Home Left

ସହର ଧୂଆଁମୟ : ପଲିଥିନ, ଅଳିଆ ପୋଡାଯାଉଛି

ସୋନପୁର,୧୦।୪(ନି.ପ୍ର.): ସୁବର୍ଣ୍ଣପୁର ସହରକୁ ସକାଳେ ଧୂଆଁମୟ କରାଯାଉଛି। ପଲିଥିନ ପୋଡା ବାସ୍ନା ଓ ଧୂଆଁ ଯୋଗୁଁ ପ୍ରାତଃଭ୍ରମଣରେ ଯାଉଥିବା ଲୋକେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ସଫେଇ କର୍ମଚାରୀମାନେ ପଲିଥିନ ଓ ଅଳିଆରେ ନିଆଁ ଲଗାଇ ଦେଉଥିବାରୁ ସହରରେ ଏଭଳି…

ଉପକୂଳ ଅଞ୍ଚଳରେ ଚାଉଳି କୋଳି ଚାହିଦା ବଢୁଛି

ମହାକାଳପଡ଼ା,୧୦ା୪ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ଚାଉଳି କୋଳିର ଚାହିଦା ବୃଦ୍ଧି ପାଇଛି। ବିଶେଷକରି ଖରାଦିନେ ଏହି କୋଳିକୁ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ଖାଇ ଭୋକ ଓ ଶୋଷ ମେଣ୍ଟାଇଥାନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।…

ବାଡ଼ ରହିଛି, ଗଛ ନାହିଁ

ପଟ୍ଟାମୁଣ୍ଡାଇ,୧୦ା୪(ସ୍ବ.ପ୍ର.): ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଲକ୍ଷ୍ୟକରି ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣକୁ ଗୁରୁତ୍ୱ ଦିଆଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରତିବର୍ଷ ବନୀକରଣ ନାମରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଗଛ ଲଗାଯାଉଛି…

କ୍ୟାଲ୍‌ସିୟମ କାର୍ବାଇଡକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୧୦ା୪: ଆଗକୁ ପଣା ସଂକ୍ରାନ୍ତି ସମେତ ମୁସଲମାନ ସମ୍ପ୍ରଦାୟ ଲୋକଙ୍କ ରମଜାନ ମାସ ଚାଲିଛି। ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପ୍ରଚୁର ମାତ୍ରାରେ ଫଳ ବଜାରକୁ ଆସୁଛି। ତେବେ ଏହି ଫଳ ଆମ ପାଇଁ ବିଭିନ୍ନ ରୋଗର କାରଣ…

ପୁରୁଣା ଭର୍ସନ, ଅନାମଧ୍ୟେୟ ବ୍ରାଣ୍ଡ୍‌

ଯାଜପୁର ଅଫିସ,୧୦ା୪: ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍‌ବିଏଡିସି)ପାଣ୍ଠିରେ କାର୍ଯ୍ୟକାରୀ ହୋଇଥିବା ବିଦ୍ୟାଳୟ ରୂପାନ୍ତରୀକରଣ ଯୋଜନା ବା ସ୍ମାର୍ଟ ସ୍କୁଲ ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଜିଲାରେ ଏପର୍ଯ୍ୟନ୍ତ ୨୪୯ଟି ହାଇସ୍କୁଲର ରୂପାନ୍ତରୀକରଣ…

ବଜ୍ରପାତ ସମ୍ପର୍କିତ ସୂଚନା ଜିଲାପାଳଙ୍କୁ ଆଗୁଆ ଦିଅ: ଏସ୍‌ଆର୍‌ସି

ଭୁବନେଶ୍ବର,୧୦ା୪(ବ୍ୟୁରୋ): କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତର ମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଗଲାଣି। ଜନସାଧାରଣଙ୍କୁ ଏଭଳି ବିପତ୍ତି ସମ୍ବନ୍ଧରେ ଆଗୁଆ ସୂଚନା ଦେବା ସକାଶେ ସରକାରୀ ତତ୍ପରତା ପ୍ରକାଶ ପାଇଛି। ରବିବାର ସ୍ବତନ୍ତ୍ର…

ଆଇଏମ୍‌ଙ୍କ ସହ ଡ୍ର ରଖିଲେ ୧୨ ବର୍ଷୀୟ ଇଶାନ

ମୁମ୍ବାଇ, ୧୦ା୪(ପି.ଟି.): ସର୍ବଭାରତୀୟ ଫିଡେ ରେଟିଂ ଚେସ୍‌ ଟୁର୍ନାମେଣ୍ଟର ରାଉଣ୍ଡ-୩ରେ ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ୧୨ ବର୍ଷୀୟ ଇଶାନ ତେନ୍ଦୋଲକର। ଟପ୍‌ ସିଡ୍‌ ତଥା ଇଣ୍ଟରନ୍ୟାଶନାଲ ମାଷ୍ଟର ବିକ୍ରମାଦିତ୍ୟ କୁଲକର୍ନୀଙ୍କ ବିପକ୍ଷ ଗେମ୍‌ ସେ ଡ୍ର’ ରଖିବାରେ ସମର୍ଥ…

ବ୍ରହ୍ମପୁରରେ ଚାନ୍ଦି ଭଣ୍ଡାର ଷ୍ଟୋର

ବ୍ରହ୍ମପୁର ଅଫିସ,୧୦ା୪: ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାରର ନୂତନ ଶୋ’ ରୁମ୍‌ ରବିବାର ବ୍ରହ୍ମପୁରର ଧର୍ମନଗର ମେନ୍‌ ରୋଡସ୍ଥିତ ଅଳକାପୁରୀ ମାର୍କେଟ କମ୍ପ୍ଲେକ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍‌ସା ହଂସ ସମ୍ମାନୀତ…

ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…

କଟକରେ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଆଉଟଲେଟ

କଟକ,୧୦।୪: ସୌଖୀନ ଅଳଙ୍କାର ବ୍ରାଣ୍ଡ୍‌ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର କଟକ ବକ୍ସି ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ମନୋଜ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ବ୍ୟବସାୟ ସମ୍ପ୍ରସାରଣକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୦।୪: ଅନ୍ତଃରାଷ୍ଟ୍ରୀୟ ଉତ୍ପାଦନକାରୀ ସଂସ୍ଥା ଏନ୍‌ଜିକେ ସ୍ପାର୍କ ପ୍ଲଗ୍‌ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ବର୍ତ୍ତମାନ ନିଟେରା ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ଭାବେ ପରିଚିତ ହେବ। ଏପରି କି କମ୍ପାନୀର ନାମ ପରିବର୍ତ୍ତନ ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ…

ଆଇଟିଏଲ୍‌ର ବାର୍ଷିକ ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୧୦।୪: ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ(ଆଇଟିଏଲ୍‌)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀ ଉଲ୍ଲେଖନୀୟ ପ୍ରଦର୍ଶନ ସହ ବାର୍ଷିକ କାରବାର ଶେଷ କରିଛି। ଏପରିକି ଭାରତର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ଆଇଟିଏଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri