କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର
କୋଦଳା,୨ା୩(ଡି.ଏନ୍.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜିଠୁ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି।…
ପରୀକ୍ଷା କେନ୍ଦ୍ରରେ ହିଜାବ ପିନ୍ଧିବା ଉପରେ ଜାରି ରହିବ ପ୍ରତିବନ୍ଧକ: ମନ୍ତ୍ରୀ
ବେଙ୍ଗାଲୁରୁ,୨।୩: କର୍ନାଟକ ଶିକ୍ଷା ମନ୍ତ୍ରୀ ବିସି ନଗେଶ ବୋର୍ଡ ପରୀକ୍ଷା ମଧ୍ୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ବୋର୍ଡ ପରୀକ୍ଷାରେ ହିଜାବ ପିନ୍ଧିବା ଉପରେ ପ୍ରତିବନ୍ଧକ ଲାଗୁରହିବ। ସରକାର ନିୟମ ସହିତ ଆପୋଷ ବୁଝାମଣା କରିବେ ନାହିଁ।…
ଦ୍ୱିତୀୟ ଇନିଂସରେ ବି ଭାରତର ଫ୍ଲପ୍ ଶୋ’
ଇନ୍ଦୋର,୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ଟେଷ୍ଟ ଇନ୍ଦୋରରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପ୍ରଥମ ଇନିଂସରେ ୧୦୯ ରନ୍ରେ ଅଲଆଉଟ୍ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆର…
‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’
ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍ଭେନସନ୍ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ…
କହୁଣିରେ ଥରକରେ ୭ କାଠ ଭାଙ୍ଗିଦେଲେ ଏହି ମହିଳା
ଲୋକମାନେ ସୋସିଆଲ ମିଡିଆରେ ନିଜର ପ୍ରତିଭା ପ୍ରଦର୍ଶନ କରି ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବିଭିନ୍ନ ଉପାୟରେ ମାର୍ଶଲ ଆର୍ଟ ଅଭ୍ୟାସ କରୁଥିବା ଲୋକଙ୍କ ଭିଡିଓ ଅନେକ ସମୟରେ ଅନଲାଇନରେ ଭାଇରାଲ ହୁଏ, ଯେଉଁଥିରେ ଲୋକଙ୍କ ଶକ୍ତି ଏବଂ କୌଶଳ ବେଳେବେଳେ ଆଶ୍ଚର୍ଯ୍ୟ…
ସିଲ୍ ହେଲା ସନ୍ରାଇଜ୍ ହସ୍ପିଟାଲ
କେନ୍ଦୁଝର,୨ା୩(ସ୍ବ.ପ୍ର.): କଲେଜ ରୋଡ୍ସ୍ଥିତ ବଣିଆ ପାଟ ଅଞ୍ଚଳରେ ଥିବା ସନ୍ରାଇଜ ହସ୍ପିଟାଲକୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ସିଲ୍ କରାଯାଇଥିବା ତହସିଲଦାର ଆଶିଷ ମହାପାତ୍ର କହିଛନ୍ତି। ଯୋଡ଼ା ଅଞ୍ଚଳର ଜଣେ ରୋଗୀଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ…
ବ୍ରିଜ ନିକଟରୁ ୨ ଅଫୁଟା ବୋମା ଜବତ
ଭଦ୍ରକ ଅଫିସ,୨ା୩: ଚାନ୍ଦବାଲି-କଟକ ମୁଖ୍ୟ ରାସ୍ତା ଚାନ୍ଦବାଲି ବୈତରଣୀ ସେତୁ ନିକଟରୁ ଦୁଇଟି ହାତ ତିଆରି ଅଫୁଟା ବୋମା ଗୁରୁବାର ଉଦ୍ଧାର କରିଛି ପୋଲିସ। ସୂଚନା ମୁତାବକ ଉକ୍ତ ସକାଳୁ ବ୍ରିଜ୍ ନିକଟକୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଶୌଚ ହେବାକୁ…
ଏହି ଫିଲ୍ମରେ ନଜର ଆସିବେ ରାଖୀ ସାୱନ୍ତ
ମୁମ୍ବାଇ: ବି-ଟାଉନର ଡ୍ରାମାକୁଇନ କୁହାଯାଉଥିବା ରାଖୀ ସାୱନ୍ତ ବ୍ୟକ୍ତିଗତ ଜୀବନର ସମସ୍ୟାକୁ ଏଡାଇ ଏବେ ନିଜ କ୍ୟାରିୟର ଉପରେ ଧ୍ୟାନ ଦେଉଛନ୍ତି। ପ୍ରଥମେ ସେ ତାଙ୍କ ଏକାଡେମୀ ଖୋଲିଥିଲେ ଏବଂ ବର୍ତ୍ତମାନ ତାଙ୍କ ଉପରେ ଏକ ଚଳଚ୍ଚିତ୍ର ନିର୍ମାଣ ହେବାକୁ ଯାଉଛି,…
ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ
ଗଞ୍ଜାମ,୨ା୩(ଡି.ଏନ୍.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ ଫେରିବା…
ଗ୍ୟାସ୍ ଦରବୃଦ୍ଧି ନେଇ ଏସ୍ୟୁସିଆଇ ପକ୍ଷରୁ ବିକ୍ଷୋଭ
ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍ ଦରବୃଦ୍ଧିକୁ ନେଇ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ…
ଅବ୍ୟବସ୍ଥାରେ କୁସୁମଗାଡ଼ିଆ ଅଙ୍ଗନଓ୍ବାଡି କେନ୍ଦ୍ର
ନୂଆଗାଁ,୨।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ କୁସୁମଗାଡ଼ିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ୩ ମାସ ହେଲା ଶିଶୁମାନଙ୍କୁ ଅଣ୍ଡା ମିଳୁନାହିଁ। ୮ବର୍ଷ ହେଲା ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ମଧ୍ୟ…
ପ୍ରହସନ ପାଲଟିଛି ମାଣ୍ଡିଆ ମଣ୍ଡି
ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.)୨।୩: ସରକାର ମିଲଟ ମିଶନ ଯୋଜନାରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦେଉଛନ୍ତି । ମାଣ୍ଡିଆ ଚାଷକୁ ବୃଦ୍ଧି କରିବା ପାଇଁ ସରକାର ଉନ୍ନତ ମାନର ବିହନ ଯୋଗାଇ ଦେବା ସହ ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରୁଛନ୍ତି। ଅମଳ ମାଣ୍ଡିଆକୁ…
Archives


