Home Left

ଅଚଳାବସ୍ଥାରେ ୧୯୩୯ ସ୍କୁଲର ଶୌଚାଳୟ

କଟକ ଅଫିସ,୪ା୪: ଯୋଜନା ପରେ ଯୋଜନା ହେଉଛି, ତଥାପି ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ହୋଇପାରୁନାହିଁ। ‘ମୋ ସ୍କୁଲ’ ପରି ଯୋଜନା ମାଧ୍ୟମରେ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ସ୍କୁଲ ବିକାଶରେ ସାମିଲ କରାଗଲା। ସରକାର ବି ଅର୍ଥ ଯୋଗାଇଲେ। ତା’ପରେ ବି ବିଶେଷ…

ଭାରତୀୟ ବଂଶୋଦ୍ଭବ ପ୍ରଫେସରଙ୍କୁ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର ପୁରସ୍କାର

ନ୍ୟୁୟର୍କ, ୪।୪: ନ୍ୟୁୟର୍କର ଆଲବର୍ଟ ଆଇନଷ୍ଟାଇନ୍‌ କଲେଜ ଅଫ୍‌ ମେଡିସିନ୍‌ରେ ଆସୋସିଏଟ୍‌ ପ୍ରଫେସର ଥିବା ଭାରତୀୟ-ଆମେରିକୀୟ ଡ. ନିତ୍ୟା ଆବ୍ରାହାମଙ୍କୁ ୟଙ୍ଗ୍‌ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର ପୁରସ୍କାରରେ ସମ୍ମାନିତ କରାଯାଇଛି। ମୋଣ୍ଟେଫିଓର ୟୁରୋଲୋଜି ରେସିଡେନ୍ସି କାର୍ଯ୍ୟକ୍ରମର ପ୍ରୋଗ୍ରାମ ଡାଇରେକ୍ଟର ଥିବା…

‘ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର’ ଚିଟ୍‌ଫଣ୍ଡ ସମ୍ପତ୍ତି ବାଜ୍ୟାପ୍ତି

ବାଲେଶ୍ୱର ଅଫିସ, ୪ା୪: ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ବତନ୍ତ୍ର ଓଡ଼ିଶା ପ୍ରୋଟେକ୍ସନ୍‌ ଇଣ୍ଟରେଷ୍ଟ ଅଫ୍‌ ଇନ୍‌ଭେଷ୍ଟର୍ସ ଡିପୋଜିଟର (ଓପିଆଇଡି) କୋର୍ଟ ଜଜ୍‌ ବିଶ୍ୱଜିତ ଦାସ ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର ଇଣ୍ଡିଆ ଲିମିଟେଡ଼ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି…

ଭାରତ ମହାସାଗର ଉପରେ ଚାଇନା ନଜର

ବେଜିଂ, ୪।୪: ସ୍ଥଳଭାଗ ପରେ ଏବେ ଜଳଭାଗକୁ ଟାର୍ଗେଟ୍‌ କରିଛି ଚାଇନା। ଏଣିକି ଭାରତ ମହାସାଗର ଉପରେ ପଡ଼ୋଶୀ ରାଷ୍ଟ୍ର ଚାଇନାର କଡ଼ାକଡ଼ି ନଜର ରହିବ। ନାଚୁରାଲ୍‌ ସାଇନ୍ସ ଫାଉଣ୍ଡେଶନ୍‌ ଅଫ୍‌ ଚାଇନା (ଏନ୍‌ଏସ୍‌ଏଫ୍‌ସି) ପକ୍ଷରୁ ମେରାଇନ୍‌ ସର୍ଭେ ଡେଟା ପ୍ରସ୍ତୁତ…

ବାଣ ଭିଡ଼ାବେଳେ ବିସ୍ଫୋରଣ, ଯୁବକ ମୃତ

ଭୁବନେଶ୍ୱର,୪l୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଜନବସତି ଭିତରେ ବେଆଇନ ଭାବେ ଚାଲିଥିଲା ବାଣ ତିଆରି। ହଠାତ୍‌ ବିସ୍ଫୋରଣ ହେବାରୁ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଶହୀଦନଗର ଥାନା ଅନ୍ତର୍ଗତ ଭିଏସ୍‌ଏସ୍‌ନଗର ଜିଏଲ୍‌ କଲୋନିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ…

ସରିଲା ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ…

ବିଷ ଦେଇ ୬ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ ୬ କୁକୁରଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରେ ୩ ଛୁଆ ଥିବାବେଳେ ୩ ମା’…

ଆଇପିଏଲ୍‌-୨୦୨୩: ଲକ୍ଷ୍ନୌ ସୁପର୍ ଜିଆଣ୍ଟସ୍‌କୁ ୧୨ ରନ୍‌ରେ ପରାସ୍ତ କଲା ସିଏସକେ

ଚେନ୍ନାଇ, ୩।୪- ସ୍ଥାନୀୟ ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୧୨ ରନରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌କୁ ପରାସ୍ତ କରିଛି। ଋତୁରାଜ ଗାଏକ୍ୱାଡଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ଚେନ୍ନାଇ ୨୦ ଓଭରରେ…

ହଟ୍ଟଗୋଳ ମଧ୍ୟରେ ଉଭୟ ଗୃହ ବୁଧବାର ଯାଏ ସ୍ଥଗିତ

ନୂଆଦିଲ୍ଲୀ,୩।୪: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଲଗାତର ଭାବେ ଗୃହରେ ଉତ୍ତେଜନା ଲାଗିରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ସଂସଦର କୌଣସି କାର୍ଯ୍ୟ ହୋଇପାରିନାହିଁ। ସୋମବାର ଗୃହରେ ହଟ୍ଟଗୋଳ ଯୋଗୁ ଲୋକ ସଭା ଓ ରାଜ୍ୟ ସଭାର କାର୍ଯ୍ୟକୁ ଦିନସାରା ସ୍ଥଗିତ ରଖାଯାଇଥିଲା।…

ସ୍ତ୍ରୀ ସହ ଝଗଡ଼ା ହେବାରୁ ଝିଅକୁ ହତ୍ୟା କଲେ ନୃଶଂସ ବାପା

ଶ୍ରୀନଗର,୩ା୪: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲାରେ ୮ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ନାବାଳିକାଙ୍କ ବାପା ତାଙ୍କ ହତ୍ୟାକାରୀ ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ୪୫ ବର୍ଷୀୟ ମହମ୍ମଦ ଇକ୍‌ବାଲଙ୍କୁ ପୋଲିସ ହତ୍ୟା ଅଭିଯୋଗରେ ଗିରଫ କରିଛି। ଏନେଇ…

ଶେଷ ହେଲା ଏନ୍‌ଏସି ନିର୍ବାଚନ: ହିନ୍ଦୋଳରେ ୮୮%, ଅତାବିରା ୭୪% ବୁଧବାର ହେବ ଭୋଟ ଗଣତି

ଭୁବନେଶ୍ୱର,୩ା୪(ବ୍ୟୁରୋ)-ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ…

ଯାନବାହାନ ଯାଞ୍ଚ କଡାକଡି: ଗୋଟିଏ ଦିନରେ ୫ ଲକ୍ଷ ୧୬ ହଜାର ଜରିମାନା ଆଦାୟ

ଆନନ୍ଦପୁର,୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଏମଭିଆଇ ଓ ଘସିପୁରା ପୋଲିସର ମିଳିତ ଯାନବାହାନ ଯାଞ୍ଚ କଡାକଡି ହୋଇଛି। ଆନନ୍ଦପୁରର ସୁଡୁସୁଡିଆଠାରେ ଚାଲିଥିବା ଯାଞ୍ଚର ଗୋଟିଏ ଦିନରେ ୫ ଲକ୍ଷ ୧୬ହଜାର ଜରିମାନା ଆଦାୟ ହୋଇଛି। ଏହା ସହିତ ୧୧ଟି ଗାଡିର ଚାଲାଣ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri