣ ଦେଇଛି ୨୩୨.୬୫ କୋଟି

ବ୍ରହ୍ମପୁର ଅଫିସ,୧୪।୪: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ୨୦୨୨-୨୩ ବର୍ଷରେ ରବି ଫସଲ ପାଇଁ ଗଞ୍ଜାମ-ଗଜପତି ଜିଲାର ୬୦,୬୬୨ ପଞ୍ଜୀକୃତ ଚାଷୀଙ୍କୁ ୨୩୨.୬୫ କୋଟି ଟଙ୍କା କୃଷିଋଣ ଦେଇଛି। ସରକାରୀ ଲକ୍ଷ୍ୟ ଧାର୍ଯ୍ୟଠାରୁ ୧୨.୬୫ କୋଟି ଅଧିକ ହୋଇଛି। ରବି…

ଏହି କାରଣ ପାଇଁ ସଲମାନଙ୍କ ନମ୍ବରକୁ ବ୍ଲକ୍‌ କରିଥିଲେ ଶେହନାଜ

ମୁମ୍ବାଇ: ବିଗ୍‌ବସ ଫେମ୍‌ ଶେହନାଜ ଗିଲ ବର୍ତ୍ତମାନ ସଲମାନ ଖାନଙ୍କ ଆଗାମୀ ଚଳଚ୍ଚିତ୍ର ‘କିସି କା ଭାଇ କିସି କି ଜାନ୍‌’ ସହିତ ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଶେହନାଜ ଏବଂ ସଲମାନଙ୍କ ସମେତ ପୁରା ଷ୍ଟାରକାଷ୍ଟ ଫିଲ୍ମର ପ୍ରମୋସନରେ ବ୍ୟସ୍ତ…

୪୨ ଡିଗ୍ରୀ ପାର୍‌କଲା ତାତି: ଲୋକେ ଆଉଟୁପାଉଟୁ

ଅନୁଗୋଳ ଅଫିସ,୧୪ା୪: ଅନୁଗୋଳ ଜିଲାରେ ଗୁରୁବାର ପାରଦ ୪୨ ଡିଗ୍ରୀ ପାର କରିଛି। ଚଳିତବର୍ଷ ଅନୁଗୋଳରେ ଏହା ସର୍ବାଧିକ ତାପମାତ୍ରା ବୋଲି ସୂଚନା ମିଳିଛି। ଫଳରେ ଏପରି ଗ୍ରୀଷ୍ମ ପ୍ରବାହ ଯୋଗୁ ଗରମ ଓ ଗୁଳୁଗୁଳିରେ ଅନୁଗୋଳବାସୀ ଆଉଟୁପାଉଟୁ ହୋଇଛନ୍ତି। ପୂର୍ବାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri