ଏମ୍ପି ପଦ ଯିବା ପରେ ବି କର୍ନାଟକରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ରାହୁଲ ଗାନ୍ଧୀ କୋଲାରରେ ଏକ ରାଲିରେ ସମ୍ବୋଧିତ କରିବେ। ଏହାପରେ ୧୧ ଏପ୍ରିଲରେ ୱାୟନାଡ ଯିବେ ବୋଲି ଜଣାପଡିଛି। କୁହାଯାଉଛି ଯେ…
ତଦନ୍ତରେ ବାଧକ ସାଜିଲା ଝଡ଼ବର୍ଷା
ରସୁଲପୁର,୧ା୪(ଡି.ଏନ.ଏ.): କୁଆଖିଆ ଥାନା ରାହାମ୍ବା ପଞ୍ଚାୟତ ମିର୍ଜାପୁର ଗ୍ରାମର କୁଳମଣି ଲେଙ୍କାଙ୍କ ପୁଅ ବିକାଶ ଲେଙ୍କାଙ୍କ ହତ୍ୟା ମାମଲାର ତତନ୍ତ ଆରମ୍ଭ ହୋଇଥିବାବେଳେ ଝଡ଼ବର୍ଷା ଏଥିରେ ବାଧକ ସୃଷ୍ଟି କରିଛି। ଶୁକ୍ରବାର ସକାଳୁ ପୋଲିସ ବିକାଶଙ୍କ ଘରୁ ତଦନ୍ତ ଆରମ୍ଭ କରିଛି।…
୧୦ବର୍ଷ ପରେ ହେଲା ଦଶାହ କର୍ମ
ଧୋଡ୍ରା, ୧।୪(ଡି.ଏନ୍.ଏ.): ଦଶବର୍ଷ ହେଲା ଦାଦନ ଖଟିବାକୁ ଯାଇ ଫେରିନାହାନ୍ତି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧାମନାଗୁଡ଼ା ପଞ୍ଚାୟତ ସଦର ଗାଁର ଅସମନ କଲାର। ଦୀର୍ଘ ଦିନ ଧରି ଅପେକ୍ଷା କରିବା ପରେ ଫେରିବାର ଆଶା ଛାଡ଼ି ସ୍ତ୍ରୀ ଭଗବତୀ ହାତରୁ…
ଅବସର ନେଲେ ମୋନା ଶର୍ମା, ନିକୁଞ୍ଜ ସୁନ୍ଦରାୟ
ଭୁବନେଶ୍ବର, ୧ା୪(ବ୍ୟୁରୋ): ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ୨ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍ ଅଫିସର ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଶୁକ୍ରବାର ସରକାରୀ ଚାକିରିରୁ ଅବସର ନେଇଛନ୍ତି। ମୋନା ଶର୍ମା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ…
ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଭୁବନେଶ୍ବର, ୧ା୪(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାର ଅନୁମୋଦନ ଲାଭ କରିଛି। ଶୁକ୍ରବାର ଅପରାହ୍ନରେ କାର୍ଯ୍ୟକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା କରିବାରୁ…
ଓଡ଼ିଆ ଲିପିର ଅଭ୍ୟୁଦୟ
ଖ୍ରୀଷ୍ଟାବ୍ଦ ଦଶମ ଓ ଏକାଦଶ ଶତାବ୍ଦୀରେ ସୋମବଂଶୀ ଶାସକ ଏବଂ କାଳକ୍ରମେ ଗଙ୍ଗ ଶାସକଙ୍କ ଅଭିଲେଖାରେ ପ୍ରନତ୍-ନାଗରୀ ପ୍ରଭାବ ଦେଖିବାକୁ ମିଳେ। ଏହି ସମୟରେ ଅକ୍ଷରଗୁଡ଼ିକ ବୃତ୍ତଳ ଏବଂ ପରସ୍ପର ସଂଯୁକ୍ତ। କିନ୍ତୁ ପ୍ରାୟ ୧୩ଶହ ଶତାବ୍ଦୀ ବେଳକୁ ଏହାର ପ୍ରଭାବ…
ଟିଏସ୍ଏଲ୍ପିଏଲ୍ ନିଯୁକ୍ତି ବିଜ୍ଞପ୍ତି ପ୍ରସଙ୍ଗ ବିଧାନସଭାରେ ଉଠିଲା
ଭୁବନେଶ୍ବର, ୧ା୪(ବ୍ୟୁରୋ): ଟାଟା ଷ୍ଟିଲ୍ ଲଙ୍ଗ୍ ପ୍ରଡକ୍ଟ ଲିମିଟେଡ୍ (ଟିଏସ୍ଏଲ୍ପିଏଲ୍) କୁ ନେଇ ଗୃହରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ। ଉକ୍ତ କମ୍ପାନୀର କାରଖାନା ଯୋଡ଼ା ବ୍ଲକ ବିରିକଳା ପଞ୍ଚାୟତର ବିଲେଇପଦା ଏବଂ ଝାଡ଼ଖଣ୍ଡର ଜାମ୍ଶେଦପୁରଠାରେ ରହିଛି। କିନ୍ତୁ ବିଲେଇପଦା କାରଖାନା…
ଭୁବନେଶ୍ୱରରୁ ଅଟୋରିକ୍ସାରେ କୋରାପୁଟ
ରାୟଗଡା ଅଫିସ,୧ା୪: ସାହାଯ୍ୟ କରିବା ପାଇଁ ଜଣେ ମହିଳା ସାହାସକିତା ଦେଖାଇଛନ୍ତି। ଭୁବନେଶ୍ୱରରୁ ସେ ଅଟୋ ଚଳାଇ କୋରାପୁଟ ଆସି ଏକ ଅସହାୟ ପରିବାରକୁ ଭେଟିଛନ୍ତି। କୋରାପୁଟ ଅଞ୍ଚଳର ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ପରେ ପରିବାର ବହୁ କଷ୍ଟରେ ଚଳୁଛନ୍ତି।…
ନକଲି ସାର କାରଖାନା ଠାବ, ୯ ଗିରଫ
ବରଗଡ଼ ଅଫିସ୍,୧।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଧୀନ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲି ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍ଅପ୍ ଭ୍ୟାନ୍ (ନଂ.ଓଡ଼ି୨୧ଏଚ୍/୫୯୫୪), ୨୫ କି.ଗ୍ରା ବିଶିଷ୍ଟ ୬୦…
ଗୁଜୁରାଣ ମେଣ୍ଟାଉଛି ଚାରକୋଳି
ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧ା୪: ଗ୍ରୀଷ୍ମଋତୁରେ ଫଳୁଥିବା ଚାର (ଚାହାର) କୋଳି ଖାଇବାକୁ ଯେପରି ସ୍ବାଦିଷ୍ଟ, ସ୍ବାସ୍ଥ୍ୟପକ୍ଷେ ମଧ୍ୟ ସେପରି ହିତକର। ଏହାଛଡ଼ା ଏହା ମିଠା, କେକ୍ ଆଦିରେ ବ୍ୟବହାର ହେଉଥିବାରୁ ଚାରକୋଳିର ଚାହିଦା ବଜାରରେ ବଢ଼ିବାରେ ଲାଗିଛି। ମଞ୍ଜି କେଜିକୁ…
ୟୁସି ଦେଉନାହାନ୍ତି ବିଭାଗ
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଯେଉଁ ଅର୍ଥ ପାଉଛନ୍ତି, ତାକୁ ଠିକ୍ ସମୟରେ ଖର୍ଚ୍ଚ କରି ପାରୁନାହାନ୍ତି। ବିଭାଗଗୁଡ଼ିକ ବଜେଟରେ ଅଧିକ ଅର୍ଥ ଦାବି କରୁଥିବାବେଳେ ମିଳୁଥିବା ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହୁଛି। ଏହାକୁ ନେଇ କମ୍ପଟ୍ରୋଲର ଆଣ୍ଡ…
ମୋବାଇଲ ଟାଓ୍ବାରରେ ନିଆଁ ଲଗାଇଦେଲେ ମାଓବାଦୀ
ମାଲକାନଗିରି,୩୧ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଅଞ୍ଚଳରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀମାନେ ଛତିଶଗଡ଼ର କୋଣ୍ଡାଙ୍ଗାବ ଜିଲାରେ ଥିବା ଏକ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ିିଦେଇଛନ୍ତି । ବୟନାର ଥାନା ଅନ୍ତର୍ଗତ ଚେରଙ୍ଗ ଗ୍ରାମରେ ଏହି…
Archives


