ଆମେରିକାରେ ଘୂର୍ଣ୍ଣିବଳୟର ତାଣ୍ଡବ, ୬ଲକ୍ଷରୁ ଅଧିକ ଘରେ ନାହିଁ ବିଜୁଳି
ଓ୍ବାଶିଂଟନ,୨।୪: ଆମେରିକାରେ ପୁଣିଥରେ ଘୂର୍ଣ୍ଣିବଳୟ ତାଣ୍ଡବ ରଚିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏଠାରେ ଦକ୍ଷିଣ-ମଧ୍ୟ ଓ ପୂର୍ବ ଆମେରିକାରେ ଶୁକ୍ରବାର ଓ ଶନିବାର ଆସିଥିବା ଘୂର୍ଣ୍ଣିବଳୟରେ ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଏଥିରେ ୧୦୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି।…
ଅବ୍ୟବସ୍ଥାରେ ସିଟି ହସ୍ପିଟାଲ୍ ନିଦାନ ବିଭାଗ
ବ୍ରହ୍ମପୁର ଅଫିସ,୨।୪: ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ବ୍ରହ୍ମପୁର ନଗର ଚିକିତ୍ସାଳୟରେ ଥିବା ନିଦାନ କେନ୍ଦ୍ରରେ ଅବ୍ୟବସ୍ଥା ସାମ୍ନାକୁ ଆସିଛି। କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ନିମନ୍ତେ ରୋଗୀ କିମ୍ବା ତାଙ୍କ ସମ୍ପର୍କୀୟ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ସମୟରେ…
ଇରାନ ସୀମାରେ ପାକିସ୍ତାନ ସେନାଙ୍କ ଉପରେ ଆତଙ୍କବାଦୀ ଆକମ୍ରଣ, ୪ ଯବାନ ମୃତ
ଇସଲାମାବାଦ,୨।୪: ପାକିସ୍ତାନର ବଲୁଚିସ୍ତାନରେ ସେନା ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଇରାନ ସୀମା ନିକଟରେ ଏକ ଚରମପନ୍ଥୀ ସଙ୍ଗଠନ ଦ୍ୱାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୪ ପାକିସ୍ତାନୀ ସେନାଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଏପ୍ରିଲ…
ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ମହିଳା
ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅଧୀନ ଇଟାମୁଣ୍ଡିଆ ଗ୍ରାମ ବନଦୁର୍ଗା ଉଚ୍ଚ ବିଦ୍ୟାଳୟର ସଫେଇ କର୍ମଚାରୀ (ସୁଇପର) ପଦବୀରେ ନିଯୁକ୍ତିକୁ ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚଞ୍ଚକତା ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଥିବା ପ୍ରତିବାଦରେ ଉତ୍ତ୍ୟକ୍ତ ମହିଳାମାନେ ବିଦ୍ୟାଳୟରେ…
ଅପେକ୍ଷା କରିବେ ସମ୍ବିତ
ଅଭିନେତା ସମ୍ବିତ ଆଚାର୍ଯ୍ୟ ଏବେ ଅପେକ୍ଷା କରିଛନ୍ତି। ହେଲେ କାହାକୁ ଜାଣନ୍ତି ? ତାଙ୍କ ପ୍ରେମିକାକୁ। କଥା କ’ଣ କି ପ୍ରେମିକା କଥା ଦେଇ ଯାଇଛି ଯେ ମୁଁ ଫେରିଲେ ହିଁ ତୁମର ହେବି। ତେବେ ନିଜ ମନର ମାନସୀ ଉପରେ…
୯ହଜାର ୬ଶହ ପରିବାରକୁ ବିଶୁଦ୍ଧ ପାନୀୟଜଳ
ଖଇରା, ୨।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ହରଘର ଜଳ ଯୋଜନାରେ ୩୦ ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ଟ୍ୟାପ ସଂଯୋଗ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯିବ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି। ୨୦୨୩ ଶେଷ ସୁଦ୍ଧା…
ଗାଁର ସୁନା ଝିଅ
ଏମାନେ ନିଜ ଗାଁକୁ ଯେମିତି ଭଲ ପାଆନ୍ତି ଗାଁ ଲୋକଙ୍କ ସମସ୍ୟା ଦେଖିଲେ ସେମିତି ବ୍ୟଥିତ ହୋଇପଡନ୍ତି। ଗାଁ ଲୋକଙ୍କୁ କେମିତି ସଚେତନ କରିବେ, ସମସ୍ୟାରୁ ବାହାର କରିବେ ଆଉ ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପାଇବାର ବାଟ ଦେଖାଇବେ ସେହି…
ହଟ ଏୟାର ବେଲୁନରେ ନିଆଁ: ପର୍ଯ୍ୟଟକମାନେ ଆକାଶରୁ ଡେଇଁଲେ, ସୋସିଆଲ ମିଡିଆରେ ଭାଇରାଲ…
ମେକ୍ସିକୋ ସିଟି,୨।୪ : ସୋସିଆଲ ମିଡିଆରେ ମେକ୍ସିକୋର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହଟ ଏୟାର ବେଲୁନ ଆକାଶରେ ଉଡୁଛି ଏବଂ ହଠାତ ଏଥିରେ ନିଆଁ ଲାଗି ଯାଉଛି। ଏହି ସମୟରେ କିଛି ଲୋକେ ନିଜ…
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ: ୭ ଆହତ
ଭଦ୍ରକ ଅଫିସ,୨।୪: ଭଦ୍ରକ ଜିଲା ବନ୍ତ ଛକ ବୀଣା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିବା ଶୁଭ ନାମକ ଉକ୍ତ ବସ୍ ଭରସାମ୍ୟ ହରାଇ ଏକ ଟ୍ରକ୍…
ଇଣ୍ଡିଆନ କ୍ରିକେଟ ଟିମର ରୋମାଣ୍ଟିକ ହିରୋ ସଲିମ ଦୁରାନିଙ୍କ ପରଲୋକ, ଶୋକ ପ୍ରକାଶ କଲା କ୍ରିକେଟ ଜଗତ
ନୂଆଦିଲ୍ଲୀ,୨।୪: ପୂର୍ବତନ ଭାରତୀୟ କ୍ରିକେଟର ସଲିମ ଦୁରାନିଙ୍କ ପରଲୋକ ହୋଇଛି। ସେ ୮୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସଲିମ ଦୁରାନି ଭାରତୀୟ କ୍ରିକେଟ ଟିମରେ ଅଲରାଉଣ୍ଡର ଭାବେ ଖେଳୁଥିଲେ। ସେ ଆକ୍ରମଣାତ୍ମକ ବ୍ୟାଟିଂ ସହ ଅଫ ସ୍ପିନ…
ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ
ଭୁବନେଶ୍ୱର,୨।୪: ଦେଶର ସର୍ବବୃହତ୍ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶନିବାର ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ବିକାଶ ପାଇଁ କମ୍ପାନୀ ତା’ର ପ୍ରତିଶ୍ରୁତି…
ସୁରକ୍ଷା ମନ୍ତ୍ର…
କେତେବେଳେ ପ୍ରବଳ ଗରମ ତ କେତେବେଳେ ଲାଗି ରହୁଛି ପ୍ରବଳ ବର୍ଷା। ଆଉ ପୁଣି କେତେବେଳେ ହଠାତ୍ ଝଡ଼ ତୋଫାନ ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା। ତେବେ ପାଣିପାଗର ଏଭଳି ଅସ୍ବାଭାବିକ ପରିବର୍ତ୍ତନ କେବେ ସୃଷ୍ଟି କରୁଛି ସ୍ବାସ୍ଥ୍ୟ…
Archives


