୨୦୨୨-୨୩ରେ ୮ଲକ୍ଷରୁ ଅଧିକ ଇଭି ବିକ୍ରି
ନୂଆଦିଲ୍ଲୀ,୧୧।୪: ଗତ କିଛି ବର୍ଷ ମଧ୍ୟରେ ଇଲେକ୍ଟ୍ରିକ୍ ଭେହିକିଲ(ଇଭି)ର ବିକ୍ରି ଓ ଚାହିଦା ବୃଦ୍ଧି ପାଇଛି। ବିଶେଷ କରି ଇଭି ବଜାରର ଲୋକପ୍ରିୟତା ମଧ୍ୟ ବଢ଼ିବାରେ ଲାଗିଛି। କାରଣ ଇଭିର ଚାହିଦା ବିଶେଷ କରି ତୈଳ ଦର ବୃଦ୍ଧି ଓ ପରିବେଶ…
କୋଭୋଭାକ୍ସ ବୁଷ୍ଟର ଖୁବ୍ଶୀଘ୍ର
ନୂଆଦିଲ୍ଲୀ, ୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ସେରମ ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ ବିକଶିତ କୋଭୋଭାକ୍ସ ଟିକାର ବୁଷ୍ଟର ଡୋଜ୍କୁ ଅନୁମତି ପ୍ରଦାନ କରିଛନ୍ତି। କୋଭୋଭାକ୍ସ ବୁଷ୍ଟର ଡୋଜ୍ ଖୁବ୍ଶୀଘ୍ର କୋଓ୍ବିନ୍ ପୋର୍ଟାଲରେ ଉପଲବ୍ଧ ହେବାକୁ ଯାଉଛି। ଏହାର ଗୋଟିଏ ଡୋଜ୍ର…
ଜାମସେଦପୁରରେ ସାମ୍ପ୍ରଦାୟିକ ହିଂସା
ନୂଆଦିଲ୍ଲୀ, ୧୧ା୪: ରାମନବମୀ ପତାକାକୁ ଅପବିତ୍ର କରାଯିବା ଅଭିଯୋଗକୁ ନେଇ ରବିବାର ଝାଡ଼ଖଣ୍ଡର ଜାମସେଦପୁର ଅନ୍ତର୍ଗତ ଶାସ୍ତ୍ରୀନଗର ଅଞ୍ଚଳରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଯାଇଛି। ଦୁଇ ଗୋଷ୍ଠୀର ଲୋକେ ପରସ୍ପରକୁ ଟେକାମାଡ଼ କରିବା ସହ ଅସ୍ଥାୟୀ ଦୋକାନ ଓ କେତେକ ଗାଡ଼ି ଜାଳିଦେଇଥିଲେ।…
ଅନଶନରେ ବସିବେ ସଚିନ ପାଇଲଟ
ଜୟପୁର/ନୂଆଦିଲ୍ଲୀ, ୧୧ା୪: ରାଜସ୍ଥାନରେ ପୂର୍ବର ଭାଜପା ଶାସନ ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ ମଙ୍ଗଳବାର ଅନଶନରେ ବସିବେ। ବସୁନ୍ଧରା ରାଜେଙ୍କ ସମୟର ଦୁର୍ନୀତି ବିରୋଧରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ଲଢ଼େଇ…
ଚାଇନା ଲଢ଼ିବା ପାଇଁ ପ୍ରସ୍ତୁତ
ତାଇପେଇ, ୧୧ା୪ : ତାଇଓ୍ବାନ୍ ଚାରିପଟେ ଚାଇନାର ତିନିଦିନିଆ ସମରାଭ୍ୟାସ ସୋମବାର ଶେଷ ହୋଇଛି। ସମରାଭ୍ୟାସ ଶେଷ ହେବା ପରେ ଲଢ଼ିବା ପାଇଁ ପ୍ରସ୍ତୁତ ବୋଲି ଚାଇନା ସୈନ୍ୟବାହିନୀ ଘୋଷଣା କରିଛି। ଗତ ସପ୍ତାହରେ ତାଇଓ୍ବାନ୍ ରାଷ୍ଟ୍ରପତିଙ୍କ ଆମେରିକା ଗସ୍ତ ପରେ…
୧୫ରୁ ସମୁଦ୍ରରେ ମାଛଧରା କଟକଣା
ଭୁବନେଶ୍ବର, ୧୧ା୪(ବ୍ୟୁରୋ): ବିଭିନ୍ନ ପ୍ରଜାତିର ମାଛ ସଂଖ୍ୟାରେ ବୃଦ୍ଧି ଆଣିବା ଲକ୍ଷ୍ୟରେ ସେମାନଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରା ଉପରେ କଟକଣା ଜାରି କରାଯାଇଥାଏ। ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୪ ତାରିଖ ଅର୍ଥାତ୍…
ବିଦେଶରେ ମଧ୍ୟ ନିଯୁକ୍ତି ଦେବୁ: ମନ୍ତ୍ରୀ
ଭୁବନେଶ୍ବର, ୧୧ା୪(ବ୍ୟୁରୋ): ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ଏକ ପ୍ରଗତିଶୀଳ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ବିଭିନ୍ନ ପରିବର୍ତ୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଟେକ୍ନିକାଲ ଆଣ୍ଡ ଭୋକେଶନାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଟିଭିଇଟି) ଇକୋ-ସିଷ୍ଟମରେ ‘ସ୍କିଲ ଇନ୍ ଓଡ଼ିଶା’ ଏକ…
ଆଜି ବିଶ୍ୱ ଛେନାପୋଡ଼ ଦିବସ
ନୟାଗଡ଼ ଅଫିସ, ୧୧ା୪: ଏପ୍ରିଲ ୧୧ ଅର୍ଥାତ୍ ମଙ୍ଗଳବାରକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧ ପୂର୍ବାହ୍ନ…
ବାଘ ଲୋମ, ମୁଣ୍ଡ, ହାଡ଼ ଜବତ
ବୌଦ୍ଧ, ୧୧।୪(ସ୍ବ.ପ୍ର): ବୌଦ୍ଧ ଜିଲାରେ ବିଭିନ୍ନ ସମୟରେ ବାଘ, ହରିଣ ଚମଡା ଜବତ କରାଯାଇଆସୁଥିବାବେଳେ ସୋମବାର ପୁଣି ଏଭଳି ଘଟଣା ଘଟିଛି। ବନ କର୍ମଚାରୀମାନେ ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତ ବଡଖଜୁରି ଗ୍ରାମର ବିଶ୍ୱାମିତ୍ର ଜାନୀଙ୍କ ଘରେ ଚଢାଉକରି ବାଘ ଲୋମ…
ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ଦେଓଗାଁ,୧୧ା୪(ଡି.ଏନ୍.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର ପ୍ରଚାରିତ…
ବିବାଦରେ ଉଚ୍ଛେଦ ପ୍ରକ୍ରିୟା ଶେଷ
ସମ୍ବଲପୁର,୧୧ା୪(ବ୍ୟୁରୋ): ସମ୍ବଲପୁର ସମଲେଇ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ସମଲେଇ ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାରେ ସମଲେଇ ମନ୍ଦିର ପାର୍ଶ୍ୱରେ ଥିବା ଘୁନ୍ଘୁଟିପଡ଼ା, କମଳିବଜାର ଆଦି ପଡ଼ାର ୧୯୦ରୁ ଊର୍ଦ୍ଧ୍ୱ ପରିବାର ବିସ୍ଥାପିତ ହୋଇଛନ୍ତି। ଜମି ଅଧିଗ୍ରହଣ…
ଡାକ୍ତର ଜଣେ ସୈନିକ: ରାଜ୍ୟପାଳ
ବଲାଙ୍ଗୀର ଅଫିସ, ୧୧ା୪: ଯେତେବେଳେ ଶରୀର କଥା ଉଠେ ସେତେବେଳେ ଡାକ୍ତର ଜଣେ ସୈନିକ। ଯେତେବେଳେ ମନ କଥା ଉଠେ ସେତେବେଳେ ଡାକ୍ତର ଜଣେ ମନୋବିଜ୍ଞାନୀ। ଆଉ ଯେତେବେଳେ ଆମତ୍ା କଥା ଉଠେ ଡାକ୍ତର ସେତେବେଳେ ଜଣେ ପୂଜକ ବୋଲି ଓଡ଼ିିଶା…
Archives


