‘ଭ୍ୟାଲି ଅଫ୍ ବ୍ଲୁ ଫ୍ଲାଓ୍ବାର୍ସ’, ଭିଡିଓ ଶେୟାର କରି ଆଇଏଏସ୍ କହିଲେ…
ସମସ୍ତଙ୍କ ପାଇଁ ବସନ୍ତ ଋତୁ ଅତ୍ୟନ୍ତ ଆନନ୍ଦଦାୟକ ଅଟେ। ଏହ ଋତୁକୁ ରାଜା କୁହାଯାଏ। ଏହା ମଧ୍ୟ ଭଗବାନ କୃଷ୍ଣଙ୍କର ପ୍ରିୟ ଋତୁ ବୋଲି କୁହାଯାଏ। ଏହି ଋତୁରେ ପ୍ରକୃତି ବହୁତ ଖୁସି ଦେଖାଯାଏ ଏବଂ ନୂତନ ପତ୍ର, ଫୁଲ ଏବଂ…
ଇତିହାସର ମୂକସାକ୍ଷୀ – ବିଜୁଙ୍କ ଡାକୋଟା
ସେ ଥିଲେ ଜଣେ ସ୍ବପ୍ନିଳ ମଣିଷ I ପୁଞ୍ଜିପତିର ସ୍ବପ୍ନ, ରାଜନୀତିର ସ୍ବପ୍ନ, ଦୁର୍ଦ୍ଧର୍ଷ ପାଇଲଟ ହେବାର ସ୍ବପ୍ନ ଭିତରେ ଅପୂର୍ବ ସମନ୍ବୟ ଘଟିଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୀବନରେ। ଖଟିଖିଆ ମଣିଷର ସ୍ବପ୍ନ ସାକାର କରିବାକୁ ଯାଇ ପୁଞ୍ଜିପତି…
୨ ମହିଳାଙ୍କୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ
ଯାଜପୁର ଟାଉନ,୫।୩ (ଡି.ଏନ୍.ଏ.): ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଯାଜପୁର ଜିଲାର ୨ ମହିଳା ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜ୍ୟର ପ୍ରଥମ ଭାବେ ଯାଜପୁର ଜିଲା ଦଶରଥପୁର ବ୍ଲକ୍ ଅଧୀନ ଅକରପଡ଼ା ପଞ୍ଚାୟତର ମହିଳା ସ୍ବୟଂ…
ସୁଯୋଗରୁ ସଫଳତା
ଭୁବନେଶ୍ୱରରୁ ଏମ୍ବିଏ ଶିକ୍ଷା ଶେଷକରି ପ୍ରାରମିକ ପର୍ଯ୍ୟାୟରେ ବ୍ୟାଙ୍କିଙ୍ଗ୍ କ୍ଷେତ୍ର ସହ ଯୋଡ଼ି ହୋଇଥିଲି। ପରବର୍ତ୍ତୀ ସମୟରେ ପାରିବାରିକ ବ୍ୟବସାୟ (ଟ୍ରୁ ଭ୍ୟାଲୁ ଡିପାର୍ଟମେଣ୍ଟ)ରେ ଯୋଗଦେଇଥିଲି। ଏପରିକି ଆରେନାର ବରଗଡ଼ ଓ ସମ୍ବଲପୁରଠାରେ କାର୍ଯ୍ୟକରି ଅନେକ ଅଭିଜ୍ଞତା ଓ ଲୋକ ସମ୍ପର୍କ…
ବାଣଫୁଟି ଯୁବକଙ୍କ ପାପୁଲି ଛିଡ଼ିଲା
ବାଲିପାଟଣା,୫।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲିପାଟଣାର ପ୍ରସିଦ୍ଧ ଦୋପଟି ମେଳଣର ଜମାଣ ବେଳେ ବାଣ ଫୁଟି ଜଣେ ଯୁବକଙ୍କ ହାତ ପାପୁଲି ଛିଡ଼ିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଆହତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା…
୧୩ ବର୍ଷ ନାବାଳକଙ୍କ ଦ୍ୱାରା ଗର୍ଭବତୀ ହେଲେ ୩୧ ବର୍ଷ ବୟସ୍କା ମହିଳା…
ଓ୍ବାଶିଂଟନ,୫।୩ : ଆମେରିକାର କଲୋରାଡୋ ରାଜ୍ୟର ଜଣେ ମହିଳା ସ୍ବୀକାର କରିଛନ୍ତି ଯେ ତାଙ୍କର ୧୩ ବର୍ଷ ବୟସ୍କ ନାବାଳକଙ୍କ ସହିତ ଶାରୀରିକ ସମ୍ପର୍କ ଅଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନାବାଳକଙ୍କ ସହିତ ଶାରୀରିକ ସମ୍ପର୍କ ଥିବାରୁ ମହିଳାଙ୍କୁ ଯୌନ ଅପରାଧୀ…
ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ
ପୁରୀ ଅଫିସ,୫।୩: ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ…
ନବୀନ ଓଡ଼ିଶା ଗଠନ ପାଇଁ ଶପଥ ନେବେ ନେତା, କର୍ମୀ
ଭୁବନେଶ୍ୱର,୫।୩(ବ୍ୟୁରୋ): ରବିବାର ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ନବୀନ ଓଡ଼ିଶା ଗଢ଼ିବା ପାଇଁ ବିଜୁ ଜୟନ୍ତୀରେ ବିଜେଡି କର୍ମୀ ଶପଥ ନେବେ । ଦଳ ପକ୍ଷରୁ ମାର୍ଚ୍ଚ୫ରୁ ୨୫ ତାରିଖ…
ଦ୍ୱନ୍ଦ୍ୱ ବଢ଼ାଇଲେ ରିଜିଜୁ
ଭୁବନେଶ୍ୱର,୫।୩(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଦୀର୍ଘ ଦିନ ଧରି ହେଉଥିବା ଦାବି ଉପରେ ଗତ ଡିସେମ୍ବର ୧୪ତାରିଖରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଥିଲେ। ଓଡ଼ିଶାର ବିଭିନ୍ନ ଜିଲାରେ କୋର୍ଟର ଡିଜିଟାଇଜେଶନ କରାଗଲାଣି। ଟେକ୍ନୋଲୋଜିର ବହୁଳ…
ଜଳୁଛି ଶିମିଳିପାଳ
ବାରିପଦା ଅଫିସ, ୫।୩: ସବୁଜ ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ ଏବେ ନିଆଁ କବଳରେ। କ୍ରମାଗତ ମାସେ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ ତଥ୍ୟ…
ସାଇବର ଠକେଇ ଅଭିଯୋଗରେ ନାବାଳକ ଅଟକ
ଉମରକୋଟ, ୫।୩ସ୍ବ.ପ୍ର.): ପେନିୟର ବାୟ ବ୍ୟାଙ୍କ ନାମରେ ଲୋକଙ୍କୁ ଠକୁଥିବା ଜଣେ ସାଇବର ଠକଙ୍କୁ ଉମରକୋଟ ପୋଲିସ ଅଟକ ରଖିଛି। ସେ ଜଣେ ନାବାଳକ। ତାଙ୍କ ଘର ଗଞ୍ଜାମ ଜିଲା ବାଲିପଦର ଥାନା ଅଞ୍ଚଳରେ ବୋଲି ଉମରକୋଟ ପୋଲିସ କହିଛି। ନାବାଳକଙ୍କୁ…
ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼, କଳାହାଣ୍ଡି, ନୂଆପଡ଼ା ଗସ୍ତ
ବରଗଡ଼ ଅଫିସ୍/ନୂଆପଡ଼ା ଅଫିସ/ସୋହେଲା/ଭବାନୀପାଟଣା,୫।୩(ଡି.ଏନ.ଏ./ସ୍ବ.ପ୍ର.): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ୩ ଜିଲା ବରଗଡ଼, ନୂଆପଡା ଓ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ବରଗଡ଼ ଜିଲା ପଦ୍ମପୁର ନିକଟ ସତୀଭଟା ଏୟାରଷ୍ଟ୍ରିପକୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ ଆସି ସେଠାରେ ପୂର୍ବାହ୍ନ…
Archives


