Home Left

୪ ବର୍ଷ ପରେ ବି ସରୁନି ୪୦ ମିଟର ରାସ୍ତା କାମ

କଟକ ଅଫିସ,୧୪ା୪: ୪୦ ମିଟର ରାସ୍ତା କାମକୁ ୪ ବର୍ଷ ବିତିଯାଇଥିଲେ ବି ଶେଷ ହୋଇପାରୁନାହିଁ। ଏଥିପାଇଁ କଲ୍ୟାଣନଗର ବାସିନ୍ଦା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ କଲେ କର୍ତ୍ତୃପକ୍ଷ ଶୁଣୁ ନ ଥିବା ବେଳେ ଯାତାୟାତ ପାଇଁ ହଇରାଣ ହେବାକୁ…

ଲୋକାୟୁକ୍ତ ଟିମ୍‌ର ତଦନ୍ତ ଆରମ୍ଭ

ମଙ୍ଗୁଳି-ଜଗତପୁର/ଚୌଦ୍ୱାର, ୧୪ା୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୮ଟି ୱାର୍ଡରେ ୧୪ଟି ଉନ୍ନୟନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ଚୌଦ୍ୱାର ସୂଚନାକର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଲୋକାୟୁକ୍ତରେ ଏକ ମାମଲା…

ଭୁବନେଶ୍ୱର ରେଳ ଷ୍ଟେଶନରେ ବିସ୍ଫୋରକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ବିସ୍ଫୋରକ ମିଳିଛି। ଷ୍ଟେଶନରେ ଅଟକି ରହିଥିବା କୋଣାର୍କ ଏକ୍ସପ୍ରେସ୍‌ରୁ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏହି ବିସ୍ଫୋରକକୁ ଜବତ କରିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ରହୁଥିବା ଷ୍ଟେଶନ ମଧ୍ୟରୁ ବୁଧବାର ବିଳମ୍ବିତ ରାତିରେ ଏଭଳି…

ଢେଙ୍କାନାଳରେ ଡିପୋ, ରାଜସ୍ଥାନ ଯାଏ ଚେର

ଢେଙ୍କାନାଳ ଅଫିସ,୧୪।୪: ବୌଦ୍ଧ, କନ୍ଧମାଳ ଜିଲାରୁ ଆସୁଥିଲା ଗଞ୍ଜେଇ। ଏହାକୁ ରଖିବା ଲାଗି ଢେଙ୍କାନାଳରେ କରାଯାଇଥିଲା ଡିପୋ। ସେଠାରୁ ପ୍ୟାକେଟ୍‌ କରାଯାଇ ରାଜସ୍ଥାନ, ମଧ୍ୟପ୍ରଦେଶ, ବିହାର, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶକୁ ଚାଲାଣ ହେଉଥିଲା। ରାଜସ୍ଥାନ ସୀମାନ୍ତରେ ରହି ଏହାକୁ ଅପରେଟ କରୁଥିଲେ…

ଶ୍ରୀକ୍ଷେତ୍ରରେ ଅଧିକାଂଶ ସିସିଟିଭି ଅଚଳ

ପୁରୀ ଅଫିସ,୧୪ା୪: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରାକୁ ସମାପନ କରିବା ପାଇଁ ପୁରୀ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସ୍‌ପି ଡ. କନୱର ବିଶାଳ ସିଂହ…

ଶ୍ରୀ ଜଗନ୍ନାଥ ହାଇସ୍କୁଲରେ ଖୋଲିଲା ଯୁକ୍ତ ୨

ଯୋଡ଼ା,୧୪ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ଜୁରୁଡ଼ିସ୍ଥିତ ଶ୍ରୀ ଜଗନ୍ନାଥ ହାଇସ୍କୁଲକୁ ହାୟର ସେକଣ୍ଡାରୀ ସ୍କୁଲର ମାନ୍ୟତା ମିଳିଛି। ଏଠାରେ ଚଳିତ ଶିକ୍ଷା ବର୍ଷରୁ ଛାତ୍ରୀଛାତ୍ର +୨ କଳାରେ ନାମ ଲେଖାଇ ପାରିବେ। ବୁଧବାର ଏ ସଂକ୍ରାନ୍ତୀୟ ପ୍ରଥମ ସଚେତନ…

ଦକ୍ଷିଣଦିଆରେ ଗୋଚର ଜମି ଜବରଦଖଲ

ପଟ୍ଟାମୁଣ୍ଡାଇ, ୧୪ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଦକ୍ଷିଣଦିଆ ଗ୍ରାମରେ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ଥିବା ଗୋଚର, ଅନାବାଦୀ କିସମ ଜମିକୁ ଜଣେ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ଉକ୍ତ ଜମିକୁ ପ୍ଳଟିଂ କରି ବିକ୍ରି କରୁଥିବା ପ୍ରତିବାଦରେ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କ ନିକଟରେ…

୫୭ ହଜାର ଘନମିଟର ବାଲି ଡେରାବିଶରୁ ଯିବ ଆଣ୍ଡାମାନ

କେନ୍ଦ୍ରାପଡା ଅଫିସ,୧୪ା୪: ଜଗତ୍‌ସିଂହପୁର ଜିଲା ପାରାଦୀପ ବନ୍ଦର ଅଧ୍ୟକ୍ଷଙ୍କୁ କେନ୍ଦ୍ରାପଡ଼ା ଏଡିଏମ୍‌ ଦୁର୍ଗାପ୍ରସାଦ ମହାରଣା ଗୁରୁବାର ଲେଖିଥିବା ଚିଠି (ନଂ.୧୦୦୫) ସ୍ଥାନୀୟ ଅଞ୍ଚଳର ପରିବେଶବିତ୍‌ଙ୍କୁ ଚିନ୍ତାରେ ପକାଇଛି। ବାରମ୍ବାର ଲଘୁ ଖଣିଜ ସମ୍ପଦ ଚୋରି ହେଉଥିବା ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲରେ…

ଆଜି ଝାମୁଯାତ୍ରା: ସୁନାବେଶରେ ଝଲସିବେ ମା’ ରାମଚଣ୍ଡୀ

ମହାକାଳପଡ଼ା,୧୪ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଥିବା ମା’ ରାମଚଣ୍ଡୀଙ୍କ ଶୁକ୍ରବାର ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରଦ୍ଧାଳୁଙ୍କୁ ମା’ ସୁନାବେଶରେ ଦର୍ଶନ ଦେବେ। ଗୁରୁବାର ରାତି ୪ଟାରୁ ମା’ଙ୍କ ନୀତିକାନ୍ତି ସମ୍ପନ୍ନ ହେବା…

ପଥୁରିଆ ଗ୍ରାମବାସୀ ପାଣି ପାଇଁ ହନ୍ତସନ୍ତ

ଜେନାପୁର,୧୪ା୪(ଡି.ଏନ.ଏ.): ବିଶୁଦ୍ଧ ପାନୀୟ ଜଳ ପ୍ରତି ଗ୍ରାମକୁ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ଏଥିରେ ପାନୀୟ ଜଳ ପ୍ରକଳ୍ପ ଓ ସୋଲାର ପାଣି ଟାଙ୍କି ନିର୍ମାଣ କରାଯାଉଛି। ହେଲେ ଏସବୁ ପ୍ରକଳ୍ପ ଥାଇ…

ଡ୍ରାଇଭିଂ ଟେଷ୍ଟିଂରେ ମଧ୍ୟସ୍ଥଙ୍କ ରାଜୁତି

ଯାଜପୁର ଅଫିସ,୧୪ା୪: ରାଜ୍ୟ ସରକାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ରୁ ମଧ୍ୟସ୍ଥିମାନଙ୍କୁ ସମ୍ପୂର୍ଣ୍ଣ ଭାବେ ହଟାଇବା ସହ ସ୍ବଚ୍ଛ ଶାସନ ଚଳାଇବାକୁ ଉଦ୍ୟମ କରିଛନ୍ତି। ହେଲେ ଯାଜପୁର ଜିଲା ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟରେ କେତେଜଣ ମଧ୍ୟସ୍ଥିଙ୍କ ଜରିଆରେ ଡ୍ରାଇଭିଂ ଟେଷ୍ଟିଂ, ଫିଟନେସ…

ଜବରଦଖଲ ଉଚ୍ଛେଦ

କୋରେଇ,୧୪ା୪(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଅନ୍ଧାରି ପଞ୍ଚାୟତ କୋରେଇଗଡ଼ିଆ ଗ୍ରାମରେ ଜବରଦଖଲ ହୋଇଥିବା ଦେବସ୍ଥଳୀ କିସମ ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଗ୍ରାମର ଜଣେ ବ୍ୟକ୍ତି ଦୀର୍ଘ ଦିନ ହେବ ଉକ୍ତ ଜମିକୁ ଜବରଦଖଲ କରିଥିଲେ। ପୂର୍ବରୁ ଏହି ଜମିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri