ଲଦାଖ: ଭାରତ-ଚାଇନା ସୀମାରେ ପହଞ୍ଚିଲେ ଅନୁରାଗ ଠାକୁର, ବଢ଼ାଇଲେ ଯବାନଙ୍କ ମନୋବଳ
ନୂଆଦିଲ୍ଲୀ,୧୩।୭: କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଲଦାଖ ଗସ୍ତ କରି ଆଇଟିବିପି ଯବାନଙ୍କୁ ଭେଟିଛନ୍ତି। ବୁଧବାର ରାତିରେ ସେ ଲେହରେ ଭାରତ-ଚାଇନା ସୀମାର ୧୫୦୦୦ ଫୁଟ୍ ଉଚ୍ଚରେ ନିୟୋଜିତ ଥିବା ଏହି ଯବାନମାନଙ୍କୁ ଭେଟିବା ସହ ସେମାନଙ୍କ…
୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ
ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ କାର୍ଯ୍ୟକ୍ରମ…
ଗାଁ ରାସ୍ତା ମଝିରେ ବିଦ୍ୟୁତ ଟ୍ରାନ୍ସଫର୍ମର ଖୁଣ୍ଟ
ଡୁଙ୍ଗୁରିପାଲି,୧୩ା୭( ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ଦିଗଶିରା ଗାଁ ଶିବ ମନ୍ଦିର ନିକଟ ଚାରି ଛକ ରାସ୍ତା ମଝିରେ ଦୀର୍ଘ ଦିନ ହେଲା ବିଦ୍ୟୁତ ଟ୍ରାନ୍ସଫର୍ମର ବସିଥିବା ଏକ ଖୁଣ୍ଟ ରହିଛି। ରାସ୍ତାରେ ଏହି ଖୁଣ୍ଟ ଥିବାରୁ…
ପୂତିଗନ୍ଧମୟ ପରିବେଶରେ ୧୫ ନମ୍ବର ୱାର୍ଡ
ନବରଙ୍ଗପୁର,୧୩।୭(ସଦାଶିବ ପ୍ରହରାଜ)ପୌରସଂସ୍ଥା ସାହି ଗଳିରୁ ଆବର୍ଜନା ଉଠାଇବା ପାଇଁ ବ୍ୟାପକ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ସହରର ଆବର୍ଜନା ଆଶାଜନକକ ଭାବେ ହଟି ପାରୁନାହିଁ। ଏପରି ଅଭିଯୋଗ କରିଛନ୍ତି ନବରଙ୍ଗପୁର ପୌରାଞ୍ଚଳ ୧୫ ନମ୍ବର ୱାର୍ଡବାସୀ। ଏହାକୁ ନେଇ ସ୍ଥାନୀୟ ଗବିରିଏଲଗୁଡ଼ାରେ…
ରାଉରକେଲାରେ ଖୋଲିବ ପ୍ରଥମ ‘ମଦର ସିଏନ୍ଜି ଷ୍ଟେଶନ’
ରାଉରକେଲା,୧୩ା୭(ସଙ୍ଗୀତା ଜେନା): ପରିବେଶ ପାଇଁ ଅନୁକୂଳ ତଥା କମ ଅର୍ଥରେ ମିଳିବ ଇନ୍ଧନ। ଗ୍ରୀନ ଫୁଏଲ ଭାବେ ପରିଚିତ କମ୍ପ୍ରେସଡ଼ ନେଚୁରାଲ ଗ୍ୟାସ(ସିଏନଜି)ର ରାଉରକେଲାରେ ବହୁତ ଶୀଘ୍ର ମଦର ସିଏନଜି ଷ୍ଟେସନ୍ ଖୋଲିବାକୁ ଯାଉଛି। ପେଟ୍ରୋଲ ଓ ଡିଜେଲର ବିକଳ୍ପ ଭାବେ…
ମହିଳା, ଶିଶୁଙ୍କଠାରେ ରକ୍ତହୀନତା ବଢୁଛି
କେନ୍ଦ୍ରାପଡ଼ା,୧୩।୭ (ଜଗନ୍ନାଥ ଧଳ)ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍ଏଫ୍ଏଚ୍ଏସ୍- ୪ ତୁଳନାରେ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ ମହିଳା ରକ୍ତହୀନତା ରୋଗରେ…
ମହାନଦୀର ସୃଷ୍ଟି ହେଉଛି ବୃହତ୍ ବାଲି ପଠା
ମହାକାଳପଡ଼ା,୧୩।୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଦେଇ ବହି ଯାଉଥିବା ମହାନଦୀର ଗତିପଥରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳୁଛି ା ଏହି କାରଣରୁ ନଦୀ ମଝିରେ ବୃହତ୍ ବାଲି ପଠା ସୃଷ୍ଟି ହୋଇଛି। ଫଳରେ ସାମୁଦ୍ରିକ ଜୁଆର ପ୍ରଭାବରେ…
ସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହ
ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନ ପାଇଁ ହୋଇଥିବା ତଦନ୍ତରେ ପାତର ଅନ୍ତର କରାଯାଇଛି । ଫଳରେ ଅନେକ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବାଦ୍ ପଡିଛନ୍ତି ା ଏପରି ଅଭିଯୋଗ ନୂଆଗାଁ…
ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ
ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ସ୍ବାମୀ ଆରପାରିକୁ ଚାଲିଯିବା ପରେ ଘରର ଏକ ମାତ୍ର ପୁଅର ରୋଜଗାରରେ ଚଳୁଥିଲା ପରିବାର । ହେଲେ ସେହି ରୋଜଗାରିଆ ପୁଅ ଆଜି ଅଜଣା ରୋଗରେ ପୀଡ଼ିତ ହୋଇ ଛଟପଟ ହେଉଛନ୍ତି। ରୋଜଗାର ବିନା ଅଭାବ ଅନାଟନ ଭିତରେ…
ରୋଗୀଙ୍କୁ ପାଇପ୍ରେ ଅକ୍ସିଜେନ୍ ଯୋଗାଣ ବିଳମ୍ବିତ
ଭୁବନେଶ୍ୱର,୧୩।୭(ଅଭିଜିତ ଦାସ)ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ଲାଗି ପ୍ରୟାସ ଜାରି ରହିଛି। ଇତିମଧ୍ୟରେ ମେଡିକାଲ କଲେଜ ଖୋଲାଯିବା ସହ ବିଭିନ୍ନ ବିଭାଗରେ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ହେଲେ ଏବେ ବି ହସ୍ପିଟାଲରେ ରୋଗୀମାନେ…
ବିଏମସିକୁ ମିଳିଲା ‘ସ୍କଚ୍ ଆୱାର୍ଡ’
ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ସମ୍ମାନଜନକ ‘ସ୍କଚ୍ ଆୱାର୍ଡ’ ମିଳିଛି। ବୈପ୍ଲବିକ ଇଣ୍ଟିଗ୍ରେଟେଡ୍ ସାନିଟେଶନ ସିଷ୍ଟମ (ସଫା) ଭୁବନେଶ୍ୱର ଆପ୍ ପାଇଁ ସ୍କଚ୍ ପୁରସ୍କାର ବା ‘ସୁବର୍ଣ୍ଣ ମାନକ’ ହାସଲ କରିବାକୁ ବିଏମ୍ସି ସକ୍ଷମ ହୋଇଛି। ଏହା ମହାନଗର…
ମଳ ପରିଚାଳନାକୁ ବିଏମ୍ସିର ଗୁରୁତ୍ୱ
ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ମଳ ପରିଚାଳନା ନେଇ ତପତ୍ରତା ପ୍ରକାଶ ପାଇଛି। ବୁଧବାର ବିଏମ୍ସି କାର୍ଯ୍ୟାଳୟରେ ଆନ୍ତଃବିଭାଗୀୟ କର୍ମକର୍ତ୍ତା ଓ ସେସ୍ପୁଲ୍ ଅପରେଟରମାନଙ୍କୁ ନେଇ ଏମକ ବୈଠକ ଅନୁଷ୍ଠିତ ହୋଇଥିଲା। ସରକାରଙ୍କ ଗାରିମା ଯୋଜନା ଅଧୀନରେ…

