Home Left

ଭିଟାମାଟି ହରାଇ ବିସ୍ଥାପିତ ନିରାଶ୍ରୟ

ଯୋଡ଼ା,୫ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ବାସୁଦେବପୁରଠାରେ ନିର୍ମାଣାଧୀନ କାନପୁର ବୃହତ ଜଳସେଚନ ପ୍ରକଳ୍ପର ବୁଡ଼ି ଅଞ୍ଚଳ ଭାବେ ଚିହ୍ନଟ କରାଯାଇଥିବା ବିଲେଇ ପଦା ଗ୍ରାମର ୨୨ଟି ଘରକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ତେବେ ଘର ନିର୍ମାଣ…

ବଜ୍ରପାତରେ ୧୨ ଛେଳି ମୃତ

ଆସିକା/ଦିଗପହଣ୍ଡି/କବିସୂର୍ଯ୍ୟନଗର, ୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ବ୍ଲକର ରିଷିପୁର ଗ୍ରାମ ଉପକଣ୍ଠରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହେବାରୁ ୧୨ ଛେଳିଙ୍କର ମୃତ୍ୟୁ ଘଟିଥିଲା ବେଳେ ୪ ଦଣ୍ଡୁଆଙ୍କ ସମେତ ୧୨ ଜଣ ଆହତ ହୋଇଛନ୍ତି। ରିଷିପୁର ଗ୍ରାମ ଉପକଣ୍ଠରେ ବାଲିଛାଇ…

ଚାକିରି ଦେବା ନାଁରେ ଠକେଇ, ୫ ଗିରଫ

ବାଲେଶ୍ୱର ଅଫିସ, ୫।୪: ବିଭିନ୍ନ ବିଭାଗରେ ଚାକିରି କରାଇଦେବା ନଁାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ୫ଜଣଙ୍କୁ ବାଲେଶ୍ୱର ସହଦେବଖୁଣ୍ଟା ଥାନା ପୋଲିସ ମଙ୍ଗଳବାର ଗିରଫ ପରେ କୋର୍ଟଚାଲାଣ କରିଛି। ସେମାନଙ୍କ ନିକଟରୁ ୩ଲକ୍ଷ ୯ହଜାର ନଗଦ ଟଙ୍କା, ୧୦ଲକ୍ଷ…

ପୁରୀରେ ପହଞ୍ଚିଲା ୮୨୦୦ ଇଭିଏମ୍‌

ପୁରୀ ଅଫିସ, ୫।୪: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ହାଇଦ୍ରାବାଦ ପ୍ରୋସେସିଂ ୟୁନିଟ୍‌ରୁ ୬ଟି ଟ୍ରକ ଯୋଗେ ୮୨୦୦ଟି ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଆସି ମଙ୍ଗଳବାର ପୁରୀରେ ପହଞ୍ଚତ୍ଛି। ଏଥିରେ ୪୧୦୦ଟି ବାଲାଟ…

ଧୋତି ପିନ୍ଧାଇଲା ପୌରପାଳିକା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଟ ଚୌଧୁରୀଙ୍କ ନବନିର୍ମିତ ପ୍ରତିମୂର୍ତ୍ତିର ପୋଷାକକୁ ନେଇ ବିବାଦ ଦେଖାଦେବା ପରେ ତୁରନ୍ତ ତ୍ରୁଟି ସଂଶୋଧନ କରିଛି ପୌରପାଳିକା। ଅନୁଗୋଳ ପୌର କର୍ତ୍ତୃପକ୍ଷ ଏ ନେଇ ସୋମବାର କ୍ଷମାପ୍ରାର୍ଥନା…

‘ମମ ଶବ୍ଦବିଶ୍ୱମ୍‌’ ଲୋକାର୍ପିତ

ଭୁବନେଶ୍ୱର,୫।୪(ବ୍ୟୁରୋ): ଶବ୍ଦ ହେଉଛି ବ୍ରହ୍ମ। ଶବ୍ଦବ୍ରହ୍ମର ଉପାସନା ହେଉଛି ଶୀର୍ଷସ୍ତରୀୟ ସାଧନା। ଯେଉଁମାନେ ଏହି ସାଧନାରେ ସିଦ୍ଧହସ୍ତ, ସେମାନେ ଯୋଗଜନ୍ମା ଓ ଆମ ସମସ୍ତଙ୍କର ନମସ୍ୟ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପ୍ରକାଶ କରିଛନ୍ତି। ମଙ୍ଗଳବାର ରାଜଭବନରେ ଉଚ୍ଚ ଶିକ୍ଷା…

ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସର ମେକ୍ସିକୋରୁ ଗିରଫ

ନୂଆଦିଲ୍ଲୀ, ୫ା୪ : ଦିଲ୍ଲୀର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ୍‌ ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସରଙ୍କୁ ମେକ୍ସିକୋରେ ଗିରଫ କରାଯାଇଛି ଓ ଆସନ୍ତା ସପ୍ତାହରେ ଭାରତ ଅଣାଯିବ। ଫେଡେରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ (ଏଫ୍‌ବିଆଇ) ସହାୟତାରେ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବକ୍ସରଙ୍କୁ…

ଆମ୍ବୁଲାନ୍ସକୁ ଅବରୋଧ କଲା ଭାଜପା ନେତାଙ୍କ କାର୍‌

ଲକ୍ଷ୍ନୌ, ୫ା୪: ଉତ୍ତରପ୍ରଦେଶର ସୀତାପୁର ଜିଲାରେ ଭାଜପା ନେତା ଉମେଶ ମିଶ୍ରାଙ୍କ କାର୍‌ ରାସ୍ତା ଅବରୋଧ କରିବାରୁ ଆମ୍ବୁଲାନ୍ସ ହସ୍ପିଟାଲ ଯାଇ ନ ପାରି ରୋଗୀଙ୍କ ମୃତ୍ୟୁ ଘଟିଛି। ନେତାଙ୍କ ଅବହେଳା ପାଇଁ ରୋଗୀଙ୍କ ମୃତ୍ୟୁ ଘଟିଲା ବୋଲି ପରିବାର ପକ୍ଷରୁ…

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ ଏବଂ ଅଣଛାତ୍ର ଜାଲ୍‌ ସାର୍ଟିଫିକେଟ କିଣି ସରକାରୀ ଚାକିରି ହାତେଇଛନ୍ତି। ବାରମ୍ବାର ଅଭିଯୋଗ…

ଟ୍ରକ୍‌ ଚାପାରେ ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଜାରି

ବଡବିଲ,୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ୧୦ନଂ ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଖୋଲୁଖୋଲୁ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ରାତି ପ୍ରାୟ ୮ ଟା ସମୟରେ ଭାରୀ ଯାନ ପାଇଁ ଲାଗୁ ହୋଇଥିବା ନୋ ଏଣ୍ଟ୍ରିକୁ ବ୍ୟକ୍ତି…

ଡିସିକୁ ଉତ୍ସାହିତ କରିବାକୁ ଷ୍ଟାଡିୟମରେ ରିଷଭ ପନ୍ତ

ନୂଆଦିଲ୍ଲୀ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଗୁଜରାଟ ଟାଇଟାନ(ଜିଟିି) ମଧ୍ୟରେ ମଙ୍ଗଳବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ସମୟରେ ଦିଲ୍ଲୀ କ୍ୟାପିଟାଲର ପୂର୍ବତନ ଅଧିନାୟକ ରିଷଭ ପନ୍ତ ମ୍ୟାଚ୍‌ ଦେଖିବାକୁ ଅରୁଣ…

ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୦ ଗିରଫ

କୋରାପୁଟ,୪।୪(ସ୍ବ.ପ୍ର): କୋରାପୁଟ ସହରରେ ଥିବା ପରଜା ସାହି ଓ ଇନ୍ଦିରା କୋଲାନୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ମଙ୍ଗଳବାର କୋରାପୁଟ ଟାଉନ ପୋଲିସ ୨୦ ଜଣଙ୍କୁ ଗିରଫ କରିଛି। ସ୍ଥାନୀୟ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ମନୋଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri