Home Left

ମହିମାନନ୍ଦଙ୍କୁ ‘ଲାଇଫ୍‌ଟାଇମ ଆଚିଭମେଣ୍ଟ ଆୱାର୍ଡ-୨୦୨୩’

ଭୁବନେଶ୍ୱର,୨୭।୨: ଦୀର୍ଘ ୪ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଭାରତୀୟ ଶିପିଂ ଓ ସାମୁଦ୍ରିକ ଶିଳ୍ପ ଏବଂ ଓଡ଼ିଶାର ଅଭିବୃଦ୍ଧି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଭିଜ୍ଞ ଶିଳ୍ପପତି ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ପ୍ରତିଷ୍ଠାତା ମହିମାନନ୍ଦ ମିଶ୍ରଙ୍କୁ ନିକଟରେ ସମ୍ମାନଜନକ…

‘ବ୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ର ସାମ୍ପ୍ରତିକ ପରିବର୍ତ୍ତନ’

ଭୁବନେଶ୍ୱର,୨୭।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଅଫିସର୍ସ ଆସୋସିଏଶନ୍‌ ଓଡ଼ିଶା ୟୁନିଟ୍‌ର ୪୨ତମ ବାର୍ଷିକ ବୈଠକ ରବିବାର ସ୍ଥାନୀୟ ରେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଫେଡେରେଶନ୍‌ ଅଫ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ୍‌ର ସାଧାରଣ ସମ୍ପାଦକ କମ୍ରେଡ୍‌…

ଏଲ୍‌ଜି ରେଫ୍ରିଜରେଟରରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୭।୨: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆର ସାଇଡ୍‌ ବାଏ ସାଇଡ ରେଫ୍ରିଜରେଟରର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆରମ୍ଭ କରାଯାଇଛି। ଏପରିକି ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଫର ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଉପଲବ୍ଧ ହେବ। କମ୍ପାନୀ ଉକ୍ତ…

ଜୀବିକା ପ୍ରଶିକ୍ଷଣ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୨: ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ସହଯୋଗରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍‌ ଲିମିଟେଡ୍‌(ଏସ୍‌ପିପିଏଲ୍‌) ବାଲେଶ୍ୱର ଜିଲାର ବାଲିଆପାଳର ଡଗରା ଗ୍ରାମ ପଞ୍ଚାୟତରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସଦସ୍ୟଙ୍କ ପାଇଁ ସବାଇ ଘାସ ହସ୍ତତନ୍ତ ସାମଗ୍ରୀ ଉପରେ ଏକ ତାଲିମ…

ଜଳିଗଲା ଆଇରନ ବୋଝଇ ଟ୍ରକ

ଗଞ୍ଜାମ,୨୭।୨(ଡି.ଏନ.ଏ): ୧୬ ନମ୍ବର ଜାତୀୟ ରାଜପଥ ଶନିମନ୍ଦିର ଛକ ଠାରେ ସୋମବାର ପାହାନ୍ତିଆ ଭୋରୁ ଏକ ଆଇରନ ବୋଝଇ ଟ୍ରକରେ ନିଆଁ ଲାଗିଯାଇଥିଲା l ଖବର ପାଇ ପେଟ୍ରୋଲିଙ୍ଗ ଦାୟିତ୍ୱରେ ଥିବା ରୋଡ ସେଫଟି ଅଫିସର ପିଏସରେ ଏବଂ ଗଞ୍ଜାମ ଥାନା…

ପରିବାର-କର୍ମକ୍ଷେତ୍ର ମଧ୍ୟରେ ସମତୁଲ ଆବଶ୍ୟକ

ଭୁବନେଶ୍ୱର,୨୭।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଧିକାରୀ ସଂଘ ଓଡ଼ିଶା ସର୍କଲର ବାର୍ଷିକ ସାଧାରଣ ସଭା ରବିବାର ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରୁ ପ୍ରାୟ ୨୦୦୦ରୁ ଅଧିକ ଷ୍ଟେଟ ବ୍ୟାଙ୍କ ଅଧିକାରୀ…

ଟିପିସିଓଡିଏଲ୍‌ର ସ୍ବତନ୍ତ୍ର ସ୍କିମ୍‌

ଭୁବନେଶ୍ୱର,୨୭।୨: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ବିଦ୍ୟୁତ୍‌ ଚୋରି ଅଭିଯୋଗରେ ଯେଉଁମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି, ସେମାନଙ୍କ ପାଇଁ ଚୋରି ମୂଲ୍ୟାଙ୍କନ ଦେୟର ଫଇସଲା…

୨୦୨୫ ସୁଦ୍ଧା ଜାହାଜରେ ହେବ ବାଲିଯାତ୍ରା

ଭୁବନେଶ୍ୱର,୨୭।୨(ବ୍ୟୁରୋ):କଳିଙ୍ଗ ସାହିତ୍ୟ ମହୋତ୍ସବ ରବିବରେ ଶେଷ ହୋଇଛି। ସ୍ଥାନୀୟ ଏକ ହୋଟେଲରେ ୩ଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ପ୍ରାୟ ୭୦ରୁ ଅଧିକ ଅଧିବେଶନ ଓ ବିଭିନ୍ନ ବିଭାଗରେ ପ୍ରାୟ ୨୦ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଉଦ୍‌ଯାପନୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ…

ଫ୍ରିଜ୍‌ରୁ ମିଳିଲା ମଡେଲଙ୍କ ଗୋଡ଼

ହଂକଂ, ୨୭।୨: ନିଖୋଜ ଥିବା ହଂକଂ ମଡେଲ ତଥା ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଆବୀ ଚୋଇଙ୍କ କଟା ଗୋଡ଼ ରୁରାଲ ଟାଇ ପୋ’ରେ ଥିବା ଘର ଫ୍ରିଜ୍‌ରୁ ରବିବାର ପୋଲିସ ଜବତ କରିଛି। ମଡେଲଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୪…

ଚାଇନାକୁ ଚେତାବନୀ ଦେଲା ଆମେରିକା, ଯୁଦ୍ଧରେ ରୁଷିଆକୁ ସେନା ସହାୟତା ଦେଲେ ଦେବାକୁ ପଡିବ ବହୁମୂଲ୍ୟ

ୱାଶିଂଟନ,୨୭ ।୨: ଆରେିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଜେକ ସୁଲିବନ ରବିବାର କହିଛନ୍ତି ଯଦି ଚାଇନା ୟୁକ୍ରେନ ବିରୋଧରେ ରୁଷିଆକୁ ସେନା ସହାୟତା ଦେଲା ତେବେ ତାକୁ ଏହାର ବହୁମୂଲ୍ୟ ଦେବାକୁ ପଡିବ । ସୁଲିବାନ ମିଡିଆ ସହ କଥା…

ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ସ୍ତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ, ୨୭ା୨:ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ସ୍ତ୍ରୀଙ୍କ ରବିବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବନିତା ସିଂ। ଗତ ୨୦ ତାରିଖରେ ବନିତାଙ୍କୁ ତାଙ୍କ ସ୍ବାମୀ ଚନ୍ଦନ ରଣା ଏସିଡ୍‌…

ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପର୍ଦ୍ଦାଫାଶ

ସମ୍ବଲପୁର,୨୭ା୨(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା ଅଭିଯୋଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri