ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍ ଅଟକି ରହିଲେ ମୋଦି, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ। କାରଣ NEET ପରୀକ୍ଷା ଅପରାହ୍ନ ୨ ଟାରେ ଆରମ୍ଭ ହେବାର ଥିଲା। ପରୀକ୍ଷା…
କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…
କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି କାର୍ଯ୍ୟକ୍ରମ ଏବଂ ଆଗାମୀ ଖରିଫ-୨୦୨୬ ଋତୁ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି…
ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…
ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ ମୃତଦେହ ଜବତ କରିଛି । ମୃତ ଦମ୍ପତି ହେଲେ ସେନାପତି ବଗିଚା ଅଞ୍ଚଳରେ…
ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା
ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍ ଦେଖି ଏହି ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ। ସକାଳ ସାଢ଼େ ୬ରୁ ସାଢ଼େ ୧୦…
ଇପିଏଫ୍ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା
ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି କ୍ରମରେ ସବୁଠାରୁ ଅଧିକ ଚର୍ଚ୍ଚା ହେଉଛି ଯେ, ଏଣିକି ଖାତାଧାରୀମାନେ ନିଜ ପିଏଫ…
ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ
ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ ଅଧିକ କଲେଜ କର୍ମଚାରୀ, ଏନ୍ସିସି କ୍ୟାଡେଟ୍, ୱାଇଆରସି, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ଏବଂ ସ୍ଥାନୀୟ…
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍
ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି। ଏହି ଦଳର ନେତୃତ୍ୱ ଶୁଭମନ ଗିଲ୍ଙ୍କୁ ଦିଆଯାଇଥିବା ବେଳେ ଶ୍ରେୟସ ଆୟରଙ୍କୁ ଉପ-ଅଧିନାୟକ…
କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍ ଭାଙ୍ଗିବାର…
କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍କୁ ନେଇ ଏକ ଖବରଦାତା ସମ୍ମିଳନୀ ହୋଇଯାଇଛି। ଫୋରମର ସଭାପତି ଡା. ହେମସାଗର ସାହା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି…
ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ
ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ ମାନସିକ, ଶାରୀରିକ, ବୌଦ୍ଧିକ ବିକାଶରେ ସହାୟକ ହୋଇଥାଏ। ଦୈନିକ ଯୋଗଭ୍ୟାସ ଦ୍ବାରା ଶରୀର…
ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ
ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା ଶକ୍ତି ସମାବେଶ ଓ ସୁଭଦ୍ରା ଶକ୍ତି ସମ୍ବାଦ’ କାର୍ଯ୍ୟକ୍ରମ ଶନିବାର ସଫଳତାର ସହ…
ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଛି। ଏହି କ୍ରମରେ ବରଗଡ଼ସ୍ଥିତ ଇନଡୋର ଷ୍ଟାଡିୟମଠାରେ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ଦ୍ଵାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…
Archives


