Home Left

ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍‌…

ୟୁପିଡିଏର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର,୧୦।୪: ଉତ୍କଳ ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ (ୟୁପିଡିଏ)ର ବାର୍ଷିକ ସାଧାରଣ ଅଧିବେଶନ (ଏଜିଏମ୍‌) ରବିବାର ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଏକ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁପିଡିଏର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଆସୋସିଏଶନର ସମସ୍ତ କାର୍ଯ୍ୟକଳାପ ଓ ଏଜିଏମର ଆଭିମୁଖ୍ୟ…

ଏଚ୍‌ସିଏଲ୍‌ ଜିଗସର ୪ର୍ଥ ସଂସ୍କରଣ

ନୂଆଦିଲ୍ଲୀ,୧୦।୪: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏଚ୍‌ସିଏଲ୍‌ ଜିଗସର ଆୟୋଜନ କରାଯାଉଛି। ଏଚ୍‌ସିଏଲ୍‌ ପ୍ରିମିୟର କ୍ରିଟିକାଲ ରିଜଏନିଂ ପ୍ଲାଟ୍‌ଫର୍ମ ‘ଏଚ୍‌ସିଏଲ୍‌ ଜିଗସ’ର ୪ର୍ଥ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ପ୍ରତିଯୋଗିତା ପାଇଁ ପଞ୍ଜୀକରଣ ମଧ୍ୟ ଆରମ୍ଭ…

ବି.ଏନ୍‌. ଚନ୍ଦ୍ରାପ୍ପା କର୍ନାଟକ କଂଗ୍ରେସ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ, ୧୦ା୪ : ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା କର୍ନାଟକରେ ପୂର୍ବତନ ଏମ୍‌ପି ବି.ଏନ୍‌. ଚନ୍ଦ୍ରାପ୍ପାଙ୍କୁ ରବିବାର ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି। ପୂର୍ବତନ ଏମ୍‌ପି ଧ୍ରୁବନାରାୟଣଙ୍କ ପରଲୋକ ପରେ ସେଠାରେ କାର୍ଯ୍ୟକାରୀ ସଭାପତି ପଦ ଖାଲି…

ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ମହିଳା ଗିରଫ

ଜୟପୁର,୧୦ା୪(ନି.ପ୍ର.): କୋରାପୁଟ ଜିଲା ଜୟପୁର ସହରର ଖ୍ରୀଷ୍ଟିଆନପେଟାରେ ପିଲାକଳିରୁ ଜଣେ ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ରବିବାର ଜଣେ ମହିଳା ଗିରଫ ହୋଇଛନ୍ତି। ମହିଳାଙ୍କ ସ୍ବାମୀ ଫେରାର୍‌ ଥିବା ଜଣାପଡ଼ିଛି। ପ୍ରକାଶ ଯେ,ଗତ ୪ ତାରିଖରେ ୨ ପରିବାରର ୨ଜଣ…

ଜନଜାତି ଶିକ୍ଷୟିତ୍ରୀ ଏବେ ଦିନମଜୁରିଆ

ଫୁଲବାଣୀ ଅଫିସ, ୧୦ା୪: ଅନୁସୂଚିତ ଜନଜାତିର ଜଣେ ଶିକ୍ଷୟିତ୍ରୀ(ଶିକ୍ଷା ସହାୟକ) ଚାକିରି କ୍ଷେତ୍ରରେ ୩ ବର୍ଷ ୮ ମାସ ପୂରଣ କରିସାରିବା ପରେ ଏବେ ତାଙ୍କୁ ଦିନମଜୁରିଆ ସାଜିବାକୁ ପଡ଼ିଛି। ପ୍ରଶାସନର ଅଣଦେଖା ହେତୁ ସେ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।…

ପୂର୍ବତନ ସମିତିସଭ୍ୟଙ୍କ ଘରକୁ ବୋମାମାଡ଼

କାମାକ୍ଷାନଗର,୧୦ା୪(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଧୀନ କୋଟଗରା ଗ୍ରାମ। ଶନିବାର ମଧ୍ୟରାତିରେ ପୂର୍ବତନ ସମିତିସଭ୍ୟ ଅଶ୍ୱିନୀ କୁମାର ପରିଡ଼ାଙ୍କ ଘର ଉପରକୁ ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ଗ୍ୟାରେଜରେ…

ଅକ୍ଷରା ଥିଏଟର ସହପ୍ରତିଷ୍ଠାତା ଜଲାବାଳା ବୈଦ୍ୟଙ୍କ ପରଲୋକ

ନୂଆଦିଲ୍ଲୀ, ୧୦ା୪: କିମ୍ବଦନ୍ତୀ ଥିଏଟର ଅଭିନେତ୍ରୀ ତଥା ଦିଲ୍ଲୀର ଖ୍ୟାତନାମା ଅକ୍ଷରା ଥିଏଟରର ସହପ୍ରତିଷ୍ଠାତା ଜଲାବାଳା ବୈଦ୍ୟଙ୍କର ରବିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ କିଛିଦିନ ହେଲା ଶ୍ୱାସକ୍ରିୟାଜନିତ ରୋଗରେ ପୀଡ଼ିତ ଥିଲେ। ଲଣ୍ଡନରେ ଜନ୍ମିତ ଜଲାବାଳା…

ଘୃଣା ମନ୍ତବ୍ୟ: କାଜଲ ହିନ୍ଦୁସ୍ତାନୀ ଗିରଫ

ନୂଆଦିଲ୍ଲୀ, ୧୦ା୪: ଗୁଜରାଟର ଉନା ସହରରେ ରାମନବମୀ ଅବସରରେ ଘୃଣିତ ଭାଷଣ ଦେଇଥିବା ଦକ୍ଷିଣପନ୍ଥୀ କାର୍ଯ୍ୟକର୍ତ୍ତା କାଜଲ ହିନ୍ଦୁସ୍ତାନୀଙ୍କୁ ରବିବାର ଗିରଫ କରାଯାଇଛି। ତାଙ୍କର ଘୃଣିତ ମନ୍ତବ୍ୟକୁ ନେଇ ଏପ୍ରିଲ ୧ରେ ଉନା ସହରରେ ସାମ୍ପ୍ରଦାୟିକ ସଂଘର୍ଷ ଘଟିଥିଲା। ରବିବାର ସକାଳେ…

ସରକାର ବିରୋଧୀ ଗୀତ ପାଇଁ ରାପର ଗିରଫ

ମୁମ୍ବାଇ, ୧୦ା୪: ସରକାର ବିରୋଧୀ ଗୀତ ଗାଇଥିବା ଜଣେ ମରାଠୀ ରାପରଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବା ସହ ତାଙ୍କ ବିରୋଧରେ ମାମଲା ରୁଜୁ କରିଛି। ରାପର ଉମେଶ ଖାଡ଼େଙ୍କ ଅଶ୍ଳୀଳ ଓ ଅପମାନଜନକ ଗୀତ ରାଜନେତା, କୃଷକ ଓ ସାଧାରଣ…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ, ୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ହାୟରପୁର ଗ୍ରାମ ନିକଟ ଏକ ଶାଳଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ରବିବାର ଜବତ କରିଛି। ମୃତକ ହେଲେ ହାୟରପୁର ହୁଡ଼ିସାହିର ପିତାମ ମୁଣ୍ଡା। ଘରୋଇ କଳିରୁ ସେ ଆତ୍ମହତ୍ୟା…

କଲେଜ ଛାତ୍ରୀଙ୍କୁ କମେଣ୍ଟ ମାରି ରୋଡ୍‌ରୋମିଓ ଗିରଫ

ହିଞ୍ଜିଳିକାଟୁ,୯।୪(ଡି.ଏନ୍‌.ଏ): ଜଣେ କଲେଜ ଛାତ୍ରୀଙ୍କୁ ପିଛାକରି ଅଶ୍ଳୀଳ ଇଙ୍ଗିତ ଏବଂ କମେଣ୍ଟ ମାରିବା ଅଭିଯୋଗରେ ରବିବାର ହିଞ୍ଜିଳି ପୋଲିସ ଜଣେ ରୋଡ୍‌ରୋମିଓଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ହିଞ୍ଜିଳି ତାରାତାରିଣୀ ରୋଡ୍‌ର ଆକାଶ ଜେନା। ପୂର୍ବରୁ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri