Home Left

ଘରୋଇ ହିଂସା ଅଭିଯୋଗ ସର୍ବାଧିକ

ଭୁବନେଶ୍ୱର,୭।୩(ବ୍ୟୁରୋ):ମହିଳାମାନେ ଅନେକ ସମୟରେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ସେହିଭଳି ବିଭିନ୍ନ କାରଣରୁ ସେମାନେ ଅଭିଯୋଗ କରିବାକୁ ମଧ୍ୟ କୁଣ୍ଠିତ ହୋଇଥାନ୍ତି। ଫଳରେ ସେମାନେ ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ନ୍ୟାୟ ପାଇବାକୁ ଯାଇ କିଛି ମହିଳା ଶୋଷଣର ଶିକାର ହେଉଥିବା…

ବ୍ରିଟେନରେ ଟିକଟକ ଡିଲିଟ କଲା ୨୦ ଲକ୍ଷରୁ ଅଧିକ ଆକାଉଣ୍ଟ

ଲଣ୍ଡନ,୭ ।୩: ବ୍ରିଟେନରେ ଚାଇନା ସୋସିଆଲ ମିଡିଆ ଆପ ଟିକଟକ ୨୦ ଲକ୍ଷରୁ ଅଧିକ ଆକାଉଣ୍ଟକୁ ଡିଲିଟ କରିଛି । ଏପଟେ ସ୍ନାପଚ୍ୟାଟ ବି ୧୩ ବର୍ଷରୁ କମ ବୟସର ୭୦୦ ପିଲାଙ୍କୁ ପ୍ଲାଟଫର୍ମରୁ ବାହାରର ରାସ୍ତା ଦେଖାଇ ଦେଇଛି ।…

କପିଳେଶ୍ୱର ମନ୍ଦିର ତାଲା ଭାଙ୍ଗିଲେ ମହିଳା

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ୍‌.ଏ.):ଦୀର୍ଘ ୧୦ଦିନ ହେବ ଶ୍ରୀକପିଳେଶ୍ୱର ମନ୍ଦିର ବନ୍ଦ ରହିଥିବା ବେଳେ ଠାକୁର ଉପବାସ ରହଛନ୍ତି। ସୋମବାର ଅପରାହ୍ନରେ କପିଳେଶ୍ୱର ଗ୍ରାମର କେତେଜଣ ମଲିଆ ସେବାୟତ ସଦସ୍ୟା ଏବଂ କେତେକ ଶ୍ରଦ୍ଧାଳୁ ତାଲା ଭାଙ୍ଗି ମନ୍ଦିରକୁ ପ୍ରବେଶ କରିଥିଲେ। ଏହି ଅବସରରେ…

ର଼୍ୟାକେଟ୍‌ରେ ଫସିଛନ୍ତି ପୋଲିସ

ଭୁବନେଶ୍ୱର,୭।୩(ବ୍ୟୁରୋ):ନକଲି ମାଲିକ ଓ ଜାଲ ଦସ୍ତାବିଜ୍‌ରେ ଜମି ବିକ୍ରି କରି ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ର଼୍ୟାକେଟ୍‌ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ମାଷ୍ଟରମାଇଣ୍ଡ ଆଦିତ୍ୟ ସାହୁ ଓ ତାଙ୍କ ସହଯୋଗୀ ସବିତା ଦାସ ଗିରଫ…

୧୦ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌ ଓ୍ବିମେନ’ ସମ୍ମାନ

ଭୁବନେଶ୍ୱର, ୭।୩(ବ୍ୟୁରୋ):ଦିଶା ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ଭୁବନେଶ୍ୱର ଏଲ୍‌ଆଇସି ଛକସ୍ଥିତ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦ଜଣ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌…

ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନେଫ୍ୟୁ ରିଓ, ଉପସ୍ଥିତ ରହିବେ ମୋଦି-ଶାହା

କୋହିମା,୭ ।୩: ନାଗାଲାଣ୍ଡ ରାଜନୀତିର ବରିଷ୍ଠ ନେତା ନେଫ୍ୟୁ ରିଓ ୭ ମାର୍ଚ୍ଚ ଅର୍ଥାତ୍ ମଙ୍ଗଳବାର ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ତେବେ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ ବୋଲି…

ଅନୁସୂଚିତ ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ବିଭାଗ କରିବାକୁ ପରାମର୍ଶ

ଭୁବନେଶ୍ୱର, ୭।୩ (ବ୍ୟୁରୋ):ଓଡ଼ିଶାରେ ଅନୁସୂଚିତ ଜନଜାତିଙ୍କ ଅଧିକାର, ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେବାରେ ବିଫଳ ହୋଇଛନ୍ତି। ସେହିପରି ରାଜ୍ୟରେ ୨୩ ପ୍ରତିଶତ ଜନଜାତି ଥିବାବେଳେ ସେମାନଙ୍କ ବିକାଶ, ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ନାହିଁ।…

ଅଭିନାଶ-ଅଂଶିକାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୭।୩ (କ୍ରୀଡ଼ା ପ୍ରତିନିଧି): ଚଣ୍ଡିଗଡ଼ସ୍ଥିତ ପଞ୍ଜାବ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ରୋଇଂ ଚାମ୍ପିୟନଶିପ୍‌ରେ କିଟ୍‌ର ଅଭିନାଶ କୌର ଓ ଅଂଶିକା ଭାରତୀ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅଭିନାଶ ଓ ଅଂଶିକାଙ୍କୁ ନେଇ ଗଠିତ କିଟ୍‌…

ନେ ନେ ନେ… ରଙ୍ଗ ଟିକେ ଦେଲି…

ଭୁବନେଶ୍ୱର,୭।୩(ବ୍ୟୁରୋ):ନେ ନେ ନେ… ରଙ୍ଗ ଟିକେ ଦେଲି.., ଓ୍ବାନ୍ସ ଇନ୍‌ ଇୟର ଏଗେନ୍‌ ଆନାଦର୍‌ ହୋଲି…। ବର୍ଷକ ପରେ ପୁଣି ଆସିଛି ରଙ୍ଗର ପର୍ବ ହୋଲି। ପରସ୍ପରକୁ ରଙ୍ଗ ବୋଳି ଦେହ, ମନ, ପରିବେଶକୁ ରଙ୍ଗିନ କରିବା ପାଇଁ ଆସିଛି ମଉକା।…

ମୁମ୍ବାଇର ଦ୍ୱିତୀୟ ବିଜୟ

ମୁମ୍ବାଇ, ୭।୩: ହିଲି ମାଥ୍ୟୁସଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍‌ଲାଇନ୍‌ ଗେମ୍‌ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ ନିଜେ…

ଦିନକୁ ଶୁଅନ୍ତି ୨୨ ଘଣ୍ଟା

ଲଣ୍ଡନ: ମଣିଷ ତା’ ଥକାପଣ ମେଣ୍ଟାଇବାକୁ କିଛି ସମୟ ଶୋଇଥାଏ। ଏଥିସହ ଡାକ୍ତରଙ୍କ ପରାମର୍ଶ ମୁତାବକ, ଦିନକୁ ମୁଖ୍ୟତଃ ୮ ଘଣ୍ଟା ଶୋଇବା ଉଚିତ୍‌। ହେଲେ ବ୍ରିଟେନ୍‌ର ଜଣେ ମହିଳା ଦିନର ୨୪ ଘଣ୍ଟାରୁ ୨୨ ଘଣ୍ଟା ଶୋଉଥିବା ଜଣାପଡ଼ିଛି। ନ୍ୟୁୟର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri