Home Left

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ ୪/୫ ଇଞ୍ଚର କୁଆପଥର ଆସ୍ତରଣ ଦେଖିବାକୁ ମିଳିଥିଲା। ବରାଡଙ୍ଗା ପଞ୍ଚାୟତ ଶିଉନି ଗାଁ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ ଇରାନୀ ରେଡ କ୍ରିସେଣ୍ଟ ସୋସାଇଟିକୁ ହସ୍ତାନ୍ତର କରାଯାଇଛି। ଏହି ପରିପ୍ରେକ୍ଷୀରେ, ଭାରତରେ ଥିବା…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା ସହିତ, ଘରୋଇ ଉତ୍ପାଦନ ବୃଦ୍ଧି ପାଇଛି;…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ। ନନ ଟ୍ରମା କେୟାରରେ ଶତାଧିକ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ ସହାୟତା ଯୋଗାଇ ଦେଉଛି। ଏହି ରିପୋର୍ଟ ଆମେରିକା-ଚୀନ ଅର୍ଥନୈତିକ ଏବଂ ସୁରକ୍ଷା ସମୀକ୍ଷା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ ତରଫରୁ ବୁଧବାର ମେଶିନ ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଗ୍ରାମର ଭୁବନ ପରିଡ଼ାଙ୍କ ନିଆଁ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ ହୋଇନି ସେଠି କୂଅ ଓ ନଳକୂପ କିମ୍ବା ଚୁଆ ଭରସା। ଆଉ କିଛି…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି ଲୁଟେରା ଗ୍ୟାଙ୍ଗ୍‌। ରାୟଗଡ଼ା ସହରରେ ଲୁଟେରା ଗ୍ୟାଙ୍ଗ୍‌ ସ୍କୁଟି ଡିକି ଭାଙ୍ଗି ୧୧୦…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏବଂ ଆସାମ ଭାଜପା ସଭାପତି ଦିଲୀପ ସାଇକିଆଙ୍କ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ କଥା କରିବାର ଥିଲା ତେବେ ବିଧାୟକମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri