Home Left

‘ଆମ ସମ୍ବିଧାନ ଆମ ସ୍ବାଭିମାନ ସବୁଠୁ ଶ୍ରେଷ୍ଠ’

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଆମ ସମ୍ବିଧାନ ଆମ ସ୍ବାଭିମାନ ଉପରେ…

ଟ୍ରକ୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ ଘଟଣା: ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ

ଅମରପାଲି,୨୬/୧୧(ପୀତାମ୍ବର ସାହୁ): ଦୀର୍ଘ ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ। ଫଳରେ ସ୍ବାଭାବିକ ହୋଇଛି ଗାଡି ଚଳାଚଳ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବୀରମହାରାଜପୁର – ସୋନପୁର ରାସ୍ତାର ଭୁଦୋବର ନିକଟରେ ଟ୍ରକ୍‌ ଓ ସ୍କୁଟି ଧକ୍କାରେ ସ୍କୁଟି ଚାଳକଙ୍କ…

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫…

ଦକ୍ଷିଣ ଆଫ୍ରିକାଠାରୁ ସିରିଜ ହାରିବା ପରେ ଗୌତମ ଗମ୍ଭୀର କଲେ ଖବରଦାତା ସମ୍ମିଳନୀ, କହିଲେ ମୋ ଭବିଷ୍ୟତ ଉପରେ…

ନୂଆଦିଲ୍ଲୀ,୨୬।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପରାଜୟ ପରେ, ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଯେଉଁଥିରେ ତାଙ୍କୁ ପଚରାଯାଇଛି ଯେ ସେ ଟେଷ୍ଟ କ୍ରିକେଟ ମୁଖ୍ୟ ପ୍ରଶିକ୍ଷକ ପଦବୀ ପାଇଁ…

ଲୁକ୍କାୟିତ କ୍ରୀଡ଼ା ପ୍ରତିଭାଙ୍କୁ ଖୋଜି ବାହାର କରିବା ଲକ୍ଷ୍ୟରେ ସାଂସଦ ଖେଳ ମହୋତ୍ସବ: ଯୋଗ ଦେଇ ବିଧାୟକ କହିଲେ…

ଭଞ୍ଜନଗର,୨୬।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୩ ଦିନ ଧରି ହେବାକୁ ସାଂସଦ ଖେଳ ମହୋତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହୋତ୍ସବକୁ…

ବରଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ: ବୈଷ୍ଣୋଦେବୀ ମନ୍ଦିରରେ କଲେ ପୂଜାର୍ଚ୍ଚନା

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):  ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସିଛନ୍ତି । ହେଲିକପ୍ଟର ଯୋଗେ ସେ  ପହଞ୍ଚିଛନ୍ତି । ବରଗଡ଼ ବ୍ଲକ ବଗେଇବିରା ଗ୍ରାମର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ସେ ସେଠାରୁ କାର୍ ଯୋଗେ ବରଗଡ଼ ବ୍ଲକ…

ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର: ଘନକୁହୁଡି ଯୋଗୁ…

ଜି. ଉଦୟଗିରି,୨୬/୧୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର  ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର…

ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ଦାବି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ନୂଆପଡ଼ା,୨୬।୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ନାଗପଡ଼ା ପଞ୍ଚାୟତ କାର୍ଯ୍ୟାଳୟଠାରେ ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ପାଇଁ ରବିବାର ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶ୍ରମିକ ନେତା ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନାଗପଡା ଅଞ୍ଚଳର ଚାଷୀ…

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର ଭୋର ସମୟରେ ଶତାଧିକ ଲିଟର ଡିଜେଲ ଚୋରି ହୋଇଯାଇଛି । ସୂଚନା ମୁତାବକ ଜଣେ…

ପାନ ମସଲା କମ୍ପାନୀ ମାଲିକଙ୍କ ବୋହୂ କଲେ ଆତ୍ମହତ୍ୟା, ସୁଇସାଇଡ ନୋଟରେ ଲେଖିଲେ…

ନୂଆଦିଲ୍ଲୀ,୨୬।୧୧: କମଲା ପସନ୍ଦ ଏବଂ ରାଜଶ୍ରୀ ପାନ ମସଲାର ମାଲିକ କମଲ କିଶୋରଙ୍କ ବୋହୂ ଦୀପ୍ତି ଚୌରାସିଆ ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରିଛି ଯେଉଁଥିରେ ସେ କାହା ବିରୁଦ୍ଧରେ କୌଣସି ଅଭିଯୋଗ କରିନାହାଁନ୍ତି।…

‘ପ୍ରଥମ ଥର ଭୋଟ ଦେଉଥିବା ଲୋକଙ୍କୁ ସମ୍ମାନ କରନ୍ତୁ’, ସମ୍ବିଧାନ ଦିବସରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି

ନୂଆଦିଲ୍ଲୀ,୨୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନାଗରିକମାନଙ୍କୁ ସେମାନଙ୍କର ସାମ୍ବିଧାନିକ କର୍ତ୍ତବ୍ୟ ପାଳନ କରିବାକୁ ଆହ୍ବାନ କରିଛନ୍ତି, ଏହା ଏକ ଦୃଢ଼ ଗଣତନ୍ତ୍ରର ମୂଳଦୁଆ ବୋଲି କହିଛନ୍ତି। ସମ୍ବିଧାନ ଦିବସରେ ନାଗରିକମାନଙ୍କୁ ଲେଖିଥିବା ଏକ ଚିଠିରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଅଧିକାର…

ଭାରତର ଲଜ୍ଜାଜନକ ପରାଜୟ: ୨-୦ରେ ସିରିଜ ପୋଛି ନେଲା ଦକ୍ଷିଣ ଆଫ୍ରିକା

ଗୌହାଟି,୨୬।୧୧: ଗୌହାଟିରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୪୦୮ ରନର ବିଶାଳ ବ୍ୟବଧାନରେ ପରାସ୍ତ କରିଛି। ୫୪୯ ରନର ଟାର୍ଗେଟକୁ ପିଛା କରି ଭାରତର ଦ୍ୱିତୀୟ ଇନିଂସ ୧୪୦ ରନରେ ଶେଷ ହୋଇଛି। ଏହି ଟେଷ୍ଟରେ ଭାରତର ବ୍ୟାଟସମ୍ୟାନମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri