Home Left

ଏପ୍ରିଲ ୮ରୁ ତେଲେଙ୍ଗାନା, କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୮ ଏବଂ ୯ ତାରିଖରେ ତେଲେଙ୍ଗାନା, ତାମିଲନାଡୁ ଏବଂ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କର୍ନାଟକରେ ବିଧାନସଭା ନିର୍ବାଚନ ଘୋଷଣା ପରେ ଏହା ତାଙ୍କର ପ୍ରଥମ ଗସ୍ତ ହେବ। ସେ ପ୍ରଥମେ ଶନିବାର…

ଦର୍ଶକଙ୍କ ଅନୁପ୍ରବେଶ ଘଟଣାର ତଦନ୍ତ ଆରମ୍ଭ

ମେଲବୋର୍ନ, ୪।୪ (ଏପି): ଅଷ୍ଟ୍ରେଲିଆନ୍‌ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ଶେଷରେ କିଛି ଦେଖଣାହାରି ସୁରକ୍ଷା ବ୍ୟବସ୍ଥାକୁ ଅତିକ୍ରମ କରି ଟ୍ରାକ୍‌ ଆଡ଼କୁ ଚାଲିଯାଇଥିଲେ। ଏହା କିପରି ଘଟିଲା ଅଷ୍ଟ୍ରେଲିଆ ଗ୍ରାଁ ପ୍ରି ଆୟୋଜକଙ୍କ ତରଫରୁ ତାହାର ତଦନ୍ତ ଆରମ୍ଭ ହୋଇଛି।…

ଦିଲ୍ଲୀ ପାଇଁ ସହଜ ହୋଇ ନ ପାରେ ଟାଇଟନ୍ସ

ନୂଆଦିଲ୍ଲୀ, ୪।୪ (ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯିବାକୁଥିବା ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସହଜ ହୋଇ ନ ପାରେ। ଗୁଜରାଟ ଜାଏଣ୍ଟ୍ସ ଦଳର କେନ୍‌ ଓ୍ବିଲିୟମସନ ଆଣ୍ଠୁରେ ଆଘାତପ୍ରାପ୍ତ ହୋଇ ଟୁର୍ନାମେଣ୍ଟରୁ…

ଚାଲିଗଲା ଯାତ୍ରୀଙ୍କ ଜୀବନ

ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍‌ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ମୌରିସିଓଙ୍କ ଚୁକ୍ତି ମିଆଦ ବଢ଼ାଇଲା ଓଏଫ୍‌ସି

ଭୁବନେଶ୍ୱର, ୪।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ବ୍ରାଜିଲିଆନ ଫୁଟ୍‌ବଲର ଡିଏଗୋ ମୌରିସିଓଙ୍କ ଚୁକ୍ତି ମିଆଦ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛି। ମୌରିସିଓ ଗତ ସିଜନରେ ୧୨ଟି ଗୋଲ ସ୍କୋର ସହ…

ଆରସିିବି ପେସ୍‌ ବୋଲର ଟପ୍‌ଲେ ଆଘାତପ୍ରାପ୍ତ

ବେଙ୍ଗାଲୁରୁ,୪।୪(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପେସ୍‌ ବୋଲର ରିସି ଟପ୍‌ଲେ ଆଘାତପଆପ୍ତ ହୋଇଛନ୍ତି। ଦଳକୁ ଏହା ଆଉ ଏକ ଧକ୍କା। ଏଠାରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ଫିଲ୍ଡ୍‌ିଂ କରୁଥିବା ବେଳେ ତାଙ୍କର ଡାହାଣ କାନ୍ଧରେ ଆଘାତ ଲାଗିଛି। ସ୍କାନ…

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର…

୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪।୪(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ମେ’ ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଗଲାଣି। ତେବେ ସ୍ବର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବର୍ତ୍ତମାନ ୩ ବରିଷ୍ଠ…

ମେଡ୍‌ଭେଡେଭ୍‌ଙ୍କୁ ମାୟାମି ଓପନ୍‌ ଟାଇଟଲ

ମାୟାମି ଗାର୍ଡେନ୍ସ, ୪।୪(ଏପି): ଡାନିଲ ମେଡ୍‌ଭେଡେଭ୍‌ ଚଳିତ ବର୍ଷ ତାଙ୍କ ୪ର୍ଥ ଏଟିପି ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଫାଇନାଲରେ ଜାନିକ୍‌ ସିନରଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ସେ ମାୟାମି ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି।…

ଆଜିଠୁ କଳିଙ୍ଗରେ ଆଇଟିଏଫ୍‌ ଟେନିସ୍‌

ଭୁବନେଶ୍ୱର,୪।୪(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହେବ ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଟେନିସ ପ୍ରତିଯୋଗିତା। ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ୍‌ ଆସୋସିଏଶନ(ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ୍‌ ୧୪ ବର୍ଷରୁ କମ୍‌…

ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ

ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍‌ ହୋଇଥିଲା…

ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡ

ବଲାଙ୍ଗୀର ଅଫିସ, ୪ା୪: କ୍ରାଇମବ୍ରାଞ୍ଚ ଟିମ୍‌ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ବହୁ ଗୁରୁତ୍ୱପୂର୍ଣ୍ଣ ଦିଗକୁ ଅନୁସନ୍ଧାନ କରୁଛି। ମାମଲାର ଦୁଇ ପୀଡିତା ତଥା ସାକ୍ଷୀଙ୍କୁ ବଲାଙ୍ଗୀର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri