ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରାଚାଲାଣ: ୪ ଗିରଫ
ଜଳେଶ୍ୱର,୪ା୪(ଡି.ଏନ.ଏ.): ପଶ୍ଚିମବଙ୍ଗକୁ ଏକ ଟ୍ରକ ଯୋଗେ ୩ ବସ୍ତା (୫୪ କିଲୋ ୧୮୦ଗ୍ରାମ) ଗଞ୍ଜେଇ ଚାଲାଣ ବେଳେ ୬୦ନଂ. ଜାତୀୟ ରାଜପଥରୁ ଜଳେଶ୍ୱର ପୋଲିସ ଧରିବାରେ ସକ୍ଷମ ହୋଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିବା ସୋମବାର ଖବରଦାତା…
ଜାତୀୟ ପ୍ରତିଯୋଗିତାରେ ମଧୁସ୍ମିତାଙ୍କ ସଫଳତା
ଧାମନଗର,୪।୪ (ଡି.ଏନ.ଏ.): ଜାତୀୟ ହ୍ବିଲଚେୟାର ଫେନ୍ସିଂ ଚାମ୍ପିୟନଶିପ୍ରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇ ଗୌରବ ଆଣିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତ ରାମେଶ୍ବରପୁର ଗ୍ରାମର ମଧୁସ୍ମିତା ସାହୁ (୨୯)। ହରିଆଣାର କର୍ନାଲଠାରେ ଗତ ମାସରେ ଆୟୋଜିତ…
୩ ବିଧାୟକଙ୍କ ପୁତ୍ରଙ୍କୁ ନେଇ ଚର୍ଚ୍ଚା
ବ୍ରହ୍ମପୁର ଅଫିସ,୪।୪: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠୁ ଶାସକ ଓ ବିରୋଧୀ ଦଳ ପକ୍ଷରୁ ପ୍ରାକ୍ ପ୍ରସ୍ତୁତି ଚାଲିଛି। ଦଳର ପ୍ରତିଷ୍ଠା ଦିବସ ଏବଂ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଦିବସରେ ବିଜେଡି ପକ୍ଷରୁ ଗଞ୍ଜାମ ଜିଲାର ୧୩ ନିର୍ବାଚନମଣ୍ଡଳୀରେ ବିଭିନ୍ନ…
ବିଜେଡି ନେତା ଆନ୍ଧ୍ର ଭାଷା କହୁଛନ୍ତି: ଭାଜପା
ଭୁବନେଶ୍ୱର,୪।୪(ବ୍ୟୁରୋ): କୋଟିଆ ବିବାଦ ଦୀର୍ଘଦିନ ଧରି ଚାଲିଆସିଛି। ଏହି ମାମଲା ଏବେ ସୁପ୍ରିମ୍କୋର୍ଟରେ ରହିଛି। ବାରମ୍ବାର ଏ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍ କରୁଛନ୍ତି। ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତକୁ ନେଇ ରାଜନୀତି ସରଗରମ ହୋଇଛି। ଭାଜପା ଏ…
ଶାହା ବାଉଳା ହେଲେଣି: ଜେଡିୟୁ
ପାଟନା,୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ପରେ ଏବେ ରାଜ୍ୟ ରାଜନୀତି ସରଗରମ। ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର ପାଲଟା ଜବାବ ଦେଇଛି ଜେଡିୟୁ। ବିହାର ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ସୋମବାର ଖବରଦାତା…
୧୨୦ ଏସ୍ଟି ପ୍ରସ୍ତାବ ସମର୍ଥନରେ ରିପୋର୍ଟ ଆବଶ୍ୟକ: କେନ୍ଦ୍ର
ନୂଆଦିଲ୍ଲୀ, ୪।୪: ରାଜ୍ୟ ଅନୁସୂଚିତ ଜନଜାତି (ଏସ୍ଟି) ତାଲିକାରେ ସାମିଲ ଲାଗି ଓଡ଼ିଶା ସରକାର ଦେଇଥିବା ୧୬୯ଟି ପ୍ରସ୍ତାବକୁ ପ୍ରାରମ୍ଭିକ ଭାବେ ଅନୁଧ୍ୟାନ କରାଯାଇଛି। ୧୨୦ଟି ପ୍ରସ୍ତାବ ଉପରେ ଅଧିକ ସମର୍ଥନ ରିପୋର୍ଟ ଆବଶ୍ୟକ। ରାଜ୍ୟ ସରକାର ୧୨୦ଟି ପ୍ରସ୍ତାବ ଉପରେ…
ପୁଣି ଚାଲିଲା ମାଙ୍କଡ଼ା ଖଣି, କ୍ରଶର
ଖଇରା,୪।୪ (ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ ବନ୍ଦ ପଡିଥିବା ସମସ୍ତ ମାଙ୍କଡା ଖଣି ଓ କ୍ରଶର ପୁଣି ଏବେ ଚାଲିବାକୁ ଆରମ୍ଭ କଲାଣି । କିଛି ମାସ ବନ୍ଦ ପଡିବା…
ଗୀତ ବଜାଇବାରୁ ମହିଳାଙ୍କ ରେଡିଓ ଷ୍ଟେଶନ୍ ବନ୍ଦ
କାବୁଲ, ୪।୪: ଆଫଗାନିସ୍ତାନରେ ମହିଳାଙ୍କ ଦ୍ୱାରା ପରିଚାଳିତ ରେଡିଓ ଷ୍ଟେଶନ୍କୁ ତାଲିବାନ ଶାସକ ବନ୍ଦ କରିଦେଇଛନ୍ତି। ରମ୍ଜାନ୍ବେଳେ ଗୀତ ବଜାଇବାରୁ ରେଡିଓ ଷ୍ଟେଶନ୍ ଉପରେ ଏପ୍ରକାର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ୧୦ବର୍ଷ ପୂର୍ବେ ଏହି ରେଡିଓ ଷ୍ଟେଶନ୍ ଆରମ୍ଭ କରାଯାଇଥିଲା। ଷ୍ଟେଶନର…
ନାବାଳିକାଙ୍କୁ ବଳାତ୍କାର ପରେ ଖଣ୍ଡ ଖଣ୍ଡ କଲେ ଯୁବକ
ଉଦୟପୁର,୪।୪: ୮ ବର୍ଷର ବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ଶରୀରକୁ ଖଣ୍ଡ ଖଣ୍ଡ କରିବା ଅଭିଯୋଗରେ ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ରାଜସ୍ଥାନର ଉଦୟପୁର ଜିଲା ମାଭ୍ଲି ଥାନା ଅଞ୍ଚଳରେ ଏହି ବର୍ବର କାଣ୍ଡ ଘଟିଛି।…
୨୦୩୦ ସୁଦ୍ଧା ଅମର ହୋଇପାରେ ମଣିଷ
ଓ୍ବାଶିଂଟନ୍, ୪।୪: ଦୁନିଆରେ ଜନ୍ମ ଓ ମୃତ୍ୟୁ ଏକମାତ୍ର ସତ ବୋଲି କୁହାଯାଏ, ଯାହାର ଜନ୍ମ ଅଛି ତାହାର ମୃତ୍ୟୁ ସୁନିଶ୍ଚିତ। ବିଜ୍ଞାନ ତଥା ଚିକିତ୍ସା କ୍ଷେତ୍ରରେ ଉନ୍ନତି ଯୋଗୁ ବର୍ତ୍ତମାନ ସମୟରେ ବହୁ ଦୁଃସାଧ୍ୟ ରୋଗକୁ ଭଲ କରାଯାଇ ପାରୁଛି।…
ଶିଖ୍ ଭାଜପା ନେତାଙ୍କୁ ଅମ୍ରିତ୍ପାଲଙ୍କ ହତ୍ୟା ଧମକ
ନୂଆଦିଲ୍ଲୀ, ୪।୪: ଦିଲ୍ଲୀର ଶିଖ୍ ଭାଜପା ନେତା ଇମ୍ପ୍ରିତ୍ ସିଂ ବାକ୍ସିଙ୍କୁ ଖଲିସ୍ତାନୀଙ୍କଠାରୁ ହତ୍ୟା ଧମକ ମିଳିଥିବା ସୋମବାର ସେ ଅଭିଯୋଗ କରିଛନ୍ତି। କେହି ଜଣେ ନିଜକୁ ଖଲିସ୍ତାନୀ ନେତା ଅମ୍ରିତ୍ପାଲ ସିଂ ବୋଲି ଦାବିକରି ଏଭଳି ଧମକ ଦେଇଛନ୍ତି। ଖଲିସ୍ତାନ…
ଆଜି ନାଟୋରେ ସାମିଲ ହେବ ଫିନ୍ଲାଣ୍ଡ
ବ୍ରସେଲ୍ସ, ୪।୪: ସାମରିକ ମେଣ୍ଟ ନର୍ଥ ଆଟଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ (ନାଟୋ)ର ୩୧ତମ ସଦସ୍ୟ ଭାବେ ଫିନ୍ଲାଣ୍ଡ ମଙ୍ଗଳବାର ସାମିଲ ହେବାକୁ ଯାଉଛି। ଏନେଇ ନାଟୋ ମହାସଚିବ ଜେନ୍ସ ଷ୍ଟୋଲଟେନ୍ବର୍ଗ ସୂଚନା ଦେଇଛନ୍ତି। ଶେଷ ରାଷ୍ଟ୍ର ଭାବେ ତୁର୍କୀ ଫିନ୍ଲାଣ୍ଡର ସଦସ୍ୟତାକୁ…
Archives


