Home Left

ଫଓ୍ବାଦ ଚୌଧୁରିଙ୍କ ଜ୍ଞାନକୁ ନେଇ ପ୍ରଶ୍ନ ଉଠାଇଲେ ପାକିସ୍ତାନୀ ହିନ୍ଦୁ

ଇସଲାମାବାଦ,୨୨।୭: ଭାରତ ଓ ପାକିସ୍ତାନରକୁ ଏକା ସାଙ୍ଗରେ ସ୍ବାଧିନତା ମିଳିଛି ସତ। ହେଲେ ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇ ପଡୁଛି କି ଭାରତ ସବୁ କ୍ଷେତ୍ରରେ ପାକିସ୍ତାନଠାରୁ ବହୁ ଆଗରେ ରହିଛି। ନିକଟରେ ଭାରତ-ପାକିସ୍ତାନ ସ୍ଥିତିକୁ ନେଇ…

ଖତଗଦାରୁ ଶିଶୁକନ୍ୟା ଉଦ୍ଧାର

ମାଲକାନଗିରି,୨୨ା୭ (ନୃସିଂହ ଚରଣ ମହାନ୍ତି): ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା। ଜରି ବସ୍ତାରେ ଏକ ନବଜାତ ଶିଶୁକନ୍ୟାକୁ ଖତଗଦାରେ ଫିଙ୍ଗା ଦିଆଯାଇଥିବା ବେଳେ ଶନିବାର ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସଦର…

କିଙ୍ଗ୍‌ କୋହଲିଙ୍କୁ ଭେଟି ଭାବବିହ୍ବଳ ହେଲେ ୱିଣ୍ଡିଜ ଖେଳାଳିଙ୍କ ମା’

ଡୋମିନିକା,୨୨।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ୨ ମ୍ୟାଚ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ପୋର୍ଟ ଅଫ ସ୍ପେନ୍‌ରେ ଖେଳାଯାଉଛ। ଏହି ଟେଷ୍ଟର ଦ୍ୱିତୀୟ ଦିନର ଖେଳରେ ବିରାଟ କୋହଲିଙ୍କୁ ବ୍ୟାଟ ସହିତ ଅନେକ ନୂଆ ରେକର୍ଡ କରାଯାଉଥିବା ଦେଖିବାକୁ…

ସାମନ୍ଥାଙ୍କୁ ମହଙ୍ଗା ପଡିଲା ଫିଲ୍ମ ଇଣ୍ଡଷ୍ଟ୍ରି ଛାଡିବା

ମୁମ୍ବାଇ: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଆଗଧାଡିର ନାୟିକା ସମାନ୍ଥା ରୁଥ ପ୍ରଭୁ ନିଜ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ପ୍ରାୟ ୬ ମାସ ପାଇଁ କାମରୁ ବିରତି ନେଇଛନ୍ତି। ହେଲେ ଏହି ୬ ମାସ ଭିତରେ ଅଭିନେତ୍ରୀ ପ୍ରାୟ ୧୨ କୋଟି ଟଙ୍କା…

ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକଙ୍କ ସ୍ଥାନରେ ଏହି ଖେଳାଳି ହେବେ ଟିମ ଇଣ୍ଡିଆର ଅଧିନାୟକ

ନୂଆଦିଲ୍ଲୀ,୨୨।୭: ଅଗଷ୍ଟ ୧୮ରୁ ୨୩ମଧ୍ୟରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଏହି ସିରିଜରେ ଏକ ନୂଆ ଖେଳାଳିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ନେତୃତ୍ୱ ନେବ। ଏହି ସିରିଜ ପାଇଁ ହାର୍ଦ୍ଦିକ…

ଖସୁଛି ପରିବା ଦର

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶନିବାର ପନିପରିବା ଦର ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି । ଯାହାକୁ ନେଇ ଗ୍ରାହାକ ବେଶ ଖୁସି ଅଛନ୍ତି। ପୂର୍ବରୁ ପୋଟଳ, କାଙ୍କଡ଼, ସଜନା ଛୁଇଁ ଆଦି କିଲୋ ପିଛା ୮୦ ଟଙ୍କାରେ ବିକ୍ରି…

ମଣିପୁରରେ ପୁଣି ତେଜିଲା ହିଂସା, ଇମ୍ଫାଲରେ ରାସ୍ତା ଅବରୋଧ କଲେ ମହିଳା

ଇମ୍ଫାଲ,୨୨।୭: ମଣିପୁର ଭାଇରାଲ ଭିଡିଓ ମାମଲାରେ ଶନିବାର ପୋଲିସ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଯାହାଙ୍କୁ ମିଶାଇ ଏପର୍ଯ୍ୟନ୍ତ ଗିରଫ ୫ ଜଣଙ୍କୁ କରାଯାଇଛି। ଏହି ସମୟରେ ରାଜଧାନୀ ଇମ୍ଫାଲରୁ ପୁଣି ଥରେ ହିଂସା ଖବର ସାମ୍ନାକୁ ଆସିଛି। ରିପୋର୍ଟ…

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଇଥିଲେ: ଆନ୍ଧ୍ରରେ ହେଲେ ଠାବ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଥିଲେ।…

ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ, ରାଷ୍ଟ୍ରପତି ଶାସନ ଲାଗୁ କରିବା: କପିଲ ସିବଲ

ନୂଆଦିଲ୍ଲୀ,୨୨।୭: ରାଜ୍ୟ ସଭା ଏମ୍‌ପି କପିଲ ସିବଲ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାସ୍ତା ବତାଇଛନ୍ତି। ଶନିବାର ସିବଲ କହିଛନ୍ତି, ମଣିପୁରରେ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କୁ ବରଖାସ୍ତ କରିବା ଏବଂ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ…

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ )- ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଛନ୍ତି…

ଏମର୍ଜିଂ ଏସିଆ କପ ଫାଇନାଲରେ ଭାରତ-ପାକ୍‌, ରବିବାର ହେବ ମୁକାବିଲା

ନୂଆଦିଲ୍ଲୀ,୨୨।୭: ଏସୀୟ କ୍ରିକେଟର ମହାକୁମ୍ଭ ୩୦ ଅଗଷ୍ଟରୁ ଆରମ୍ଭ ହେବ। ୨୦୨୩ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ୨ ସେପ୍ଟେମ୍ବରରେ ଏକ ବଡ଼ ମ୍ୟାଚ ଖେଳାଯିବ। ଚଳିତ ବର୍ଷ ଏସିଆ କପ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ। ଏହାପୂର୍ବରୁ…

ପ୍ରେମୀଯୁଗଳଙ୍କ ବିବାହ କଲା ପୋଲିସ

ଅମରପାଲି,୨୧ା୭(ପୀତାମ୍ବର ସାହୁ): ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ସାହାନାଇ। ଅତି ନିରାଡମ୍ବର ଭାବରେ ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ପରିସରରେ ପ୍ରେମୀଯୁଗଳ ପରସ୍ପରକୁ ଫୁଲମାଳ ଦେଇ ବିବାହ କରିଛନ୍ତି । ଥାନା ଅଧିକାରୀ, ପୋଲିସ ଓ ବରକନ୍ୟାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?