Home Left

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି ସମୟରେ ଦୁଇଟି ପୃଥକ୍ ଘଟଣାରେ ମୋଟ ୪୫ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହୋଇଥିଲା। ଇଂଲଣ୍ଡ ଦଳ ୪୦ ରନରେ ମ୍ୟାଚ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି ଗଞ୍ଜାମ ଜିଲା ଏବଂ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଶିବ ପ୍ରସାଦ ଗଞ୍ଜାମ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା ସୃଷ୍ଟି ହୋଇଥିଲା। କିମ୍ବଦନ୍ତୀ ତେନ୍ଦୁଲକର ସୋସିଆଲ ମିଡିଆରେ ଫଟୋ ଶେୟାର କରିଛନ୍ତି ଯେଉଁଥିରେ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପରିବାର ଲୋକେ ତାଙ୍କୁ ଫାଶୀରେ ଝୁଲିଥିବା ଦେଖି…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ଜିଲାପାଳ ମନୋଜ ସତ୍ୟବାନ ମହାଜନ ବିଭାଗକୁ ପତ୍ର…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ ପ୍ରକାଶ କରିନାହାଁନ୍ତି, ସେ ସମ୍ପ୍ରତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଚିଠି ଲେଖି ତାଙ୍କ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଥିବା ଶୁକ୍ରବାର ସ୍ଥାନୀୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି ଏହାକୁ ନେଇ ଗାଁରେ ବସବାସ କରୁଥିବା ଜନଜାତି ଉପଭୋକ୍ତା ଶୁକ୍ରବାର ପୂର୍ବାହ୍ନରେ ବୈଠକ…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ ରାଜପଥ ହିକିରିକୁପା ଗାଁ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ମୃତକ ଜଣଙ୍କ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ ନିଜ ପୁରୁଣା ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଥିବା ଦେଖାଯାଇଛି। ବାଚସ୍ପତି ସଂସଦରେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ତୀର୍ଥଯାତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ ଜମ୍ମୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?