Home Left

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ ୫…

ରାଗରେ ମୋବାଇଲ୍‌ ଗିଳିଦେଲେ ନାବାଳିକା

ଗ୍ବାଲିଓର,୭।୪:  ରାଗରେ ଥିବା ଲୋକ କେତେବେଳେ କ’ଣ କରି ବସେ ତା’ର କିଛି ଠିକଣା ରୁହେନି। ମଧ୍ୟପ୍ରଦେଶ ଗ୍ବାଲିଓରରେ ଜଣେ ନାବାଳିକା ରାଗିଯାଇ ମୋବାଇଲ୍‌ ଗିଳିଦେଇଥିବା ଘଟଣା ସାମ୍ନାକୁ ଆସିଛି। ଭିନ୍ଦ ଜିଲା ଆମୟାନରେ ନାବାଳିକାଙ୍କ ଘର। ନାବାଳିକା ଜଣକ କି-ପ୍ୟାଡ୍‌…

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୭।୪(ସ୍ବ.ପ୍ର.)-ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲାପାଳ ସତ୍ୟରଞ୍ଜନ…

୧୨୧ ରନ୍‌ରେ ଅଟକିଲା ହାଇଦ୍ରାବାଦ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୧୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ…

ପ୍ରାଥମିକ ଶିକ୍ଷକ ସଂଘ ନିର୍ବାଚନ: ନବୀନ ସଭାପତି, କୃପାସିନ୍ଧୁ ସମ୍ପାଦକ

ବରଗଡ଼ ଅଫିସ,୭।୪: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ଅଧୀନ ବରଗଡ଼ ଜିଲା ପ୍ରାଥମିକ ଶିକ୍ଷକ ମହାସଂଘର ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ହିନ୍ଦୀ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ନିର୍ବାଚନରେ ଶିକ୍ଷକ ନବୀନ…

ଯୌତୁକ ଦାବିରେ ମହିଳାଙ୍କୁ ନିର୍ଯାତନା

ଗୋପବନ୍ଧୁ ନଗର,୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଶଳଦା ପଞ୍ଚାୟତ ଅନ୍ତର୍ଗତ ବଣକାଟି ଗ୍ରାମର ଜବାମଣି ହେମ୍ବ୍ରମଙ୍କୁ ତାଙ୍କ ସ୍ବାମୀ ଯୌତୁକ ଦାବିରେ ନିର୍ଯାତନା ଦେଇଥିବା ନେଇ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଜବାମଣି ୮ବର୍ଷ ତଳେ କପ୍ତିପଦା ଥାନା…

୧୦ ୱାର୍ଡମେମ୍ବର ଆସନ ଲାଗି ୧୫ ପ୍ରାର୍ଥିପତ୍ର ଦାଖଲ

ବୁଗୁଡ଼ା,୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ୧୦ଟି ପଞ୍ଚାୟତରେ ଖାଲି ପଡିଥିବା ୧୦ଟି ୱାର୍ଡ ସଭ୍ୟ ପଦ ଲାଗି ଗୁରୁବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ୧୫ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ନିର୍ବାଚନ ଅଧିକାରୀ ତଥା ବିଡିଓ…

ଚାକିରି ଦେବା ନାମରେ ଠକେଇ, ଯୁବକ ଗିରଫ

କୋଡ଼ପଡ଼ା/ଆନନ୍ଦପୁର,୭ା୪(ଡି.ଏନ୍‌.ଏ./ସ୍ବ.ପ୍ର): କେନ୍ଦୁଝର ଜିଲା ଘସିପୁରା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଉକ୍ତ ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର ଗୋବିନ୍ଦ ହାସଦା ଓରଫ ମୁନା (୨୭)। ଅଭିଯୁକ୍ତ ୨୦୨୩ ଫେବୃୟାରୀ ୨୪ ତାରିଖରେ ବୀର…

୧୫ ଲୁହାପଥର ବୋଝେଇ ଗାଡ଼ି ଅଟକ

ଆନନ୍ଦପୁର,୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଓ ୪ ବାଲି ବୋଝେଇ ହାଇଓ୍ବା ଅଟକ ରହିଛି। ଓଭରଲୋଡିଂ କାରଣରୁ ବାଲି ବୋଝେଇ ହାଇଓ୍ବା ଜବତ କରାଯାଇଥିବାବେଳେ ରୁଟ୍‌ ପରମିଟ୍‌ ନ ଥିବାରୁ ୧୫ ଲୁହାପଥର ବୋଝେଇ…

ମହାରାଷ୍ଟ୍ରରେ ବଢୁଛି କରୋନା: ଗୋଟିଏ ଦିନରେ ୯୦୦ରୁ ଅଧିକ ମାମଲା, ୩ ମୃତ

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୬ ନୂଆ ମାମଲା ସାମ୍ନାକୁ ଆସିଛି। ଏଥିଯୋଗୁ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ୪୪୮୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ କରୋନାରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ…

୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର

ବରଗଡ଼ ଅଫିସ, ୭।୪: ବରଗଡ଼ ବ୍ଲକ ତୋରା ଗ୍ରାମରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ହେବ। ଏ ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶୁକ୍ରବାର ଭୂମି ପୂଜନ କରିଛନ୍ତି । ତୋରାଠାରେ ଏକ…

ଟସ୍‌ ଜିତି ହାଇଦ୍ରାବାଦର ବ୍ୟାଟିଂ ନିଷ୍ପତ୍ତି

ଲକ୍ଷ୍ନୌ,୭।୪: ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ୍‌ର ୧୦ମ ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ କେଏଲ୍‌ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri