Home Left

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦିଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ କିଡନୀ ସମ୍ବନ୍ଧୀୟ ସମସ୍ୟା ହେତୁ ପ୍ରହ୍ଲାଦଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କର ୫ ଭଉଣୀଭାଇ ଅଛନ୍ତି। ପ୍ରହ୍ଲାଦ ଚତୁର୍ଥ…

ଟିଏମ୍‌ସି ଟୁଇଟର୍‌ ହ୍ୟାଣ୍ଡେଲ୍‌ ହ୍ୟାକ୍‌

କୋଲକାତା,୨୮।୨: ତୃଣମୂଳ କଂଗ୍ରେସର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟ ମଙ୍ଗଳବାର ହ୍ୟାକ ହୋଇଛି। ହ୍ୟାକର୍‌ଙ୍କ ଦ୍ୱାରା ଟିଏମସିର ଟୁଇଟର୍‌ ଆକାଉଣ୍ଟର ପ୍ରୋଫାଇଲ ଫଟୋ ଏବଂ ନାମ ବଦଳାଇ ଦିଆଯାଇଛି। ଟୁଇଟର୍‌ ହ୍ୟାଣ୍ଡେଲର ନାମ ‘ୟୁଗ ଲ୍ୟାବ’ ରଖାଯାଇଛି। ୟୁଗ ଲ୍ୟାବ ହେଉଛି ଏକ…

ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ

ଯୋଡ଼ା,୨୮ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ରହିଥିବା ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।…

ଈଶାଣପୁରରେ ହେବ ଅଣ୍ଡର ପାସ୍‌

ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ…

ଭାରତୀୟ ଦଳରୁ ମାତ୍ର ଜଣେ

ଦୁବାଇ,୨୮।୨: ମହିଳା ଟି-୨୦ ବିଶ୍ୱକପ ଶେଷ ହୋଇଛି। କେପଟାଉନରେ ଖେଳାଯାଇଥିବା ଫାଇନାଲରେ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ୧୯ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ଟାଇଟଲ ଜିତିଥିଲା। ଅଷ୍ଟ୍ରେଲୀୟ ମହିଳା ଦଳ ଷଷ୍ଠ ଥର ପାଇଁ ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ବର୍ତ୍ତମାନ…

ମାତୃତ୍ୱ ପରେ ଦୀପ୍ତିଙ୍କୁ ଦ୍ୱିତୀୟ ସୁଯୋଗ

ମୁମ୍ବାଇ,୨୮ା୨: ସ୍ମୃତି ମନ୍ଧାନାଙ୍କ ସହିତ ନିଜର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଭାରତୀୟ ଦଳରୁ ବାଦ ପଡିଥିଲେ। ବିବାହ କରି ଗୋଟିଏ ସନ୍ତାନର ମା’ ହୋଇ ସାରିଥିବା ବେଳେ ସ୍ନେହା ଦୀପ୍ତିଙ୍କୁ ମିଳିଛି କ୍ୟାରିୟରରେ ଦ୍ୱିତୀୟ ସୁଯୋଗ।…

ଅନ୍‌ଲାଇନ୍‌ ଚେସ୍‌: କର୍ତ୍ତବ୍ୟ ଚାମ୍ପିୟନ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ନଳିନୀ ରାଜଗୁରୁ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଗୁଜରାଟର କର୍ତ୍ତବ୍ୟ ଅନାଡକଟ୍‌ ଚାମ୍ପିୟନ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ କର୍ତ୍ତବ୍ୟ ୩୧ଟି ମ୍ୟାଚ୍‌ ଖେଳି ୧୯ଟି ଜିତିଥିବାବେଳେ…

ମୁନୀ ଜାଏଣ୍ଟ୍ସ ଅଧିନାୟିକା

ମୁମ୍ବାଇ, ୨୮।୨: ମାର୍ଚ୍ଚ ୪ରୁ ଆରମ୍ଭ ହେବାକୁ ଯାଉଥିବା ଓମେନ୍ସ ପ୍ରିମିୟର ଲିଗ୍‌ ପାଇଁ ଗୁଜରାଟ ଜାଏଣ୍ଟ୍ସ ଦଳର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିକଟ ଅତୀତରେ ସ୍ଥିର ପ୍ରଦର୍ଶନ ଦେଇ ଆସିଥିବା ଅଷ୍ଟ୍ରେଲିଆର ବେଥ୍‌ ମୁନୀଙ୍କୁ ଦଳର ଅଧିନାୟିକା ଘୋଷଣା…

ମେଘାଳୟରେ ଭୂକମ୍ପ ଝଟ୍‌କା

ଶିଲଂ,୨୮।୨: ମେଘାଳୟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରହିଛି। ଏହାପୂର୍ବରୁ ଆଜି ସକାଳୁ ମଣିପୁରରେ ମଧ୍ୟ ୩.୨ ତୀବ୍ରତାର ଭୂକମ୍ପ ଝଟ୍‌କା ଲାଗିଥିଲା।

ଇତିହାସ ରଚିଲେ କେନ ୱିଲିୟମସନ

ଅକଲାଣ୍ଡ,୨୮।୨: ନ୍ୟୁଜିଲାଣ୍ଡର କେନ ୱିଲିୟମସନ ରସ ଟେଲରଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟରେ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ ୱିଲିୟମସନ ୧୩୨ ସ୍କୋର କରିଥିଲେ। ୱିଲିୟମ୍ସନ ୨୯…

୧୦ ବର୍ଷରେ ୧୧ ଫ୍ଲପ ଫିଲ୍ମ ଦେଇଛନ୍ତି ଇମରାନ ହାସମି

ମୁମ୍ବାଇ: ଦୀର୍ଘ ପ୍ରାୟ ୩ ବର୍ଷ ପରେ ପୁଣିଥରେ ବଡ ପରଦାକୁ ଫେରିଛନ୍ତି ବଲିଉଡର ଚକୋଲେଟ ବୟ ଇମରାନ ହାସମି । ଫିଲ୍ମ ‘ସେଲଫି’ ଜରିଆରେ ସେ ଦର୍ଶକଙ୍କୁ ମନୋରଞ୍ଜନ ଦେବାକୁ ଆସିଛନ୍ତି । ହେଲେ ଏହି ମୁଭିକୁ ଦର୍ଶକେ ଏତେଟା…

କାର୍ଯ୍ୟଦିବସରେ ଅଫିସର, କର୍ମଚାରୀ ଅନୁପସ୍ଥିତ

ନୟାଗଡ଼ ଅଫିସ,୨୮।୨:ନୟାଗଡ଼ରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ, ଜିଲା ଶ୍ରମ ଅଧିକାରୀ, ଅତିରିକ୍ତ ଜିଲା ଶ୍ରମ ଅଧିକାରୀ ଓ କର୍ମଚାରୀ ସୋମବାର କାର୍ଯ୍ୟ ଦିବସରେ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ମାସର ବିଭିନ୍ନ କାର୍ଯ୍ୟଦିବସରେ ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri