କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ
ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। NCP ର ମୁଖ୍ୟ ଶରଦ ତାଙ୍କ ଦଳ କଂଗ୍ରେସ ସହିତ ମିଶ୍ରଣ ହେବାକୁ…
ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା
ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ ଗ୍ରାମରେ। ଗ୍ରାମର ଦୁର୍ଗା ନାଏକଙ୍କ ୧୫ ବର୍ଷ ଝିଅ ରୁନୁ ଗୁରୁବାର ସକାଳେ…
ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାର ତଦନ୍ତ ପାଇଁ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି। ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି.…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା ଆଜି ସକାଳେ ଛାତରୁ ପଡ଼ି ମୃତ୍ୟୁ ବରଣ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ ଆଇଆରଆଇଏଲ କମ୍ପାନୀ ଫିଡିଙ୍ଗ ପ୍ଲାଣ୍ଟରେ ମେଶିନ ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି…
କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…
ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଅଛନ୍ତି। ଆମେରିକୀୟ ସେନା ବୁଧବାର…
ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା
ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ ଜନଜାତିଙ୍କ ବାଧକ ସାଜିଛି ଦାରିଦ୍ର୍ୟ। ଯେଉଁ ବୟସରେ ପିଲାମାନେ ପାଠ ପଢିବା କଥା…
ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…
ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତାଙ୍କ ଦଳ ଲସ ଆଞ୍ଜେଲସ ନାଇଟ ରାଇଡର୍ସ ପାଇଁ ଷ୍ଟାଡିୟମ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି ଅଧୀନରେ ରହି ଆସିଛି । ଏଥିରେ କିଛି ବୈଷୟିକ ତ୍ରୁଟି ଓ ପରିଚାଳନାଗତ…
ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…
ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି ଯାହା ବ୍ୟାପକ ଉତ୍ତେଜନା ସୃଷ୍ଟି କରିଛି। ସିକନ୍ଦରାବାଦ ପୋଲିସ ରିପୋର୍ଟ କରିଛି ଯେ…
ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡ ଜଳାର୍ଣ୍ଣବ ହୋଇ ପଡୁଛି। ଡ୍ରେନେଜ ବ୍ୟବସ୍ଥା ଠିକ ନ ଥିବା ଯୋଗୁ…

