ଦିନ ଦ୍ୱିପ୍ରହରରେ ଲୁଟ୍: ଝାମ୍ପି ନେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା
ଫୁଲବାଣୀ ଅଫିସ, ୩।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି…
ଷଷ୍ଠ, ସପ୍ତମ ଶ୍ରେଣୀ ପାଇଁ ଜଣେ ଶିକ୍ଷକ
ଖଡ଼ିଆଳ,୩।୪(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ତୁକୁଲା ଗ୍ରାମପଞ୍ଚାୟତ ଫୁଣ୍ଡାପଦର ମୁରଲୀଧର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକରେ ଚାଲୁଥିବା ଜଣାପଡ଼ିଛି। ଜିଲାର ଅନେକ ଅନୁଦାନପ୍ରାପ୍ତ ବିଦ୍ୟାଳୟ ମଧ୍ୟରୁ ତୁକୁଲା ଫୁଣ୍ଡାପଦର ମୁରଲୀଧର ପ୍ରାଥମିକ ବିଦ୍ୟାଳୟ ଅନ୍ୟତମ। ୧୯୯୨ରେ ସ୍ଥାପିତ ଏହି ବିଦ୍ୟାଳୟ…
ଜୁନାଗଡ଼ ବ୍ୟାଡ୍ମିଣ୍ଟନ ଆସୋସିଏଶନରେ ଫାଟ
ଭବାନୀପାଟଣା,୩।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ୟାଡ୍ମିଣ୍ଟନ ଆସୋସିଏଶନରେ ଏବେ ଫାଟ ଦେଖିବାକୁ ମିଳିଛି। ଏକାଥରକେ ସମ୍ପାଦକ, କାର୍ଯ୍ୟକାରୀ ସଭାପତି, ଉପସଭାପତି ଓ ସହସମ୍ପାଦକ ସମେତ ୪ଜଣ ଇସ୍ତଫା ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନ ପ୍ରତ୍ୟକ୍ଷ ହେଉ କିମ୍ବା…
ଆବେଲ ପୁରସ୍କାର-୨୩
ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ପ୍ରଦାନ କରାଯାଉଥିବା ଗୋଟିଏ ଅନ୍ତର୍ଜାତୀୟ ବିଶିଷ୍ଟ ପୁରସ୍କାର। ଏହାକୁ ନରଓ୍ବେ ସରକାର ସେହି ଦେଶର ବିଶିଷ୍ଟ ଗଣିତଜ୍ଞ ନିଲ୍ସ ହେନେରିକ୍ ଆବେଲଙ୍କ ନାମରେ ପ୍ରତିଷ୍ଠା କରିଛନ୍ତି। ୨୦୦୩ରୁ ଅନ୍ତର୍ଜାତୀୟ ସ୍ତରରେ ଶ୍ରେଷ୍ଠ ଗଣିତଜ୍ଞଙ୍କୁ ଏହା…
ଅବ୍ୟବସ୍ଥାରେ କେସିଙ୍ଗା ମୁଖ୍ୟ ପୋଷ୍ଟ ଅଫିସ
କେସିଙ୍ଗା,୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମୁଖ୍ୟ ପୋଷ୍ଟ ଅଫିସ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ପୋଷ୍ଟ ଅଫିସ ଦିନକୁ ଲକ୍ଷ ଲକ୍ଷ ଟଙ୍କା କାରବାର ହେଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ଓ ଅବହେଳା ଯୋଗୁ ଅବ୍ୟବସ୍ଥା ଲାଗି…
ଅନ୍ୟ ଗ୍ରହରେ ଜୀବନ ସନ୍ଧାନ
ସୂର୍ଯ୍ୟଙ୍କଠାରୁ ଦୂରତାକ୍ରମରେ ଚତୁର୍ଥ ଏବଂ ପୃଥିବୀ ନିକଟରେ ଥିବା ଅନ୍ୟ ଗ୍ରହଟି ହେଉଛି ମଙ୍ଗଳ ବା ଲୋହିତ ଗ୍ରହ। ଏହି ଗ୍ରହଟି ସୌର ମଣ୍ଡଳର ‘ଗୋଲଡିଲକ୍’ ଜୋନ୍ ବାହାରେ ଥିଲେ ମଧ୍ୟ ୨୦୧୫ ମସିହାରେ ‘ନାସା’ର ବୈଜ୍ଞାନିକମାନେ ମଙ୍ଗଳ ଗ୍ରହରେ ଜଳ…
୧ନଂ. ପ୍ଲାଟଫର୍ମରେ ରହୁନି ଟ୍ରେନ, ଯାତ୍ରୀ ହଇରାଣ
କୋରାପୁଟ,୩ା୪(ସ୍ବ.ପ୍ର.): କୋରାପୁଟ ରେଲୱେ ଷ୍ଟେସନ ଜିଲାର ଏକ ପ୍ରମୁଖ ରେଳ ଷ୍ଟେସନ। ବିଶେଷ କରି ଏଠାରୁ କୋରାପୁଟ, ମାଲକାନାଗରି, ନବରଙ୍ଗପୁର ଜିଲାର ବହୁ ସଂଖ୍ୟାରେ ଯାତ୍ରୀ ଭୁବେନେଶ୍ୱର, କଲକୋତା, ବିଶାଖାପାଟଣା , ବିଜୟନଗର, କିରୋଣ୍ଡଲ, ଜଗଦଲପୁର, ରାୟଗଡା, ରାଉଲକେଲା, ସମ୍ବଲପୁର ଆଦି…
ତରଭୁଜ, ପିଜୁଳି ଚାଷ କରିଛି ସ୍ବାବଲମ୍ବୀ
ରାୟଗଡା ଅଫିସ,୩ା୪: ଚାଷ କରି ଲାଭବାନ ହେଲା ବେଳେ ଖୁସି ହୁଏ, ପୁଣି କେବେ କ୍ଷତି ସହିଲେ ଏଥିରେ ଅବଶୋଷ ନ ଥାଏ ବୋଲି କହିଛନ୍ତି ରାୟଗଡ଼ାର ଜଣେ ଚାଷୀ। ଚାଷ କରି ସଫଳ ହେବା ସହ ଅନ୍ୟକୁ ରୋଜଗାର ଦେଇ…
ବୁମ୍ରା ନ ଖେଳିବା ମୁମ୍ବାଇ ପାଇଁ ବଡ଼ ସମସ୍ୟା: ରୋହିତ
ବେଙ୍ଗାଲୁରୁ,୩।୪: ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲ୍ର ପଞ୍ଚମ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ପ୍ରତିକ୍ରିୟା ରଖିଛନ୍ତି ଅଧିନାୟକ ରୋହିତ ଶର୍ମା। ଆଇପିଏଲ୍ରେ ଜଶପ୍ରୀତ୍ ବୁମ୍ରାଙ୍କ ଅନୁପସ୍ଥିତି ମୁମ୍ବାଇ ପାଇଁ ସମସ୍ୟା ସୃଷ୍ଟି କରିଛି ବୋଲି ରୋହିତ…
ମାତିଛନ୍ତି ଝାଡ଼ଖଣ୍ଡ ଲୁଟେରା
ଅନୁଗୋଳ ଅଫିସ,୩।୪: ଅନୁଗୋଳରେ ମାତିଛନ୍ତି ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍। ସାମାନ୍ୟ ଅନ୍ୟମନସ୍କ ହେଲେ ଆଖି ପିଛୁଳାକେ ସେମାନେ ମୋବାଇଲ ଫୋନ୍ ଝାମ୍ପି ନେଇ ଚମ୍ପଟ ମାରୁଛନ୍ତି। ତାଲା ବନ୍ଦ ଘରକୁ ଟାର୍ଗେଟ କରି କଳାକନା ବୁଲାଉଛନ୍ତି। ରବିବାର ସାପ୍ତହିକ ହାଟରେ ମୋବାଇଲ…
ଚଳଚଞ୍ଚଳ କୁଲାଡ଼ ଅଞ୍ଚଳ
ବଅଁରପାଳ, ୩।୪(ଡି.ଏନ୍.ଏ.): ଦିନକ ପରେ ମା’ ମଙ୍ଗଳାଙ୍କ ବାର୍ଷିକ ଯାତ୍ରା। ଏହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଅନୁଗୋଳ ଜିଲା ବଅଁରପାଳ ବ୍ଲକର କୁଲାଡ଼ ଗ୍ରାମ। ଅଞ୍ଚଳର ଆରାଧ୍ୟା ଦେବୀଙ୍କ ଆବାହନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଅଞ୍ଚଳବାସୀ…
ସୁରଟ କୋର୍ଟ ବାହାରିଲେ ରାହୁଲ ଗାନ୍ଧୀ, ଆଇନ ମନ୍ତ୍ରୀ କହିଲେ ଭିଡରେ କୋର୍ଟ ଯିବା ନାଟକ
ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ମୋଦି ସରନେମ’ସହ ଜଡିତ ମାନହାନି ମାମଲାରେ ସୋମବାର ସୁରଟ କୋର୍ଟ ପହଞ୍ଚିବେ। ଏହି ମାମଲାରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡ ହୋଇଥିବା ବେଳେ ସୋମବାର ସେ ଏହାକୁ ଚ୍ୟାଲେଞ୍ଜ କରି ଅପିଲ କରିବେ। କୁହାଯାଉଛି…
Archives


