ଆଜିଠାରୁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନା
ନୂଆଦିଲ୍ଲୀ,୧।୪: ଦେଶର ବିକାଶ ପାଇଁ ସରକାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନାର ଅୟମାରମ୍ଭ କରିଥିଲେ। ଏପରିକି ଚଳିତ ଥରର କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଘୁ ଓ…
ସିଏମ୍ଆର୍ଏଫ୍କୁ ୧୦୦କୋଟି ଦେଲା ଓଏମ୍ସି
ଭୁବନେଶ୍ୱର,୧।୪: ଓଡ଼ିଶା ସରକାରଙ୍କ ଖଣି ବିଭାଗ ଅଧୀନରେ ଥିବା ଓଡ଼ିଶା ଖଣି ନିଗମ (ଓଏମ୍ସି) ପକ୍ଷରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (ସିଏମ୍ଆର୍ଏଫ୍)କୁ ୧୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏପରିକି ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଶୁକ୍ରବାର ମୁଖ୍ୟମନ୍ତ୍ରୀ…
ୟୁବିଆଇର ସିଏସ୍ଆର୍ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧।୪: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ) ର କ୍ଷେତ୍ରୀୟ କାର୍ଯ୍ୟାଳୟ ବାଲେଶ୍ୱର ପକ୍ଷରୁ ମାନସିକ ବିକାରଗ୍ରସ୍ତ ଏବଂ ମୂକ,ବଧିର ଛାତ୍ରୀମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ନିମନ୍ତେ ଏକ ୱାଟର ପ୍ୟୁରିଫାୟାର ପ୍ରଦାନ କରାଯାଇଛି। ବିଶେଷକରି ବ୍ୟାଙ୍କର କର୍ପୋରେଟ…
ବ୍ରେକ୍ ଡାଉନ୍ ଆଇରନ ବୋଝେଇ ଟ୍ରକ୍ ପଛ ପଟୁ ଧକ୍କା ଦେଲା ମାର୍ବଲ ବୋଝେଇ ଟ୍ରକ୍: ଚାପି ହୋଇ ରହିଲେ ଡ୍ରାଇଭର
ପାଟଣା,୧।୪(ସ୍ବ .ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ-କୋଲକାତା ୪ ଲେନ ବିଶିଷ୍ଟ ୪୯ ନମ୍ବର ଜାତୀୟରାଜପଥ ଚେମେଣା ବ୍ରାହ୍ମଣବନ୍ଧ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ୨ ମାଲବୋଝେଇ ୧୨ ଚକିଆ ଟ୍ରକ ମଧ୍ୟରେ ଭୟଙ୍କର ଦୁର୍ଘଟଣା…
ଘଟଣାର ପର୍ଦ୍ଦା ହଟାଇପାରୁନି ପୋଲିସ
ବୌଦ୍ଧ,୧ା୪(ସ୍ବ.ପ୍ର.): ବୌଦ୍ଧ ବନଖଣ୍ଡ ଅଧୀନସ୍ଥ ଖଲିଆପାଲି ଛକରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ବନ ବିଭାଗ ଗାଡି ଉପରକୁ ଗୁଳିମାଡ କରାଯାଇଥିଲା । ଏହି ଗାଡିରେ ଏସିଏଫଙ୍କ ସମେତ ଆଠ ଜଣ ବନ କର୍ମଚାରୀ ବସିଥିଲେ । ଗୁଳିମାଡ ଯୋଗୁ ଦୁଇଜଣ…
ଭୋପାଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ଇନ୍ଦୋର ଦୁର୍ଘଟଣାକୁ ନଜରରେ ରଖି ରୋଡ ଶୋ’ ବାତିଲ
ନୂଆଦିଲ୍ଲୀ,୧।୪: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ରାଜ୍ୟରେ ଭାଜପା ପକ୍ଷରୁ ରୋଡ ଶୋ’ ଏବଂ ଭବ୍ୟ ସ୍ବାଗତର ଯୋଜନା ହୋଇଥିଲା। ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ରାମ ନବମୀ ମହୋତ୍ସବରେ…
୧୯୨୦ ବୋତଲ କଫ ସିରପ୍ ଜବତ : ୫ ଗିରଫ
ସୋନପୁର/ତରଭା,୧।୪(ନି.ପ୍ର./ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ଏକ ବଡ ଧରଣର ବେଆଇନ୍ କଫ ସିରପ୍ ନେଟଓ୍ବାର୍କିଂକୁ ଭେଦ କରିଛି। ଖାରୀ ନିକଟରେ ତରଭା ପୋଲିସ ଶୁକ୍ରବାର ଚଢାଉ କରି ୧୨ ପେଟି ଏସକଫ କମ୍ପାନୀର କଫ ସିରପ୍ ଜବତ କରିଛି।…
ଶେୟାର ବଜାରରେ ଉତ୍ସାହ
ନୂଆଦିଲ୍ଲୀ,୧।୪: କ୍ରମାଗତ ୨ୟ ଦିନ ଲାଗି ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ଫଳରେ ଶୁକ୍ରବାର ଷ୍ଟକ୍ ମାର୍କେଟର କାରବାର ଶେଷ…
ଅସହାୟଙ୍କ ବନ୍ଧୁ
ସୁନ୍ଦରଗଡ଼,୧ା୪(ଡି.ଏନ.ଏ.): ଗୁରୁବାର ଥିଲା ପବିତ୍ର ରାମନବମୀ । ଏହି ଉପଲକ୍ଷେ ସହର ଠାରୁ ଗ୍ରାମାଞ୍ଚଳ ହୋଇ ଉଠିଥିଲା ଉତ୍ସବମୁଖର । ବିଭିନ୍ନ ରାମମନ୍ଦିର, ହନୁମାନ ମନ୍ଦିର ଓ ଘରେ ଘରେ ପୂଜା ପାର୍ବଣର ମାହୋଲ ା କିନ୍ତୁ ଏସବୁକୁ ପଛ କରି…
ଆଜିଠୁ ରାଉରକେଲାର ୬ ନୂଆ ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଶନିବାର ଓଡ଼ିଶା ଦିବସଠାରୁ ରାଉରକେଲାର ୬ଟି ନୂଆ ରୁଟ୍ରେ ‘ମୋ ବସ୍’ ଚଳାଚଳର ଶୁଭାରମ୍ଭ ହେବ। କ୍ରୁଟ୍ର ସୂଚନାନୁସାରେ, ରୁଟ୍ ନଂ.୧୧୦ରେ ରାଉରକେଲା ନୂଆ ବସ୍ଷ୍ଟାଣ୍ଡ୍-କାଲୁଙ୍ଗା (ଭାୟା ରଘୁନାଥପଲ୍ଲୀ), ରୁଟ୍ ନଂ.୧୧୩ରେ ରାଉରକେଲା ନୂଆ ବସଷ୍ଟାଣ୍ଡ୍-ଉସ୍ରା (ଭାୟା…
ଟାଟା ଷ୍ଟିଲ୍ ମାଇନିଂକୁ କଳିଙ୍ଗ ସିଏସ୍ଆର୍ ପୁରସ୍କାର
ଭୁବନେଶ୍ୱର,୧।୪: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ଏଣ୍ଟରପ୍ରାଇଜ୍ ହାଇଦ୍ରାବାଦର ଏକ ପ୍ରମୁଖ ସହଯୋଗୀ ସଂସ୍ଥା ଇନ୍ଷ୍ଟିଚ୍ୟୁଟ୍ ଅଫ୍ କ୍ୱାଲିଟି ଆଣ୍ଡ୍ ଏନ୍ଭାଇରନମେଣ୍ଟ ମ୍ୟାନେଜ୍ମେଣ୍ଟ ସର୍ଭିସେସ୍ (ଆଇକ୍ୟୁଇଏମ୍ଏସ୍) ଓ ଓଡ଼ିଶା ରାଜ୍ୟ ଉତ୍ପାଦିକତା ପରିଷଦର ମିଳିତ ସହଯୋଗରେ ଶୁକ୍ରବାର ଏକ ଦିନିକିଆ କର୍ମଶାଳା ‘ସାମାଜିକ…
ପାଣି ପିଇ ଇସ୍ପାତ ସ୍କୁଲର ୧୩ ଛାତ୍ରୀଛାତ୍ର ଅସୁସ୍ଥ
ରାଉରକେଲା ଅଫିସ,୧।୪: ରାଉରକେଲା ଇସ୍ପାତ ବିଦ୍ୟାଳୟର ୧୩ଜଣ ଛାତ୍ରୀଛାତ୍ର ପାଣି ପିଇ ଶୁକ୍ରବାର ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ଆଇଜିଏଚ୍ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି। ଚିକିତ୍ସା ପରେ ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ର ସୁସ୍ଥ ଥିବା ଜଣାପଡିଛି। ସୂଚନା ଅନୁସାରେ, ଶୁକ୍ରବାର…
Archives


