Home Left

୨୫୦ରୁ ଊର୍ଦ୍ଧ୍ୱ ବେଆଇନ ପାଥୋଲାଜି

ନୟାଗଡ଼ ଅଫିସ,୧୦।୪: ନୟାଗଡ଼ ଜିଲାରେ ଛତୁ ଫୁଟିଲା ଭଳି ବେଆଇନ ପାଥୋଲୋଜି ଚାଲିଛି। ଜିଲାରେ ମାତ୍ର ୧୫ଟି ପାଥୋଲୋଜିକୁ ଲାଇସେନ୍ସ ମିଳିଛି। ହେଲେ ୨୫୦ରୁ ଊର୍ଦ୍ଧ୍ୱ ବେଆଇନ ଭାବେ ଚାଲିଛି। ବର୍ଷତମାମ ଏପରି ପାଥୋଲୋଜି ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ହେଉଛି। ଏହା…

କଳାହାଣ୍ଡିରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌ ଥିବା ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବଲାଙ୍ଗୀର ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ସହିତ ସହଯୋଗୀ ଥିବା କଳାହାଣ୍ଡିର ବିନୀତ ନାଏକ ଜିଲାର ବହୁ ଛାତ୍ରୀଛାତ୍ରଙ୍କୁ ଚାକିରି ଦେବା…

ସହାୟତା ଅପେକ୍ଷାରେ ପକ୍ଷାଘାତ ପୀଡ଼ିତ ଦମ୍ପତି

ପୋଲସରା,୧୦ା୪: ଗରିବ ଅସହାୟ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରି ବାଃ ବାଃ ନେଉଛନ୍ତି ରାଜ୍ୟ ସରକାର। ହେଲେ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ହୋଉଛନ୍ତି ମଦନଙ୍କ ପରିବାର। ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ୫ ନମ୍ବର ୱାର୍ଡ ବାଲିଘାଇ ଗ୍ରାମରେ ବସବାସ…

ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାମରେ ଅବ୍ୟବସ୍ଥା

ନୂଆଗାଁ,୧୦।୪ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ବିଭିନ୍ନ ରାସ୍ତା ନିର୍ମାଣ ଦାୟିତ୍ୱ ଦିଆଯାଇଛି। ହେଲେ ଅଧିକାରୀ, କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ନିର୍ମାଣ କାର୍ଯ୍ୟରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳୁଛି। ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶରେ ନୁହେଁ ବରଂ…

୬ ମାସ ମଧ୍ୟରେ ସ୍ଥାନାନ୍ତର ହେବ ଦେଶୀ ମଦ ଭାଟି

ବଡ଼ଗାଁ, ୧୦।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାକୁ ଗସ୍ତରେ ଆସିଥିବା ଜାତୀୟ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକ ରାଉରକେଲାରେ ଶନିବାର ଆୟୋଜିତ ଆଦିବାସୀ ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲାବେଳେ ରବିବାର ବଡ଼ଗାଁ ବ୍ଲକର ଭୋଇପାଲି ଗ୍ରାମକୁ ଆସି ଲୋକଙ୍କ ସମସ୍ୟା ଓ ଅଭିଯୋଗ…

ଅଲ୍‌ଟ୍ରାସାଉଣ୍ଡ ମେଶିନ ଅଚଳ, ଖର୍ଚ୍ଚାନ୍ତ ହେଉଛନ୍ତି ଗରିବ ରୋଗୀ

ରାଉରକେଲା ଅଫିସ,୧୦।୪: ରାଉରକେଲା ସରକାରୀ ହସ୍ପିଟାଲ(ଆର୍‌ଜିଏଚ୍‌)ରେ ୨ବର୍ଷ ହେଲା ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହୋଇପଡିଛି। ଫଳରେ ଏହି ହସ୍ପିଟାଲ ଉପରେ ନିର୍ଭର କରୁଥିବା ସୁନ୍ଦରଗଡ ସମେତ ପଡୋଶୀ ଜିଲା ଓ ସୀମାନ୍ତ ଝାଡ଼ଖଣ୍ଡର ହଜାର ହଜାର ଗରିବ ରୋଗୀ ଖର୍ଚ୍ଚାନ୍ତ ହେଉଛନ୍ତି।…

ଜଗତ୍‌ସିଂହପୁର ଆସନକୁ ନେଇ ଚିନ୍ତାରେ ବିଜେଡି

ଜଗତ୍‌ସିଂହପୁର ଅଫିସ,୧୦ା୪: ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡିରେ ବିବାଦ ମୁଣ୍ଡ ଟେକିଥିଲା। ଆଗକୁ ୨୦୨୪ ସାଧାରଣ ନିର୍ବାଚନ ଥିବାରୁ ପୁନର୍ବାର ଏହି ଆସନକୁ ନେଇ ଦଳରେ ଗୋଷ୍ଠୀ ବିବାଦ ଉପୁଜିପାରେ ବୋଲି ରାଜନୈତିକ ବିଶେଷଜ୍ଞମାନେ…

ଭିନ୍ନକ୍ଷମ ଭଉଣୀଭାଇଙ୍କୁ ବଢ଼ିଲା ସହାୟତାର ହାତ

ଅମରପାଲି,୧୦।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ଗ୍ରାମରେ ସରକାରୀ ଯୋଜନାରୁ ବାଦ ପଡି ଦୁର୍ବିସହ ଜୀବନ ଜିଉଁଥିବା ଭିନ୍ନକ୍ଷମ ଭଉଣୀ ଭାଇଙ୍କୁ ସହାୟତାର ହାତ ବଢାଇଛନ୍ତି ସ୍ଥାନୀୟ ସରପଞ୍ଚ। ଗତ ମାର୍ଚ୍ଚ ୧୯ତାରିଖରେ ଧରିତ୍ରୀରେ ’ଯୋଜନାରୁ ବଞ୍ଚିତ ଭିନ୍ନକ୍ଷମ…

ବିଷାକ୍ତ ଖାଦ୍ୟଖାଇ ୧୫ ଅନ୍ତେବାସୀ ଗୁରୁତର

ବାଲିମେଳା/କୋରୁକୋଣ୍ଡା,୧୦ା୪ (ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ବୈଷୟିକ ମହାବିଦ୍ୟାଳୟ ଛାତ୍ରୀ ନିବାସରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀନିବାସର ୧୫ ଅନ୍ତେବାସୀ ଗୁରୁତର ହୋଇପଡିବା ଦେଖିବାକୁ ମିଳିଛି। ଏହି ଖବର ଜଣାପଡିବା ପରେ ସ୍ଥାନୀୟ…

ରଥ ନିର୍ମାଣ ପାଇଁ ବୌଦ୍ଧରୁ ପୁରୀ ଗଲା ଦ୍ୱିତୀୟ ପର୍ଯ୍ୟାୟ କାଠ

ବୌଦ୍ଧ,୧୦ା୪(ସ୍ବ.ପ୍ର.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରାର ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ କାଠ ପଠାଯାଇଛି। ଶୁକ୍ରବାର ଦିନ ବୌଦ୍ଧରୁ ପ୍ରଥମ ପର୍ଯ୍ୟାୟରେ ୨୮ ଖଣ୍ଡ କାଠ ପଠାଯାଇଥିଲା ବେଳେ ରବିବାର ଦିନ ଦ୍ୱିତୀୟ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ, ୬…

ରାଜ୍ୟରେ ପ୍ରଥମ: ରୋଗୀଙ୍କ ଶ୍ୱାସନଳୀରୁ ବାହାରିଲା ଟ୍ୟୁମର

କଟକ ଅଫିସ,୧୦ା୪: କଟକସ୍ଥିତ ଏସ୍‌ସିବି ମେଡିକାଲର ସିଟିଭିଏସ୍‌ ବିଭାଗରେ ଏକ୍‌ମୋ ମେଶିନ ସହାୟତାରେ ଜଟିଳ ଅସ୍ତ୍ରୋପଚାର ଶନିବାର କରାଯାଇଛି। ଜଣେ ୨୧ ବର୍ଷୀୟ ଯୁବକଙ୍କ ଶ୍ୱାସନଳୀକୁ ବନ୍ଦ କରି ରଖିଥିବା ଏକ ଟ୍ୟୁମରକୁ ବାହାର କରିବାରେ ଡାକ୍ତରମାନେ ସଫଳ ହୋଇଛନ୍ତି। ରୋଗୀ…

ବିଦ୍ୟୁତ୍‌ ଘରୋଇକରଣକୁ ବିରୋଧ, ଲଢେଇ ପାଇଁ ଆହ୍ବାନ

ବରଗଡ଼ ଅଫିସ,୧୦।୪: ବିଦ୍ୟୁତ୍‌ କ୍ଷେତ୍ରର ଘରୋଇକରଣ ବନ୍ଦ କରିବା ଏବଂ କେନ୍ଦ୍ର ସରକାର ଦ୍ୱାରା ପ୍ରସ୍ତାବିତ ବିଦ୍ୟୁତ୍‌ ସଂଶୋଧିତ ବିଲ୍‌-୨୦୨୨ ବାତିଲକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ପାଇଁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ବିଦ୍ୟୁତ୍‌ ଦର ବୃଦ୍ଧି ସହ କମ୍ପାନୀଗୁଡିକ ଉପଭୋକ୍ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri