Home Left

ବଦଳିଲା କେରଳର ନାଁ: ଜାଣନ୍ତୁ କେରଳମ୍‌ ଶଦ୍ଦର ଅର୍ଥ

ନୂଆଦିଲ୍ଲୀ,୨୪।୨: କେରଳ ରାଜ୍ୟର ନାମକୁ କେରଳମ୍‌ରେ ପରିବର୍ତ୍ତନ କରିବାର ପ୍ରସ୍ତାବ ପୁଣି ଥରେ ଚର୍ଚ୍ଚାରେ ଆସିଛି। କେରଳ ବିଧାନସଭା ପୂର୍ୱରୁ ଦୁଇଥର ସର୍ୱସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିଛି ଯେ ରାଜ୍ୟର ନାମ ମାଲାୟଲମରେ ଯେପରି ଲେଖାଯାଏ ସେହିପରି ସମ୍ୱିଧାନରେ ମଧ୍ୟ…

ନିର୍ବାଚନ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ: ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ ରାଜ୍ୟରେ ମୃତୟନ ହେବେ CAPF ଫୋର୍ସ

ନୂଆଦିଲ୍ଲୀ,୨୪।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ରାଜ୍ୟ ପୋଲିସକୁ ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସି କହିଛନ୍ତି ଯେ, ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ CAPF ଫୋର୍ସ…

ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର, ଏମିତି କହିଦେଲେ ମନ୍ତ୍ରୀ 

ଭୁବନେଶ୍ୱର,୨୪।୨: ବର୍ଷକରେ ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି। ୨୦୨୪-୨୫ ମଧ୍ୟରେ ୨ ଲକ୍ଷ ୮୧ ହଜାର ପରିବାରକୁ ପକ୍କା ଘର ମଞ୍ଜୁର ହୋଇଛି। ୩୦୬ ଭୂମିହୀନ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହି ୫ ଜିଲାରେ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ୱାର୍ନିଂ

ଭୁବନେଶ୍ୱର,୨୪।୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲି ୫ ଜିଲାରେ…

ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ଏହି ରାଶିମାନଙ୍କ ପାଇଁ ଶୁଭ ନୁହେଁ…

ଜ୍ୟୋତିର୍ବିଦଙ୍କ ମତରେ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ପାକତ୍ୟାଗ ବିଧେୟ। ତେଣୁ ୩ ତାରିଖ ସୂର୍ଯ୍ୟୋଦୟ ପରେ ଅନ୍ନ ଭୋଜନ ଓ ଦେବ ନୀତି ନିଷେଧ। ଶ୍ରୀମନ୍ଦିରରେ ଦିନବେଳା ଦର୍ଶନ ବନ୍ଦ ରହିବ ଆଉ ରାତିରେ ହେବ ଶ୍ରୀଜିଉଙ୍କ ସୁନାବେଶ। ଯଦିଓ…

ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ଟି୨୦ ବିଶ୍ୱକପ ଫାଇନାଲ, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୪।୨: ICC ଟି-୨୦ ବିଶ୍ୱକପ ୨୦୨୬ ବର୍ତ୍ତମାନ ରୋମାଞ୍ଚକର ସୁପର ୮ ପର୍ଯ୍ୟାୟରେ ଚାଲିଛି। ସୁପର ୮ ପର୍ଯ୍ୟାୟର ଶ୍ରେଷ୍ଠ ଚାରିଟି ଦଳ ସେମିଫାଇନାଲକୁ ଯିବେ, ଏବଂ ସେହି ସେମିଫାଇନାଲ ମ୍ୟାଚର ବିଜେତାମାନେ ମାର୍ଚ୍ଚ ୮ ତାରିଖରେ ଫାଇନାଲରେ ଖେଳିବେ। ଭାରତ…

କାର୍‌ ଧକ୍କାରେ ଛାତ୍ର ଆହତ: ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍କୁଲ ବାହାରେ ଅଟକ ରଖି ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ମୋହନା,୨୪।୨( ମନ୍ମଥ ମିଶ୍ର ) : ବିଦ୍ୟାଳୟ ସମ୍ମୁଖରେ କାର୍‌ ଧକ୍କାରେ ଛାତ୍ର ଆହାତ। ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ କେଶରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ।…

ନାୟିକାଙ୍କୁ ନେଇ ଖୋଲାଖୋଲି ଏମତି କହିଦେଲେ ଅନିଲ କପୁର

ଏଭରଗ୍ରୀନ୍‌ ଅଭିନେତା ଅନିଲ କପୁର ଫିଲ୍ମ ‘ସୁବେଦାର’ରେ ନଜର ଆସିବାକୁ ଯାଉଛନ୍ତି। ଏହି ଫିଲ୍ମରେ ସେ ଏକ ଶକ୍ତିଶାଳୀ ଭୂମିକାରେ ଅଭିନୟ କରିବେ। ଫିଲ୍ମର ପ୍ରଭାବଶାଳୀ ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ପ୍ରଶଂସା କରୁଛନ୍ତି। ଟ୍ରେଲର ଲଞ୍ଚରେ ଅନିଲ କପୁର…

ଉଡାଣ ଭରିବାର କିଛି ସମୟ ପରେ ସମୁଦ୍ରରେ କ୍ରାସ ଲ୍ୟାଣ୍ଡ କଲା ପବନ ହଂସ ହଲିକପ୍ଟର

ନୂଆଦିଲ୍ଲୀ,୨୪।୨: ମଙ୍ଗଳବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି। ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ପବନ ହଂସ ହେଲିକପ୍ଟରଟି ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା, ଯାହା ଫଳରେ ପାଇଲଟଙ୍କୁ ସମୁଦ୍ରରେ ଅବତରଣ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଲକ୍ଷାଧିକ ଟଙ୍କା ସହ ସୁନା…

ବେଡ୍‌ରୁମ୍‌ AC ଉପରେ ବସିଥିଲା ସାପ, ହଠାତ୍‌ ଘଟିଲା….ଦେଖନ୍ତୁ Video

ନୂଆଦିଲ୍ଲୀ,୨୪।୨: ସାଧାରଣତଃ ଗ୍ରୀଷ୍ମ ଋତୁରେ ଲୋକେ ରୁମ୍‌ରେ ବସି ଏସିର ମଜା ନିଅନ୍ତି। କିନ୍ତୁ ସେଇ ଏସିରେ ଯଦି ଏକ ବିପଦଜନକ ପ୍ରାଣୀକୁ ଦେଖନ୍ତି ତେବେ ଭୟଭୀତ ହେବା ସ୍ବାଭାବିକ କଥା। ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେଉଛି।…

ବଜାରରେ କ୍ରାଶ ହେଲା ସେନା ହେଲିକପ୍ଟର, ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୪।୨: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ ମଙ୍ଗଳବାର ଦିନ କେନ୍ଦ୍ରୀୟ ଇରାନରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । କେନ୍ଦ୍ରୀୟ ଇରାନର ଏକ ଫଳ ଏବଂ ପନିପରିବା ବଜାରରେ ହେଲିକପ୍ଟରଟି ଖସିପଡ଼ିବାରୁ ଅତି କମରେ ଚାରି ଜଣଙ୍କର ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri