ମାଆ ସୋନିଆଙ୍କ ଘରକୁ ସିପ୍ଟ ହେବେ ରାହୁଲ!
ନୂଆଦିଲ୍ଲୀ,୬।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଖୁବ ଶୀଘ୍ର ତାଙ୍କ ମାଆ ସୋନିଆ ଗାନ୍ଧୀଙ୍କ ୧୦ ଜନପଥରେ ଥିବା ଘରକୁ ସିପ୍ଟ ହେବେ ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ରାହୁଲଙ୍କ ଜିନିଷପତ୍ର ସୋନିଆ ଗାନ୍ଧୀଙ୍କ ଘରକୁ ସିପ୍ଟ ହେବା ଆରମ୍ଭ…
ପରଲୋକରେ ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ
ରାଞ୍ଚି,୬।୪: ପରଲୋକରେ ଝାଡଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଟୁଇଟର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜଗରନାଥ ମହତୋ ଆଉ ନାହାନ୍ତି। ଆଜି ଝାଡଖଣ୍ଡ ଜଣେ ମହାନ ଆନ୍ଦୋଳନକାରୀ, ପରିଶ୍ରମୀ ତଥା ଲୋକପ୍ରିୟ ନେତାଙ୍କୁ ହରାଇଛି।…
ତାଜମହଲକୁ ଭାଙ୍ଗି ମନ୍ଦିର ନିର୍ମାଣ କରନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ଭାଜପା ବିଧାୟକଙ୍କ ନିବେଦନ
ନୂଆଦିଲ୍ଲୀ,୬।୪: ଆସାମର ଭାଜପା ନେତା ରୂପଜ୍ୟୋତି କୁର୍ମୀ ତାଜମହଲକୁ ଭାଙ୍ଗିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି କରିଛନ୍ତି। ବିଧାୟକ ରୂପଜ୍ୟୋତି କୁର୍ମୀ କହିଛନ୍ତି ଯେ, ତାଜମହଲ ପ୍ରେମର ପ୍ରତୀକ ନୁହେଁ, ମୁଁ ତୁରନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିକୁ ତାଜମହଲକୁ ଭାଙ୍ଗିବାକୁ ଅନୁରୋଧ…
ଧମକ ମିଳିବା ପରେ ମୁହଁ ଖୋଲିଲେ ସଲମାନ କହିଲେ, ମୁଁ ସମସ୍ତଙ୍କ ଭାଇ ନୁହେଁ…
ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ସମୟରେ ସଲମାନ ପ୍ରଶ୍ନ କରାଯାଇଥିଲା କି ଆପଣ ଭାରତର ଭାଇଜାନ। ହେଲେ ଆପଣଙ୍କୁ ଧମକ ଦିଆଯାଉଛି। ଯାହାର ଉତ୍ତରରେ ସେ କହିଛନ୍ତି, ମୁଁ ସମସ୍ତଙ୍କର…
ପ୍ରଥମ ଥର ଝିଅର ମୁହଁ ଦେଖାଇଲେ ବିପାଶା
ମୁମ୍ବାଇ: ବଲିଉଡର ଲୋକପ୍ରିୟ ତାରକା ଦମ୍ପତି ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ଗତ ବର୍ଷ ନଭେମ୍ବରରେ ଝିଅ ଦେବୀଙ୍କ ସ୍ବାଗତ କରିଥିଲେ। ସେବେଠାରୁ ଏହି ଦମ୍ପତି ପ୍ରାୟତ ପ୍ରଶଂସକମାନଙ୍କୁ ସୋସିଆଲ ମିଡିଆରେ ସେମାନଙ୍କର ଲିଟିଲ ମିସ୍ଙ୍କ ଝଲକ ଦେଖାଇଆସୁଥିଲେ।…
ସ୍ବାଭିିମାନ ଅଞ୍ଚଳରେ ବସ୍ ସେବା ଆରମ୍ଭ
ଚିତ୍ରକୋଣ୍ଡା,୬।୪(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଦାବି ପରେ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ଅଧୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗଡିଲା ବସ୍। ଗୁରୁବାର ନବରଙ୍ଗପୁର ଏମ୍ପି ରମେଶ ଚନ୍ଦ୍ର ମାଝୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ାକା,…
କେସିଙ୍ଗା ପୋଲିସ ଦ୍ୱାରା ଡକାୟତ ଦଳ କାବୁ
କେସିଙ୍ଗା,୬ା୪(ଡି.ଏନ.ଏ.): ମଙ୍ଗଳବାର ରାତିରେ ସ୍ଥାନୀୟ ପୋଲିସ କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ପୋଡଖମ୍ବ ଗ୍ରାମ ନିକଟରୁ ଏକ ଡକାୟତ ଦଳକୁ କାବୁ କରିଛନ୍ତି। ସେମାନଙ୍କ ନିକଟରୁ ଲୁଟ ହୋଇଥିବା ୧୭ଲକ୍ଷ ୫୦ ହଜାର ଟଙ୍କା, କାର ଓ ମୋବାଇଲ…
ଲାଇଫ୍ ଲାଇନ ପାଲଟିଛି ହାଲେର ଯୋର
ଭବାନୀପାଟଣା,୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାର ପନିପରିବାର ଗାଁ କହିଲେ ଜୁନାଗଡ ବ୍ଲକର କେଲିଆକୁ ବୁଝାଏ। କାରଣ ଏହି ଗଁା ବର୍ଷ ତମାମ ଜିଲାର ବିଭିନ୍ନ ଅଞ୍ଚଳକୁ ପନିପରିବା ଯୋଗାଣ କରିଥାଏ। ବର୍ତ୍ତମାନ ଏହି ଗଁାରେ ପ୍ରାୟ ୮୦ ଏକର ଜମିରେ ପନିପରିବା ଚାଷ…
ଭୀମ ଭୋଇଙ୍କ ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ଦାବି
ସୋନପୁର,୬l୪(ନି. ପ୍ର ): ସୁବର୍ଣ୍ଣପୁର ଜିଲା ଖଲିଆପାଲି ସ୍ଥିତ ସନ୍ଥ କବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ପାଇଁ ଦାବି ହୋଇଛି। ସେହିଭଳି ପୀଠ ନିକଟରେ ଏକ ଗବେଷଣାକେନ୍ଦ୍ର ପ୍ରତିଷ୍ଠା ଓ ସୁବର୍ଣ୍ଣପୁର ଜିଲାକୁ…
‘ମାଟିଯାତ୍ରା’ରେ ପ୍ରକୃତିର ଉପାସନା
ଉମରକୋଟ, ୬।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଅଧିବାସୀମାନେ ବର୍ଷ ତମାମ ବିଭିନ୍ନ ପର୍ବପର୍ବାଣି ଓ ଯାନି ଯାତ୍ରା ବହୁ ନିଆରା ଢଙ୍ଗ ରେ ପାଳନ କରନ୍ତି। ଆଦିବାସୀମାନେ ପ୍ରକୃତିର ଉପାସକ ହୋଇଥିବାରୁ ପ୍ରକୃତି ଭିତରେ ମଧ୍ୟ ଈଶ୍ୱରଙ୍କ ଉପସ୍ଥିତିକୁ ବିଶ୍ୱାସ…
ସ୍ପେଶାଲ ଅଲିମ୍ପିକ୍ସ କୃତୀ ଆଥ୍ଲେଟ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ନିକଟରେ ଆମିଟି ୟୁନିଭର୍ସିଟି ଆନୁକୂଲ୍ୟରେ ଆୟୋଜିତ ସାଇକ୍ଲିଂ ଜାତୀୟ ଚାମ୍ପିୟନଶିପ୍ ଏବଂ ରୋଲର ସ୍କେଟିଂରେ ପଦକ ହାସଲ କରିଥିବା ସ୍ପେଶାଲ ଅଲିମ୍ପିକ୍ସ ଭାରତର ଓଡ଼ିଶା ଆଥ୍ଲେଟଙ୍କୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବର୍ଦ୍ଧିତ କରିଛନ୍ତି। ପ୍ରତିଯୋଗିତାର…
ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ଘେରିଲେ ଗ୍ରାମବାସୀ
ପାପଡ଼ାହାଣ୍ଡି୬।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟରେ ସ୍ବଚ୍ଛ ଭାରତ ଯୋଜନା ନାମରେ ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ବୁଧବାର ଘେରିଛନ୍ତି ଗ୍ରାମବାସୀ। ବ୍ୟକ୍ତିଙ୍କ କାର୍ଯ୍ୟାକଳାପରେ ବିଶ୍ୱାସ ନ କରି ତାଙ୍କୁ ଅଟକ ରଖି ଗ୍ରାମବାସୀ ପୋଲିସ ଓ ସରପଞ୍ଚଙ୍କୁ…
Archives


