ବିଜ୍ଞାନ ଜ୍ଞାନ ବଢ଼ାଉଛି ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର
ଢେଙ୍କାନାଳ ଅଫିସ,୨୮ା୨ (ରତନ ନାୟାର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ ପକ୍ଷରୁ ଗୋଟିଏ ଲେଖାଏ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଏବଂ ଜିଲା ବିଜ୍ଞାନ କେନ୍ଦ୍ର ମହାରାଷ୍ଟ୍ର ଓ ଓଡ଼ିଶାରେ ସ୍ଥାପନ କରାଯାଇଛି। ସେହିପରି…
ଚୋରି ହୋଇଥିବା ନଗରପାଳଙ୍କ ଟ୍ରକ୍ ଜବତ
ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଟ୍ରକ୍ ଅମଲାପଡ଼ା ୬ଷ୍ଠ ଲେନ୍ରୁ ଚୋରି ହୋଇଥିବା ବେଳେ ତାହାକୁ ପୋଲିସ ଅନ୍ୟସ୍ଥାନରୁ ଜବତ କରିଛି। ପୋଲିସ କହିଛି, ଟ୍ରକ୍ ଚୋରି ସମ୍ପର୍କରେ ଅଭିଯୋଗ ପରେ ନଂ. ୧୦୨/୨୩ରେ ମାମଲା…
ଗିରଫଦାରୀ ବିରୋଧରେ ସୁପ୍ରିମକୋର୍ଟ ଗଲେ ମନୀଷ ସିସୋଡିଆ
ନୂଆଦିଲ୍ଳୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ପାଞ୍ଚ ଦିନିଆ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ତାଙ୍କ ଓକିଲ ଅଭିଷେକ ମନୁ ସିଂଘବୀ ଗିରଫଦାରୀ ବିରୋଧରେ ଏବଂ ସିବିଆଇର କାର୍ଯ୍ୟାନୁଷ୍ଠାନ ବିରୋଧରେ ଏକ…
ପିକ୍ଅପ୍ ଭ୍ୟାନ-ବାଇକ ଧକ୍କା: ବାଇକ ଆରୋହୀ ମୃତ
ନୟାଗଡ଼ ଅଫିସ,୨୮।୨: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ ଚକ୍ରଧରପୁର ନିକଟସ୍ଥ ପେଟ୍ରୋଲ ପମ୍ପ ରାଜପଥରେ ପେଟ୍ରୋଲ ପମ୍ପ ନିକଟରେ ପିକ୍ଅପ୍ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।…
ଗାଁକୁ ରାସ୍ତା ସଂଯୋଗ ଦାବି
ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ଦେଇ ଯାଉଥିବା ନଂ ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ପରେ ଉଭୟ ପାର୍ଶ୍ୱରେ ଥିବା ଲୋକମାନେ ଅଡ଼ୁଆରେ ପଡ଼ୁଛନ୍ତି। ଏଭଳି କି ଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି…
ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍ ଆନନ୍ଦିନୀ
ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି।…
ସମାଧାନ ବୈଠକ ପରେ ମୁଥ ମରାମରି
ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ବିପକ୍ଷବାଦୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏପରି କି ସମାଧାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଉଭୟ…
ଅସଲ ଦୁର୍ନୀତି ସାମ୍ନାକୁ ଆସିଲେ କେଜ୍ରିୱାଲ-ସିସୋଡିଆ ଆଖି ମିଶାଇ ପାରିବେ ନାହିଁ: କପିଲ ମିଶ୍ର
ନୂଆଦିଲ୍ଳୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ପ୍ରସଙ୍ଗରେ ଗତ କିଛି ଦିନ ହେବ ଦେଶର ରାଜଧାନୀରେ ଚାଲିଥିବା ଉତ୍ତେଜନା ଥମିବାର ନାମ ନେଉନାହିଁ। ଏହି ପ୍ରସଙ୍ଗରେ ଭାଜପା ନେତା କପିଲ ମିଶ୍ର ପୁଣି ଥରେ ସକ୍ରିୟ ହୋଇପଡିଛନ୍ତି। ଲଗାତାର ଦ୍ୱିତୀୟ ଦିନ ପାଇଁ…
୨ ଯୁବକଙ୍କ ନାଁରେ ମାମଲା
ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ…
କୋର୍ଟଙ୍କ କେତେକ ସର୍ତ୍ତ ପରେ ରିମାଣ୍ଡରେ ଗଲେ ସିସୋଡିଆ
ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ମଦ ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ରୋଜ ଏଭିନ୍ୟୁ କୋର୍ଟ ୫ ଦିନିଆ ରିମାଣ୍ଡରେ ପଠାଇଛି। ତେବେ ରିମାଣ୍ଡରେ ସିସୋଡିଆଙ୍କୁ ସବୁବେଳେ ସିସିଟିଭି ନଜର ରଖାଯିବା ପାଇଁ ସ୍ବତନ୍ତ୍ର ସିବିଆଇ କୋର୍ଟର ବିଚାରପତି ଏମ୍.କେ ନାଗପାଲ ନିର୍ଦ୍ଦେଶ…
ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ପଠାଇଲେ ପ୍ରଶଂସକ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଣ ଠାକୁର ଦର୍ଶକଙ୍କୁ ଅନେକ ହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍ ପସନ୍ଦ କରନ୍ତି। ଅଭିନେତ୍ରୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ଅନେକ ସମୟରେ ଫଟୋ ଏବଂ ଭିଡିଓ ଶେୟାର…
ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍ଟ
ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…
Archives


