Home Left

ପୋଡ଼ିହୋଇ ୨ ଶ୍ରମିକ ଗୁରୁତର

ଭଦ୍ରକ ଅଫିସ,୧୨।୪: ଭଦ୍ରକ ଜିଲାର ଏକ କମ୍ପାନୀରେ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଶ୍ରମିକ ଗୁରୁତର ହୋଇଛନ୍ତି। ଏଥିପାଇଁ ଅନ୍ୟ ଶ୍ରମିକ ଓ କର୍ମଚାରୀମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି କାର୍ଯ୍ୟବନ୍ଦ କରିଥିଲେ। ଏହାକୁ ନେଇ…

ଜାପାନରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ଦିନିଆ ଜାପାନ ଗସ୍ତ ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ଫେରିଛନ୍ତି। ଏହି ଗସ୍ତ କାଳରେ ରାଜ୍ୟକୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ସୁଯୋଗ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଜାପାନ ବ୍ୟବସାୟୀ, ନିପ୍ପନ…

ଭବାନୀପାଟଣା ମେଡିକାଲ କଲେଜକୁ ମିଳିଲା ୧୦୦ ଏମ୍‌ବିବିଏସ୍‌ ସିଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଭବାନୀପାଟଣା ମେଡିକାଲ କଲେଜ ପାଇଁ ଜାତୀୟ ସ୍ବାସ୍ଥ୍ୟ ଆୟୋଗ (ଏନ୍‌ଏମ୍‌ସି) ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୧୦୦ ଏମ୍‌ବିବିଏସ୍‌ ସିଟ୍‌ ଅନୁମୋଦନ କରିଛନ୍ତି। ଏ ନେଇ ଏନ୍‌ଏମ୍‌ସି ପକ୍ଷରୁ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଏନ୍‌ଏମ୍‌ସି ସର୍ତ୍ତ ଅନୁଯାୟୀ ମେଡିକାଲ…

୫୦ ହଜାର କୋଭିଡ୍‌ ଟିକା ମାଗିଲା ଓଡ଼ିଶା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ସ୍ଥିତି ସଂକଟମୟ ନ ଥିଲେ ବି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇ ସତର୍କତା ଅବଲମ୍ବନ କରାଯାଉଛି। ଏହି ପରିପ୍ରେକ୍ଷୀରେ କରୋନା ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ…

ର଼୍ୟାକେଟ୍‌ର ଆଉ ୨ ସଦସ୍ୟ ଗିରଫ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଜାଲ୍‌ ଦସ୍ତାବିଜ ଜରିଆରେ ଜମି ଠକେଇ ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ର଼୍ୟାକେଟ୍‌ରେ ସମ୍ପୃକ୍ତ ଆଉ ୨ ଜଣଙ୍କୁ ମଙ୍ଗଳବାର ଇଓଡବ୍ଲ୍ୟୁ ଗିରଫ କରିଛି। ସେମାନେ ହେଲେ ଗାୟତ୍ରୀ ମଲ୍ଲିକ…

ସୁପାରି ଦେଇ ଗୁଳି ଖାଇଲେ

ଅନ୍ୟ ପାଇଁ ଖୋଳିଥିବା ଗାତରେ ନିଜେ ପଡ଼ିଲେ। ଜମିବାଡ଼ି ବିବାଦକୁ ନେଇ ସୃଷ୍ଟ ତିକ୍ତତା ପାଇଁ ଭଣଜାକୁ ହତ୍ୟା କରିବା ଲାଗି ଯୋଜନା କରିଥିଲେ। ହେଲେ ଯେଉଁମାନଙ୍କ ଦ୍ୱାରା ହତ୍ୟା ଷଡ଼ଯନ୍ତ୍ର ରଚିଥିଲେ ସେହିମାନଙ୍କ ଗୁଳିରେ ଜୀବନ ହାରିଲେ। ଏଭଳି ଏକ…

ଠିକ୍‌ ଠିକଣାରେ ଭୁଲ ମୃତଦେହ

ନିଶ୍ଚିନ୍ତକୋଇଲି,୧୨।୪(ସ୍ବ.ପ୍ର): ଠିକଣା ଠିକ୍‌ ଥିଲେ ମଧ୍ୟ ଭୁଲ୍‌ ମୃତଦେହ ପରିବାର ନିକଟରେ ପହଞ୍ଚତ୍ଥିଲା। ଆତ୍ମୀୟଙ୍କ ମରଶରୀରକୁ ଚିହ୍ନି ନ ପାରି ପରିବାର ଲୋକେ ତାହାକୁ ସତ୍କାର କରିଦେଲେ। ହେଲେ ପରେ ଜଣାପଡ଼ିଥିଲା ସଂସ୍କାର କରାଯାଇଥିବା ମୃତଦେହ ରାଜସ୍ଥାନର ଜଣେ ମୃତବ୍ୟକ୍ତିଙ୍କର। କୋରିୟର…

୨ଟନ୍‌ ୫୦୦ କେଜି ଗଞ୍ଜେଇ ଜବତ: ବଜାର ମୂଲ୍ୟ ୨ କୋଟିରୁ ଊର୍ଦ୍ଧ୍ୱ ହେବ

ଚିତ୍ରକୋଣ୍ଡା,୧୧ା୪(ଡି.ଏନ.ଏ.)-ଚିତ୍ରକୋଣ୍ଡା ପୋଲିସ ସୋମବାର ରାତିରେ କପାତୁଟି ପଞ୍ଚାୟତ ଭାଲୁଗୁଡ଼ା ଜଙ୍ଗଲରେ ଚଢ଼ାଉକରି ୭୨ ଜରି ବସ୍ତାରେ ବନ୍ଧାଯାଇ ରଖାଯାଇଥିବା ଗଞ୍ଜେଇ ଜବତ କରିଛି। ଏହାର ପରିମାଣ ୨ଟନ୍‌ ୫୦୦ କେଜି ବୋଲି ଜଣାପଡ଼ିଛି। ଏହାର ଆନୁମାନିକ ମୂଲ୍ୟ ୨କୋଟି ୫ ଲକ୍ଷ…

ମହିଳାଙ୍କୁ ପୋଡ଼ି ହତ୍ୟା ମାମଲା : ସ୍ବାମୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୧ା୪- ଗଞ୍ଜାମ ଜିଲା ଦୌରାଜଜ ମଙ୍ଗଳବାର ଜନୈକା ମହିଳାଙ୍କୁ ପୋଡ଼ି ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ସ୍ତ୍ରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ତାଙ୍କ ସ୍ବାମୀ ଏସ୍‌. ସୀମାଞ୍ଚଳ ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ…

ମୂଷା ମାରିଥିବା ବ୍ୟକ୍ତିଙ୍କ ବିରୋଧରେ ୩୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ: ହୋଇପାରେ ୫ ବର୍ଷ ଜେଲ ଦଣ୍ଡାଦେଶ…

ଲକ୍ଷ୍ନୌ,୧୧।୪ : ଉତ୍ତରପ୍ରଦେଶର ବାଦାଉନରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ମୂଷା ମାରିବା ମହଙ୍ଗା ପଡ଼ିଛି। ହେଲା ବର୍ତ୍ତମାନ ତାଙ୍କୁ ଏହି ମାମଲାରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ହୋଇପାରେ ବୋଲି କୁହାଯାଉଛି। ଏହି…

ଗଞ୍ଜାମରେ ପୁଣି ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୧ା୪-ଗଞ୍ଜାମ ଜିଲାବାସୀଙ୍କୁ ପୁଣିଥରେ କରୋନା ଭୟ ଘାରିଛି। ଦୀର୍ଘଦିନ ପରେ ମଙ୍ଗଳବାର ଜିଲାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ଚଳିତ ବର୍ଷର ଜିଲାରେ ପ୍ରଥମ ପଜିଟିଭ୍‌ ବୋଲି କୁହାଯାଉଛି। ସେ ଜଣେ ସରକାରୀ କର୍ମଚାରୀ ବୋଲି ଜଣାପଡ଼ିଛି।…

ଜୁଆଡ଼ି ଘାଟିରେ ଓଲଟିଲା ଟ୍ରଲର: ୭ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୧ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଜପଥ ୪୯ର ଜୁଡିଆ ଘାଟିରେ ମଙ୍ଗଳବାର ଏକ ଲୁହା ଫ୍ରେମ୍‌ ବୋଝେଇ ଟ୍ରଲର ସିଜେ (୦୭ ସିଏ ୪୮୩୭) ଓଲଟି ପଡ଼ିଛି। ଏ ନେଇ ଗୋଟିଏ ପାର୍ଶ୍ୱରେ ୭ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri