୫୧୯୫ ପ୍ରାଥମିକ ସ୍କୁଲର ଭିତ୍ତିଭୂମି ବିକାଶ ହେବ
ଭୁବନେଶ୍ୱର,୧୮ା୭ (ଅନୁରାଧା ମହାରଣା):ତୋଷାଳୀ ଭବନସ୍ଥିତ ‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପରିଚାଳନା ପରିଷଦର ୧୧ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ‘ମୋ ସ୍କୁଲ ଅଭିଯାନ’ ପ୍ରକଳ୍ପଗୁଡି଼କର ସାମାଜିକ ସମୀକ୍ଷା, ରାଜ୍ୟର ୫୧୯୫ ପ୍ରାଥମିକ ବିଦ୍ୟାଳୟର ଉନ୍ନତୀକରଣ, ରାଜ୍ୟର ସମସ୍ତ…
ୟୁଟ୍ୟୁବ୍ ଦେଖି ସୋଲାର ଅଟୋ ତିଆରି କଲେ ଶ୍ରୀକାନ୍ତ
ଭୁବନେଶ୍ୱର,୧୮।୭(ଅଭିଜିତ୍ ଦାସ):ପ୍ରଦୂଷଣ ହ୍ରାସ ଲାଗି ଏବେ ବ୍ୟାଟେରୀ ଚାଳିତ ବା ଇ-ଯାନବାହନର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଏବେ ରାଜଧାନୀ ରାସ୍ତାରେ ଗଡ଼ୁଥିବା ଏକ ସୋଲାର ଅଟୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଜଣେ ଅଷ୍ଟମ ପଢ଼ୁଆ…
ହାତୀ ବେକରେ ପୁଣି ରେଡିଓ କଲାର
ଭୁବନେଶ୍ୱର, ୧୮।୭ (ବନ୍ଦନା ସେଠୀ):ରାଜ୍ୟରେ ହାତୀ ମୃତ୍ୟୁ ଓ ହାତୀ-ମଣିଷ ଲଢେଇ ରୋକିବାକୁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ବିଶେଷକରି ଉତ୍ପାତ କରୁଥିବା ବା ଜନବସତିକୁ ଚାଲି ଆସୁଥିବା ଦୁଷ୍ଟ ହାତୀଙ୍କ ବେକରେ ରେଡିଓ କଲାରିଂ ପାଇଁ ପୁଣି ଉଦ୍ୟମ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫.୪୩ ଲକ୍ଷ ଦେଲା ବିଏମ୍ସି
ଭୁବନେଶ୍ବର, ୧୮ା୭(ସୁନିତ୍ ମିଶ୍ର):ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ୪୩ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ବିଏମସି ମେୟର ସୁଲୋଚନା ଦାସ, ଡେପୁଟୀ ମେୟର ମଞ୍ଜୁଲତା କଅଁରଙ୍କ ସହ ବିଏମ୍ସିର ବିଭିନ୍ନ ଷ୍ଟାଣ୍ଡିଂ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ ଦିନ ବର୍ଷା
ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…
ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ
ନୂଆଦିଲ୍ଲୀ,୧୮ା୭: ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍ ଓ’ବ୍ରାଏନ୍ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଶାସକ ଭାଜପା ଗୋଟିଏ ଆସନ ଅଧିକ ପାଇବା ସହ ରାଜ୍ୟ ସଭାରେ ଏହାର…
ବିଧାୟକଙ୍କୁ କନକବର୍ଦ୍ଧନଙ୍କ ଖୋଲା ଚ୍ୟାଲେଞ୍ଜ
ବଲାଙ୍ଗୀର, ୧୮ା୭ (ବୀରେନ୍ଦ୍ର କୁମାର ଝାଙ୍କର): ପାଟଣାଗଡ଼ର ପୂର୍ବତନ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କ ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଏହା ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ତଥ୍ୟ ମୁତାବକ ଏକ…
ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ସଭାପତି
ଭୁବନେଶ୍ୱର,୧୮ା୭(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ରାଜ୍ୟ କାର୍ଯ୍ୟାଳୟ ଏବଂ ରାଉରକେଲା ବିଜେଡି ଜିଲାର କର୍ମକର୍ତ୍ତା ନିଯୁକ୍ତି କରାଯାଇଛି। ବିଜେଡି ପକ୍ଷରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଅନୁଯାୟୀ ରାଉରକେଲା ସାଙ୍ଗଠନିକ ଜିଲା କାର୍ଯ୍ୟକାରୀ…
ଏୟାର ଇଣ୍ଡିଆ ବିମାନରେ ଫାଟିଲା ମୋବାଇଲ, ଏମରଜେନ୍ସି ଲ୍ୟାଣ୍ଡିଂ
ଉଦୟପୁର,୧୮।୭: ଉଦୟପୁରରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନକୁ ଏମରଜେନ୍ସି ଲ୍ୟାଣ୍ଡିଂ କରାଯାଇଛି। କାରଣ ଟେକଅପ ପରେ ବିମାନରେ ବିସ୍ଫୋରଣ ହେବାରୁ ଏହି ଲ୍ୟାଣ୍ଡିଂ କରାଯାଇଥିଲା। ଉଡ଼ାଣ ସମୟରେ ବିସ୍ଫୋରଣ ହେବା ମାତ୍ରେ ସମଗ୍ର କ୍ୟାବିନରେ ଧୂଆଁ ବ୍ୟାପିଗଲା ଏବଂ…
କଂଗ୍ରେସକୁ ଦୁର୍ବଳ କରିବା ଉଦ୍ୟମ ଚାଲିଛି
ଭୁବନେଶ୍ବର, ୧୮ା୭(ସୁନିତ୍ ମିଶ୍ର): କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯିବା ପରେ ଦଳ ଭିତରେ ରାଜନୀତି ଜୋର୍ ଧରିବାରେ ଲାଗିଛି। ମୋକିମ୍ ନିଲମ୍ବନ ଆଦେଶ ପାଇବା ପରେ ନିଜର ପ୍ରତିକ୍ରିୟା ପୂର୍ବରୁ ରଖିସାରିଥିବା…
ଆମାବାସ୍ୟାରେ ସ୍ବାମୀଙ୍କ ପାଦ ଛୁଇଁ ପୂଜା କଲେ ଏହି ଅଭିନେତ୍ରୀ
ସାଉଥ୍ ଅଭିନେତ୍ରୀ ପ୍ରଣିତା ସୁଭାଷ ଭୀମନା ଅମାବାସ୍ୟାରେ ପୂଜାର୍ଚ୍ଚନା କରିଛନ୍ତି। ପୂଜାର୍ଚ୍ଚନାର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ ସେ ହଳଦିଆ ରଙ୍ଗର ସୁଟ ପିନ୍ଧି ତାଙ୍କ ସ୍ବାମୀଙ୍କ ପାଦ ଛୁଇଁଥିବାର ନଜର ଆସିଛନ୍ତି। ସ୍ସେ କ୍ୟାପସନରେ ଲେଖିଛନ୍ତି- ମୁଁ…
ଭୁଲ୍ ଇଞ୍ଜେକଶନ୍ ଯୋଗୁ ଶିଶୁ ମୃତ୍ୟୁ ଅଭିଯୋଗ
ଯାଜପୁର ଟାଉନ/ପ୍ରୀତିପୁର, ୧୮ା୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସୁଶାନ୍ତ ବେହୁରିଆ) : ଯାଜପୁର ଜିଲାରେ ସ୍ବାସ୍ଥ୍ୟ ସେବାକୁ ନେଇ ଜୋରଦାର ପ୍ରଚାର ଚାଲିଥିବା ବେଳେ ପ୍ରକୃତ ସ୍ଥିତି କିନ୍ତୁ ଭିନ୍ନ । ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାରୁ କ୍ୱାକ୍ ଓ ମେଡିସିନ୍…

