IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!
ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ସିକ୍କିମ, ଛତିଶଗଡ଼, ଓଡ଼ିଶା…
ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିବାବେଳେ ରାଜ୍ୟର…
ହ୍ୱାଟ୍ସଆପ୍ର ନୂଆ ‘ୟୁଜରନେମ୍’ ଫିଚର ଉପରେ କେନ୍ଦ୍ରର ରୋକ
ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍ ଚିଫ୍ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା ଆଇଟି ନିୟମ-୨୦୨୧ର ଦାୟିତ୍ୱବୋଧତାକୁ ପାଳନ କରିବାକୁ ବାଧ୍ୟ। ବର୍ତ୍ତମାନ ହ୍ୱାଟ୍ସଆପ୍ରେ କୌଣସି ଠକେଇ…
୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ
ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ ସରକାର ଆଉ ୩ ଦିନ ଅବଧି ବଢାଇଛନ୍ତି ା ଜୁଲାଇ ୩ ପର୍ଯ୍ୟନ୍ତ…
ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ ସମୟ ସରି ଯାଇଥିବା କୁହାଯାଉଛି। ଫଳରେ ଜିଲାର ଦୂରଦୂରାନ୍ତରରୁ ଆସିଥିବା ଦିବ୍ୟାଙ୍ଗଙ୍କୁ ନିରାଶରେ…
ଅଗଷ୍ଟ ୩୦ରେ ଏନ୍ଇଇଟି-ପିଜି ପରୀକ୍ଷା
ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେଶନ୍ସ ଇନ୍ ମେଡିକାଲ ସାଇନ୍ସ (ଏନ୍ବିଇଏମ୍ଏସ୍) ନୂଆଦିଲ୍ଲୀ ଚଳିତବର୍ଷର ଏନ୍ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପରୀକ୍ଷା ନିମନ୍ତେ ଆବେଦନ କରିବା ପାଇଁ ଜୁଲାଇ ୧ ଅପରାହ୍ନ ୫ଟାରୁ ପଞ୍ଜୀକରଣ…
ବିନା ବିଦ୍ୟୁତ୍ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ
ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ ମଧୁର ଜଳରେ ପରିଣତ କରିପାରିବ। ଏହି ପ୍ରଯୁକ୍ତିରେ କୌଣସି ବାହ୍ୟ ବିଦ୍ୟୁତ୍ ଶକ୍ତି…
ସନାତନ ଧର୍ମର ସାତ୍ତ୍ୱିକ ପରିଚୟ
ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ କହିବାକୁ ଗଲେ ଏହାର ଅର୍ଥ ଶାଶ୍ୱତ ଧର୍ମ। ତଥାପି, ଏହି ଶାବ୍ଦିକ ଅଭିବ୍ୟକ୍ତିରେ…
ମଣିଷଠାରୁ ମହାନ୍
ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ ସୁବିଖ୍ୟାତ। ଭାରତୀୟ ସାହିତ୍ୟକୁ ନିଜର ଅବିସ୍ମରଣୀୟ ଅବଦାନ ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ…
ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍ଆଇ ପରୀକ୍ଷା
ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍-ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ ବୟସ ବଢ଼ିଯାଇଛି। କେବେ ପରୀକ୍ଷା ହେବ ସେନେଇ ବିଜ୍ଞପ୍ତି ପ୍ରକାଶ ପାଉ ନ…
ଗୋଲ୍ଡେନ୍ ବୁଟ୍ ରେସ୍ରେ ମେସିଙ୍କ ସମକକ୍ଷ ଏମ୍ବାପେ
ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍ବାପେଙ୍କ ଡବଲ ଗୋଲ୍ ବଳରେ ବୁଧବାର ଅନୁଷ୍ଠିତ ରାଉଣ୍ଡ ଅଫ୍-୩୨ ମ୍ୟାଚ୍ରେ ଫ୍ରାନ୍ସ ୩-୦ ଗୋଲରେ ସ୍ୱିଡେନ୍କୁ ପରାସ୍ତ କରିଛି। ଏଥିସହିତ…
ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରଭାବରେ ଭଞ୍ଜନଗର ହସ୍ପିଟାଲର ବାହ୍ୟ ରୋଗୀ…

