Home Left

ଆଇଟିଆଇ, ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୫ା୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି କରିବା ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ…

ମିଥ୍ୟା ବିଲ୍‌ କରି ଟଙ୍କା ହଡ଼ପ ଅଭିଯୋଗ

ବଇଣ୍ଡା, ୫ା୪ (ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ସାନହୁଲା ହାଇସ୍କୁଲ ଖେଳପଡିଆର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରା ନ ଯାଇ ମିଥ୍ୟା ବିଲ୍‌ କରି ଟଙ୍କା ହଡପ କରାଯାଇଥିବା ବଡ଼ବର ଗ୍ରାମର ଦୁର୍ଯ୍ୟୋଧନ ସାହୁ ସୋମବାର ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି। ଏହାର…

ସମ୍ପାଦକଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ,୫।୪(ସ୍ବ.ପ୍ର.): ସମବାୟ ସମିତିରେ ଧାନକିଣା ହେରଫେରକୁ ନେଇ କେନ୍ଦ୍ରାପଡ଼ା ଏଆରସିଏସ୍‌ ସମବାୟ ସମ୍ପାଦକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଆପରାଧିକ ମାମଲା ରୁଜୁ କରିବାକୁ ସମବାୟ ସଭାପତିଙ୍କୁ ଚିଠି କରିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ କ୍ରମାଗତ ଧାନକିଣାରେ ଦୁର୍ନୀତି,…

‘ମହିଳାଙ୍କ ସ୍ବାବଲମ୍ବୀ ପାଇଁ ମିଶନ ଶକ୍ତି କାଫେ ଏକ ବଳିଷ୍ଠ ମାଧ୍ୟମ’

ରଘୁନାଥପୁର,୫।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାପାଳ ପାରୁଲ ପଟୱାରି, ଉପଜିଲାପାଳ ମହେନ୍ଦ୍ର କୁମାର ମଲ୍ଲିକ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲା ପରିଷଦ ରୁଦ୍ରନାରାୟଣ ଦାଶ ମଙ୍ଗଳବାର ନୂତନ ଭାବେ ଖୋଲାଯାଇଥିବା ଅନ୍ନପୂର୍ଣ୍ଣା ମିଶନଶକ୍ତି କାଫେ ପରିଦର୍ଶନରେ ଆସିିଛନ୍ତି। ରଘୁନାଥପୁର ବ୍ଲକ ମହିଳା ମହାସଂଘ…

ଅସ୍ଥାୟୀ ମଣ୍ଡପରେ ବିଜେ ହେଲେ ମା’ ସାଆନ୍ତାଣୀ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାରରୁ ଆରମ୍ଭ ହୋଇଛି। ଦେଶୀ ବେହେରା ସାହିଠାରେ ଅସ୍ଥାୟୀ ମଣ୍ଡପରେ ସାଜସଜ୍ଜା ସରିଥିଲା। ମା’ଙ୍କ ଆଗମନ ନେଇ ମଙ୍ଗଳବାର ପୂର୍ବାହ୍ନରେ ଦେଶୀ ବେହେରାସାହିଠାରେ ସକାଳ ୮ଟାରେ ଧେଣ୍ଡୁରା…

ଅନ୍‌ଲାଇନ୍‌ ସେବା ପାଇଁ ଚଢ଼ୁଛନ୍ତି ପାହାଡ଼

ନୂଆଗଡ଼/ଆର.ଉଦୟଗିରି,୫ା୪: ରାଜ୍ୟରେ ସହରାଞ୍ଚଳମାନଙ୍କରେ ୫-ଜି ମୋବାଇଲ ସେବା ଚାଲୁ ରହିଥିବା ବେଳେ ଗ୍ରାମାଞ୍ଚଳରେ ମିଳୁନି ମୋବାଇଲ ସେବା। ଗାଁ ଗହଳିରେ ମୋବାଇଲ ଟାୱାର ହେବ ବୋଲି ସରକାର ଘୋଷଣା କରିଥିଲା ବେଳେ ଗ୍ରାମାଞ୍ଚଳବାସୀଙ୍କୁ ଉପହାସ ଭଳି ହେଉଛି। ଏମିତି ଘଟଣା ଦେଖିବାକୁ…

ବେସରକାରୀ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଧାରଣା

ଭୁବନେଶ୍ୱର,୫।୪(ବ୍ୟୁରୋ): ୪ ଦଫା ଦାବି ନେଇ ରାଜ୍ୟର ବିଭିନ୍ନ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବେସରକାରୀ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପେନ୍‌ସନ୍‌ ପ୍ରଦାନ ସହ…

ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କ ଦାବି ପୂରଣ ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ ଶିକ୍ଷକ ଦୀର୍ଘଦିନ ଧରି ସ୍ଥାୟୀ ନିଯୁକ୍ତି ଦାବି କରିଆସୁଛନ୍ତି। ବାରମ୍ବାର ଧାରଣା, ବିକ୍ଷୋଭ ଓ ଆଲୋଚନା ସତ୍ତ୍ୱେ କିଛି ସୁଫଳ ନ ମିଳିବାରୁ ଗତ ୧ ତାରିଖରେ ଓଡ଼ିଶା ସରକାରୀ…

ଚର୍ମବିଣ୍ଡି ରୋଗ ନେଇ ଲାଗିବ କଟକଣା

ଭୁବନେଶ୍ବର, ୫।୪(ବ୍ୟୁରୋ): ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଗତବର୍ଷ ସେପ୍ଟେମ୍ବରରୁ ଚର୍ମବିଣ୍ଡି ରୋଗ ଦେଖାଦେଇଛି। ବର୍ତ୍ତମାନ ସ୍ଥିତିରେ ଗୋମହିଷାଦିଙ୍କ କିଣାବିକା ଏବଂ ରାଜ୍ୟ ଭିତରେ ବାହାରେ ହେଉଥିବା ପରିବହନ ଉପରେ ଲଗାଯାଇଥିବା କଟକଣା ଉଠାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ…

ଗଞ୍ଜାମ ଜିଲାରେ ଖୋଲିବ ୩ ଟ୍ରମା କେୟାର ସେଣ୍ଟର

ଛତ୍ରପୁର,୫ା୪(ଡି.ଏନ୍‌.ଏ): ୨୦୨୨ରେ ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ଓଡିଶାରେ ସର୍ବାଧିକ ରହିଛି। ଠିକ୍‌ ସମୟରେ ଦୁର୍ଘଟଣାରେ ଆହତଙ୍କୁ ଆବଶ୍ୟକୀୟ ଚିକିସତ୍। ଏବଂ ଏଥିପାଇଁ ଆବଶ୍ୟକ ପଡୁଥିବା ହସ୍ପିଟାଲରେ ଭର୍ତ୍ତି କରାଇବାରେ ବିଳମ୍ବ ଯୋଗୁଁ ମଧ୍ୟ ମୃତ୍ୟୁ ସଂଖ୍ୟା ବଢୁଛି। ସଡ଼କ…

ମୃତ ଶିଶୁକନ୍ୟାକୁ ୧୦ କି.ମି. ବୋହିଲେ ବାପା

ପାତ୍ରପୁର,୫।୪(ଡି.ଏନ୍‌.ଏ): ଗଁାକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ନ ଯାଇପାରିବା ଫଳରେ ମୃତ ଦେଢ଼ବର୍ଷର ଝିଅକୁ ଡାକ୍ତରଖାନାରୁ ଦୀର୍ଘ ୧୦ କି.ମି. କାନ୍ଧରେ ବୋହି ନେଇଛନ୍ତି ବାପା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକରେ। ପାତ୍ରପୁର…

ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ କରି ଏଥିରେ ସଂପୃକ୍ତ ଥିବା ଜଣେ ଯୁବତୀ ସମେତ ୩ଜଣଙ୍କୁ ଗିରଫ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri