Home Left

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱରୟ,୮।୩(ବ୍ୟୁରୋ): ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ଭଳି ଏହି ଦିନକୁ ସାରା ବିଶ୍ୱରରେ ମହିଳାଙ୍କ ପାଇଁ ପାଳନକରାଯାଏ। ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ବୀକୃତି ଓ ସମ୍ବର୍ଦ୍ଧନା ଏହି…

ଆଜି ମା’ ବିରଜାଙ୍କ ଝୁଲଣ ଯାତ୍ରା: ପଢ଼ାଗଲା ନୂତନ ପଞ୍ଜିକା

ଯାଜପୁର ଅଫିସ,୮।୩: ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଝୁଳଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମା’ଙ୍କ ନିକଟରେ ସେବକ ଜ୍ୟୋତି୍ୟଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ସ୍ବତନ୍ତ୍ର ପୂଜାର୍ଚ୍ଚନା…

ଗୋରୁ ଚୋରା ଚାଲାଣ ମାମଲା: ଇଡି ହେପାଜତରେ ଟିଏମସି ନେତା

କୋଲକାତା,୮।୩: ପଶ୍ଚିମବଙ୍ଗ ଗୋରୁ ଚୋରା ଚାଲାଣ ମାମଲାରେ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି। ମଙ୍ଗଳବାର ଇଡି ଦ୍ୱାରା ଦାଖଲ କରାଯାଇଥିବା ପିଟିସନ ଉପରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ…

ଏଠାରେ ଲାଲ ଟମାଟୋରେ ଖେଳାଯାଏ ହୋଲି

ବିଶ୍ୱର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଉପାୟରେ ରଙ୍ଗର ପର୍ବ ହୋଲି ପାଳିତ ହୋଇଥାଏ। ଭାରତରେ ବିଭିନ୍ନ ରଙ୍ଗ ତଥା ଅବିର ଲଗାଇ ଏହାକୁ ପାଳନ କରାଯାଉଥିବା ବେଳେ ସ୍ପେନ୍‌ର ଭାଲେନ୍‌ଶିୟା ନଗରରେ ଟମାଟୋ ଲାଲ୍‌ ଫୋପାଡ଼ି ହୋଲି ମନାଯାଇଥାଏ। ପ୍ରତିବର୍ଷ…

ଇମ୍ରାନଙ୍କୁ ମିଳିଲା ଆଶ୍ୱସ୍ତି

ଇସଲାମାବାଦ,୮।୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଶ୍ୱସ୍ତି ମିଳିଛି। ଇସଲାମାବାଦ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଣାଣି କରି ଇମ୍ରାନଙ୍କ ଜାମିନ ବିହୀନ ଗିରଫ ପରୱାନାକୁ ଅସ୍ଥାୟୀ ଭାବେ ମାର୍ଚ୍ଚ ୧୩ ଯାଏ ସସପେଣ୍ଡ କରିଦେଇଛନ୍ତି। ତୋଷଖାନା କେସ୍‌ରେ ଇମ୍ରାନ ଖାନଙ୍କୁ…

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ, ରାସ୍ତାରୋକୋ, ଉତ୍ତେଜନା

ଭୋଗରାଇ, ୮।୩( ଡି.ଏନ୍‌.ଏ .): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋଗରାଇ ଥାନା ଅନନ୍ତପୁର ଛକଠାରେ ସାଇକେଲରେ ଯାଉଥିବା ଜଣେ ଯୁବକକୁ ଏକ ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା।…

ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ଦନ୍ତା ଉଠି ମାରିଲା: ଫରେଷ୍ଟ ଗାର୍ଡ ଗୁରୁତର

ସଜନାଗଡ଼,୮।୩(ଡି.ଏନ୍‌.ଏ.): ହାତୀକୁ ଚିକିତ୍ସା କରିବାକୁ ଯାଇ ଅସୁସ୍ଥ ଦନ୍ତାର ପାଲଟା ଆକ୍ରମଣରେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ନୀଳଗିରି କୁଲଡିହା ଅଭୟାରଣ୍ୟରେ । ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ଶଶିକଳା ସାହୁ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ…

ତାତିରୁ ଆସ୍ବସ୍ତି: ଆସୁଛି କାଳବୈଶାଖୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ମାର୍ଚ୍ଚ ମାସରୁ ରାଜ୍ୟରେ ଅସମ୍ଭାଳ ଗୁଳୁଗୁଳି ଅନୁଭୂତ ହେଲାଣି। ଏଥିରୁ ମୁକ୍ତି ପାଇଁ ବର୍ଷାର ଆବଶ୍ୟକ ରହିଥିବା ବେଳେ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ…

ବୈଜ୍ଞାନିକ ପ୍ରଫୁଲ୍ଲ କୁମାର ଜେନାଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ବୈଜ୍ଞାନିକ ପ୍ରଫୁଲ୍ଲ କୁମାର ଜେନାଙ୍କର ମଙ୍ଗଳବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ…

ପରପାରିରେ ବୈଜ୍ଞାନିକ ପ୍ରଫୁଲ୍ଲ କୁମାର ଜେନା

ଭୁବନେଶ୍ୱର,୭।୩(ବ୍ୟୁରୋ): ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ବୈଜ୍ଞାନିକ ପ୍ରଫୁଲ୍ଲ କୁମାର ଜେନାଙ୍କର ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଓଡ଼ିଶ ବିଜ୍ଞାନ ଭିତ୍ତିଭୂମି ସ୍ଥାପନରେ ସ୍ବର୍ଗତ ଜେନାଙ୍କର ପ୍ରମୁଖ ଭୂମିକା ଥିଲା। ସେ ପ୍ରଥମ…

୪୮ ଗଞ୍ଜେଇ ଜବତ: ୨ ଗିରଫ

ଚଣ୍ଡିଖୋଲ,୭।୩(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢ଼ାଉ କରି ମଙ୍ଗଳବାର କୋଲସାହି ଗାଁରୁ ୮୪ କେଜି ଗଞ୍ଜେଇ ଜବତ କରିଛି। ଏହା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୋଲସାହି ଗାଁର ଗୋବିନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri