Home Left

ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉତ୍ସବ: ପଦ୍ମନାଭପୁର ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୨୩ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଶ୍ରୀଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉତ୍ସବ ସୋମବାରଠାରୁ ଶୁଭାରମ୍ଭ ହୋଇଛି। ଏଥି ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଛି। ପୂର୍ବାହ୍ନରେ ବହୁସଂଖ୍ୟକ ଶ୍ରଦ୍ଧାଳୁ ସ୍ଥାନୀୟ ପୋଖରୀରେ ପହଞ୍ଚି ଗଙ୍ଗା ଆବାହନ ଦୀକ୍ଷାଭିଶେକ…

ପରାଜୟ ପରେ ମୁହଁ ଖୋଲିଲେ ଭାରତୀୟ ଦଳର ବ୍ୟାଟିଂ କୋଚ୍‌, କହିଲେ…

ଅହମଦାବାଦ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକାଠାରୁ ସୁପର-୮ ମ୍ୟାଚ୍‌ରେ ପରାଜୟ ପରେ ଭାରତୀୟ ଦଳର ଟପ୍‌ ଅର୍ଡରରେ ବଡ଼ ପରିବର୍ତ୍ତନ ହୋଇପାରେ। ଏ ନେଇ ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ସୀତାଂଶୁ କୋଟାକ ସଙ୍କେତ ଦେଇଛନ୍ତି। ଦକ୍ଷିଣ ଆଫ୍ରିକାଠାରୁ ମିଳିଥିବା…

ବନ୍ଥପଲ୍ଲୀ ଗାଁ ପୁଣି ଅଶାନ୍ତ: ଘର ଉପରକୁ ବୋମା ମାଡ଼ କଲେ…

ଦିଗପହଣ୍ଡି,୨୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ବନ୍ଥପଲ୍ଲୀ ଗ୍ରାମର ପ୍ରଶାନ୍ତ ଭୂୟାଁଙ୍କ ଘର ଉପରକୁ ବୋମା ମାଡ଼ କରାଯାଇଛି। କିଛିଦିନର ନୀରବତା ପରେ ପୂର୍ବ ଶତ୍ରୁତାକୁ ନେଇ ଏହି ବୋମା ମାଡ଼ କରାଯାଇଥିବା ସୂଚନା ମିଳିଛି। ରବିବାର…

ଭାଜପାର ମିଶ୍ରଣ ପର୍ବ, ସୁନାବେଡା ପୌରପାଳିକା ଅଧ୍ୟକ୍ଷଙ୍କ ସହ ଯୋଗଦେଲେ ଅନେକ କର୍ମୀ

କୋରାପୁଟ,୨୩।୨(ଅମିତାଭ ବେହେରା ): କୋରାପୁଟ ଜିଲାର ସୁନାବେଡା ପୌରପାଳିକା ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପାତ୍ର ସୋମବାର ବିଜେଡି ଛାଡି ଭାଜପାରେ ଯୋଗଦାନ କରିଛନ୍ତି । ତାଙ୍କ ସହ ସୁନାବେଡ଼ା ପୌରପାଳିକାର ଚାରି କାଉନସିଲର ସହ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ…

ରାଜ୍ୟ ସଭା କାହାକୁ ପଠାଯିବ: ଏମିତି କହିଦେଲେ ମନମୋହନ

ଭୁବନେଶ୍ୱର, ୨୩।୨: ଭାଜପା କୋର କମିଟି ବୈଠକକୁ ନେଇ ମନମୋହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟସଭା ନିର୍ବାଚନ ଉପରେ ଚର୍ଚ୍ଚା ହୋଇଛି। ରାଜ୍ୟ ସଭା କାହାକୁ ପଠାଯିବ କୋର୍‌ କମିଟି ସଦସ୍ୟ ନାଁ ପ୍ରସ୍ତାବ ଦେବେ। ସେଇ…

ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍‌ ପାସ୍‌ କମ୍‌ ଏକସେପଟେନ୍ସ…

୨୦୨୭ ମସିହା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ, ନିର୍ଭୁଲ ତଥ୍ଯ ଦେବାକୁ…

ଛତ୍ରପୁର,୨୩ା୨(ଦିଲ୍ଲୀପ ସାମଲ): ୨୦୨୭ ମସିହା ଜନଗଣନା ସମ୍ପର୍କିତ ଏକ ଦୁଇଦିନିଆ ପ୍ରଶିକ୍ଷଣ କର୍ମଶାଳା ଅତିରିକ୍ତ ଜିଲାପାଳ ତଥା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁନୀଲ କୁମାର କେର୍କେଟାଙ୍କ ଅଧ୍ଯକ୍ଷତାରେ ଜିଲା ପରିଷଦ ଭଵନର ଋଷିକୂଲ୍ଯା ସମ୍ମିଳନୀ କକ୍ଷଠାରେ ସୋମବାର ଆରମ୍ଭ…

ଅଭିଯୋଗ ଶୁଣାଣି, ଗୋପାଳବନ୍ଧରେ ଫୁଡକୋର୍ଟ ନିର୍ମାଣ ବନ୍ଦ କରି ସୌନ୍ଦର୍ଯ୍ଯକରଣ ପାଇଁ ଦାବି

ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଶୁଣାଣୀ ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ଯାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ପ୍ରମୋଦକୁମାର ପ୍ରୁଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତକୁମାର ଦାଶ, ଅତିରିକ୍ତ…

ବଢ଼ିବ ଆମ ବସ୍‌ ସେବାର କଳେବର: ନଗର ଉନ୍ନୟନ ମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୩।୨: ରାଜ୍ୟରେ ବଢ଼ିବ ଆମ ବସ୍‌ ସେବାର କଳେବର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ୬୦୦ ଇ-ବସ କିଣିବାକୁ ରାଜ୍ୟ ସରକାରଙ୍କ ଯୋଜନା କରିଛନ୍ତି। ପିଏମ୍‌ ଇ-ବସ ସେବା ଯୋଜନାରେ ରାଜ୍ୟକୁ…

ବେଆଇନ ଚୋରା ଦେଶୀ, ବିଦେଶୀ ମଦ ବିକ୍ରିକୁ ବିରୋଧ: ରାଲି କରି ଅବକାରୀ କାର୍ଯ୍ୟାଳୟରେ ପହଞ୍ଚିଲେ ମହିଳା

ଧର୍ମଶାଳା, ୨୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଙ୍ଗାଧରପୁର ପଞ୍ଚାୟତର ପଲାର ଗ୍ରାମର ଏସ୍‌ଏଚ୍‌ଜି ମହିଳା ସଂଘ ପକ୍ଷରୁ ବେଆଇନ ଚୋରା ଦେଶୀ ଓ ବିଦେଶୀ ମଦ ବିକ୍ରି ବିରୋଧରେ ଦାବିପତ୍ର ପ୍ରଦାନ କରାଯାଇଛି। ଗଙ୍ଗାଧରପୁର (ନକପୋଲ)…

ପୂର୍ବତନ ଭାରତୀୟ ଖେଳାଳିଙ୍କ ବଡ଼ ଭବିଷ୍ୟବାଣୀ: ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ କରିବ ଏତେ ରନ୍‌

ନୂଆଦିଲ୍ଲୀ,୨୩।୨: ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ ଦଳ ଜିମ୍ବାୱେ ବିପକ୍ଷରେ ପରବର୍ତ୍ତୀ ସୁପର ୮ ମ୍ୟାଚ ଖେଳିବ। ଏହି ମ୍ୟାଚ ଗୁରୁବାର, ଫେବୃଆରୀ ୨୬ ତାରିଖରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଜଣେ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ଏହି ମ୍ୟାଚ…

ଦୋଳ ଯାତ୍ରା ପ୍ରସ୍ତୁତି ଆରମ୍ଭ କଲା ପୋଲିସ: ୩ ଦିନ ବନ୍ଦ ରହିବ ମଦ ଦୋକାନ, ଜାଣନ୍ତୁ କ’ଣ ହେଲା ନିଷ୍ପତ୍ତି

ଗଞ୍ଜାମ,୨୩।୨(ବିଦ୍ୟାଧର ସାହୁ ): ଆସନ୍ତା ମାର୍ଚ୍ଚ ୧ରୁ ଗଞ୍ଜାମ ସହରରେ ଐତିହାସିକ ଦୋଳ ଯାତ୍ରା ଆରମ୍ଭ ହେବ । ତିନି ଦିନ ଧରି ଅନୁଷ୍ଠିତ ଉକ୍ତ ଯାତ୍ରାରେ ଲକ୍ଷାଧିକ ଲୋକ ସମାଗମ ହେବେ। ଏଥିପାଇଁ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଶାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri