Home Left

ବିଶ୍ୱାସଭାଜନ ହୋଇପାରୁ ନାହାନ୍ତି ବିରୋଧୀ

ଯାଜପୁର,୧୭ା୭ (ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଗତ ୨୩ ବର୍ଷ ହେଲା ତୃଣମୂଳସ୍ତରରୁ ଶକ୍ତିଶାଳୀ। ବିଜେଡି ସରକାରଙ୍କ ନୀତି ଓ ଆଦର୍ଶ ଭଲ ବୋଲି ଏଯାଏ ଦଳୀୟ ନେତା, କର୍ମୀମାନେ କହି ବୁଲୁଛନ୍ତି। ୨୦୨୨ ପଞ୍ଚାୟତ…

ଦ୍ୱିତୀୟ ଟେଷ୍ଟରେ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଡୋମିନିକା,୧୭।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଥିବା ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ ଜିତି ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ୱେଷ୍ଟଇଣ୍ଡିଜ ଏବଂ ଭାରତ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ୨୦ ଜୁଲାଇଠାରୁ ତ୍ରିନିଦାଦରେ ଖେଳାଯିବ। ତ୍ରିନିଦାଦରେ…

କମ୍‌ ବୃଷ୍ଟିପାତ: ପଛେଇଛି ଚାଷକାମ

ଖୋର୍ଦ୍ଧା,୧୭ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଏପର୍ଯ୍ୟନ୍ତ ସ୍ବାଭାବିକ ବୃଷ୍ଟିପାତଠାରୁ କମ୍‌ ପରିମାଣର ବର୍ଷା ହୋଇ ଥିବାରୁ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହେବା ନେଇ ଆଶଙ୍କା ଦେଖାଦେଇଛି। ପ୍ରତିବର୍ଷ ପ୍ରାୟ ଜୁନ ୧୪ ବେଳକୁ ଓଡ଼ିଶାରେ ମୌସୁମୀ ଆସିଥାଏ। ଚାଷୀ ମୌସୁମୀ ଆଗମନ ପୂର୍ବରୁ…

ଶୁବମନ ଗିଲ୍‌ଙ୍କ ପାଇଁ ସତର୍କ ଘଣ୍ଟି

ଡୋମିନିକା,୧୭।୭: ୱେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତ ଇନିଂସ ଏବଂ ୧୪୧ ରନ୍‌ରେ ବିଜୟୀ ହୋଇ ସିରିଜ ୧-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିଥିବା ଯଶାସ୍ବ…

କୂଅ ସଫା କରିବା ସମୟରେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

ପୁରୁଷୋତ୍ତମପୁର,୧୭ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଶିଖରପୁର ଗ୍ରାମରେ ରବିବାର ସନ୍ଧ୍ୟାରେ କୂଅ ସଫାକରିବା ବେଳେ ଏଥିରେ ନିୟୋଜିତ ଶ୍ରମିକଙ୍କ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡ଼ା ଗ୍ରାମର…

ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧୭।୭ (ବନ୍ଦନା ସେଠୀ): ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିବ ୟୁନିଟ-୨ ସ୍ଥିତ ମାର୍କେଟ ବିଲ୍ଡିଂ। ସ୍ଥାୟୀ ଅସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ଥିବା ବିବାଦ ତୁଟୁ ନ ଥିବାବେଳେ ଏନେଇ ବିଏମ୍‌ସି କୌଣସି ଦୃଢ଼ ପଦକ୍ଷେପ ନେଉନାହିଁ। ଫଳରେ ମାର୍କେଟ…

ବିଶ୍ୱର ସବୁଠୁ ମହଙ୍ଗା ଦେଶ

ବିଶ୍ୱ ପରିସଂଖ୍ୟାନର ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ବିଶ୍ୱର ସବୁଠୁ ଦାମୀ ଦେଶ ବିଷୟରେ କୁହାଯାଇଛି। ଅନେକ ଲୋକ ଭାବିଥିବେ ଯେ, ଦୁନିଆର ସବୁଠୁ ଦାମୀ ଦେଶ ଆମେରିକା କିମ୍ବା ବ୍ରିଟେନ ଥିବ। କିନ୍ତୁ ଏହା ନୁହେଁ। ବରମୁଡା…

ମାଛଗାଁ କେନାଲ ଭାଙ୍ଗି ତରିକୁନ୍ଦ, ଦଳେଇଘାଇ ନିକଟରେ ଘାଇ

ଜଗତ୍‌ସିଂହପୁର,୧୭ା୭(ପ୍ରମୋଦ ନାୟକ): ବିରିବାଟୀଠାରୁ ଜଗତ୍‌ସିଂହପୁର ଦେଇ ଲମ୍ବିଥିବା ମାଛଗାଁ କେନାଲର ତରିକୁନ୍ଦ ଓ ଦଳେଇଘାଇ ନିକଟରେ ଯଥାକ୍ରମେ ୨୦ ଓ ୧୫ ଫୁଟର ଘାଇ ହୋଇଛି। ଫଳରେ ଜଗତ୍‌ସିଂହପୁର-କନ୍ଦରପୁର ୫୫ ନଂ. ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚରେ ଜଳ ପ୍ରବାହିତ…

ଲୋକେ କାମ ପାଇଁ ହିଁ ଚିହ୍ନନ୍ତୁ

ଗତ କିଛି ବର୍ଷ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ପରିଚିତ ନାମ ହେଉଛି ଅଭିନେତା ଦ୍ୱୀପନ୍ବିତ ଦାଶମହାପାତ୍ର। ୨୦୧୪ରୁ ଆରମ୍ଭ ହୁଏ ତାଙ୍କର ନାଟକରେ ଯାତ୍ରା। ରାଜ୍ୟ ଓ ବାହାରେ ଅନେକ ମଞ୍ଚ ନାଟକ ପ୍ରଦର୍ଶନ କରି ଦର୍ଶକଙ୍କ ମନ…

କୁଲୁରେ ବାଦଲ ଫାଟିବାରୁ ଜଣେ ମୃତ ୩ ଆହତ

କୁଲୁ,୧୭।୭: ହିମାଚଳ ପ୍ରଦେଶର କୁଲୁରେ ବାଦଲ ଫାଟିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା କୁଲୁ ଜିଲାର କୟାସ ଗ୍ରାମରେ ସୋମବାର ଭୋର ୪ଟାରେ ହୋଇଥିବା ପ୍ରଶାସନ କହିଛି। କୁଲୁ…

ଉଦ୍ଧବ ଠାକ୍‌ରେଙ୍କ ହାତ ଛାଡିଲେ ଆଉ ଜଣେ ନେତା

ମୁମ୍ବାଇ,୧୭।୭: ଶିବସେନା (ୟୁବିଟି) ସଭାପତି ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ଚିଞ୍ଚୱାଡର ରାହୁଲ କଲାଟେ ଉଦ୍ଧବଙ୍କ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନାରେ ଯୋଗଦେବେ। ରାହୁଲଙ୍କ ସହ ଅନେକ ୟୁବିଟି କର୍ମୀ ମଧ୍ୟ ଶିବସେନାରେ ଯୋଗଦେବେ। ରାହୁଲ କାଲାଟେ ଆଜି…

ହୁମ୍ମା ଓଭରବ୍ରିଜ କାମ ଅଧାପନ୍ତରିଆ, ବଢୁଛି ଦୁର୍ଘଟଣା

ଛତ୍ରପୁର,୧୭ା୭(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥର ହୁମ୍ମା ଛକଠାରେ ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଅଧାରୁ ବନ୍ଦ ରହିଛି। ଫଳରେ ଏହା ଦୁର୍ଘଟଣା ହଟସ୍ପଟ ସ୍ଥାନ ହୋଇଛି। ବ୍ରହ୍ମପୁର- ଭୁବନେଶ୍ୱରକୁ ଯାତାୟାତ ପାଇଁ ଏନଏଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?