Home Left

ଟ୍ରାନ୍ସଜେଣ୍ଡର ଆଥଲେଟଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କଲେ ଆମେରିକା ସୁପ୍ରିମକୋର୍ଟ

ଓ୍ବାଶିଂଟନ,୭।୪: ଆମେରିକା ସୁପ୍ରିମକୋର୍ଟ ଗୁରୁବାର ପଶ୍ଚିମ ଭର୍ଜିନିଆକୁ ଟ୍ରାନ୍ସଜେଣ୍ଡର ଆଥଲେଟ୍ସଙ୍କୁ ସରକାରୀ ବିଦ୍ୟାଳୟର ମହିଳା କ୍ରିଡା ଦଳରୁନିଷିଦ୍ଧ କରୁଥିବା ରାଜ୍ୟ ଆଇନ କାର୍ଯ୍ୟକାରୀ କରିବାକୁ ଅନୁମତି ଦେବାକୁ ମନା କରି ଦେଇଛନ୍ତି। କୋର୍ଟ ଏହା ଉପରେ ମନ୍ତବ୍ୟ ଦେଇଛନ୍ତି। ଏହା ଏଲଜିବିଟିକ୍ୟୁର…

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର ମନୋହରପୁର…

୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ

ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ ଯାଇ ସେଠାରେ ଠିକାଦାରଙ୍କ ଦ୍ୱାରା ନିର୍ଯାତିତ ହୋଇ କୌଣସି ପାଉଣା ନ ପାଇ ଶେଷରେ…

ଭାଜପାରେ ସାମିଲ ହୋଇପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ ରେଡ୍ଡୀ

ଅମରାବତୀ,୭।୪: କଂଗ୍ରେସର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡିଛି। ଭାଜପାର ଜଣେ ବରିଷ୍ଠ ନେତା କହିଛନ୍ତି , ରେଡ୍ଡୀ ଗତ କିଛି ଦିନ…

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ମଟିଆଭଟା…

ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେ ମୃତ୍ୟୁ ମାମଲାରେ ଗାୟକ ସମର ସିଂ ଗିରଫ

ଗାଜିଆବାଦ,୭।୪: ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେଙ୍କ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସିଙ୍ଗର ସମର ସିଂଙ୍କୁ ଉତ୍ତର ପ୍ରଦେଶ ପୋଲିସ ଗିରଫ କରିଛି। ପୋଲିସ ସମର ସିଂଙ୍କୁ ଗାଜିଆବାଦର ନନ୍ଦଗ୍ରାମ ଥାନା ଅଞ୍ଚଳରୁ ଗୁରୁବାର ରାତିରେ ଗିରଫ କରିଛି। ଗାଜିଆବାଦ ପୋଲିସ…

ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ମୃତ୍ୟୁ

ପାଇକମାଳ,୭।୪(ଡି.ଏନ.ଏ.):ବରଗଡ ଜିଲା ପାଇକମାଳ ବ୍ଲକ ଡୁଙ୍ଗୁରିପାଲି ଗ୍ରାମରେ ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ମନୋଜ ସୁନା (୨୫)। ଗୁରୁବାର ରାତି ପ୍ରାୟ ୭ଟା ବେଳେ ମନୋଜ ଓ ବଡ ଭାଇ ଉପେନ୍ଦ୍ର ସୁନାଙ୍କ…

ବ୍ୟାରେଜ ନିର୍ମାଣ: ବେଆଇନ କାମ ନେଇ ଅସନ୍ତୋଷ

କୁଚିଣ୍ଡା,୭ା୪(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଞ୍ଚାୟତ ଜନକଡ଼ିହିଠାରେ ଭେଡେନ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କାମ ଚାଲୁରହିଛି। ହେଲେ ଠିକା ସଂସ୍ଥାର ବେଆଇନ କାମ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ ଗୋଛରା ଗ୍ରାମବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ,…

ଦୁର୍ନୀତି ପାଇଁ ଶିକ୍ଷକଙ୍କ ଜମାଖାତାରେ ଟଙ୍କା

ସମ୍ବଲପୁର,୭ା୪(ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବ୍ୟାଗ କିଣା ଟଙ୍କାକୁ ହରିଲୁଟ କରିବାକୁ ଯୋଜନା କରାଯାଉଛି। ଧନକଉଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିବା ପରେ ଏହି ଘଟଣା ପଦାକୁ ଆସିଛି। କେବଳ ଧନକଉଡା ନୁହେଁ ଜିଲାର ଅଧିକାଂଶ ବ୍ଲକରେ ଏଭଳି…

ଲୋକଙ୍କ ଭରସା ହରାଉଛି ଭାଜପା

ସରଣ୍ଡା,୭।୪(ଡି.ଏନ.ଏ.): ଅତାବିରା ଏନ୍‌ଏସି ନିର୍ବାଚନ ଶେଷ ହୋଇ ଫଳାଫଳ ସାମ୍ନାକୁ ଆସିଛି। ପ୍ରଥମ ଥର ପାଇଁ ଏନ୍‌ଏସିର ନଗରପାଳ ପାଇଁ ପ୍ରତ୍ୟକ୍ଷ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବିପୁଳ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେହିପରି ୧୨ଟି କାଉନସିଲର ପଦବୀରୁ ୧୧ଟି ପଦବୀ…

ସୁନ୍ଦରଗଡ଼ରେ ପ୍ରାକୃତିକ ପଦ୍ଧତିରେ ଚାଷ

ସୁନ୍ଦରଗଡ଼,୭।୪(ଡି.ଏନ.ଏ.): ପରିବେଶ ଅନୁକୂଳ କୃଷି ଏବଂ ରାସାୟନିକ ସାର ମୁକ୍ତ ଖାଦ୍ୟଶସ୍ୟ ଉତ୍ପାଦନ ହେଉଛି ବର୍ତ୍ତମାନ ସମୟର ବଡ଼ ଆବଶ୍ୟକତା। ତେଣୁ ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ନାଚୁରାଲ ଫାର୍ମିଂ ବା ପ୍ରାକୃତିକ…

ସହର ରାସ୍ତାରେ ଡ୍ରେନ ପାଣି, ଆବର୍ଜନା

ରାୟଗଡ଼ା,୭ା୪(ସ୍ବ.ପ୍ର.): ଅସରାଏ ବର୍ଷାରେ ଶୋଚନୀୟ ହୋଇପଡ଼ୁଛି ରାୟଗଡ଼ା ଜିଲା ସଦର ମହକୁମାର ପରିମଳ ବ୍ୟବସ୍ଥା। ଡ୍ରେନ ପାଣି ଏବଂ ଅଳିଆ ଆବର୍ଜନା ରାସ୍ତା ଉପରେ ଲହଡ଼ି ମାରୁଛି। ଏ ନେଇ ସହର ବାସିନ୍ଦା ଓ ବିଭିନ୍ନ ରାଜନୈତିକ ଦଳ ବାରମ୍ବାର ପୌର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri