ନିର୍ବାଚନ ଲଢିବେ ନାହିଁ ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ, ରାଜନୀତିରୁ ଅବସର ନେଇ କଲେ ଘୋଷଣା
ବ୍ୟାଙ୍ଗକ୍, ୧୨।୭: ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁଥ ଖାନ-ଓ-ଚା ପୁନର୍ବାର ନିର୍ବାଚନ ଲଢିବେ ନାହିଁ ଏବଂ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ତାଙ୍କ ଦଳ ଦେଇଥିବା ଘୋଷଣାକୁ ଦର୍ଶାଇ ଅନ୍ତର୍ଜାତୀୟ ଗଣମାଧ୍ୟମ ଏହି ସୂଚନା ଦେଇଛି। ଥାଇଲ୍ୟାଣ୍ଡର ସଂସଦ ମେ’…
ସରିଲା ରିମାଣ୍ଡ ଅବଧି, ଜେଲ ଫେରିଲେ ଅଭିଜିତ୍
ଭୁବନେଶ୍ୱର,୧୨।୭(ସତ୍ୟଜିତ୍ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍ ଇଣ୍ଟେଲିଜେନ୍ସ(ଆଇଏସ୍ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଦ୍ୱାରା ରିମାଣ୍ଡରେ ଆସି ଜେରା ହେଉଥିବା ଅଭିଜିତ ସଞ୍ଜୟ ଜମ୍ବୁରେ ମଙ୍ଗଳବାର ପୁଣି ଜେଲକୁ ଫେରିଯାଇଛନ୍ତି। ୪…
ଆଜି ସେମାନେ, କାଲି ଆମେ
କେନ୍ଦ୍ର ସରକାର ୫ ଅଗଷ୍ଟ ୨୦୧୯ରେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଏହାର ସ୍ବତନ୍ତ୍ର ପାହ୍ୟାକୁ ହଟାଇ ନେଇଥିଲେ। ଏହା ସହ ଭୂସ୍ବର୍ଗ କୁହାଯାଉଥିବା ଏହି ସୀମାନ୍ତ ରାଜ୍ୟକୁ ଭାଙ୍ଗିି ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ…
ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ବାଲେଶ୍ୱର, ୧୨।୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ଯୁକ୍ତ ୨ ପ୍ରଥମବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ କଲେଜ କର୍ତ୍ତୃପକ୍ଷ ଅଡ଼ୁଆରେ ପଡ଼ିଛନ୍ତି। ଛାତ୍ରୀଜଣକ…
ଏସିଆ କପ ୨୦୨୩: ପାକିସ୍ତାନ ଯିବ ନାହିଁ ଟିମ ଇଣ୍ଡିଆ, ଶ୍ରୀଲଙ୍କାରେ ହେବ ଭାରତ-ପାକ୍ ମ୍ୟାଚ
ନୂଆଦିଲ୍ଲୀ,୧୨।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ଏସିଆ କପ ୨୦୨୩ ମ୍ୟାଚ କେବଳ ଶ୍ରୀଲଙ୍କାରେ ଖେଳାଯିବ। ଡରବାନରେ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ)ର ସେକ୍ରେଟାରୀ ଜୟ ଶାହା ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ଜକା…
ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ
ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…
ଗୁପ୍ଚୁପ୍କୁ ସ୍ବତନ୍ତ୍ର ଭାବେ ସେଲିବ୍ରେଟ୍ କରୁଛି ଗୁଗୁଲ ଡୁଡୁଲ୍
ନୂଆଦିଲ୍ଲୀ,୧୨।୭: ଗୁପ୍ଚୁପ୍ ନାଁ ଶୁଣିଲେ ପାଟିରୁ ଲାଳ ଗଡ଼ିଥାଏ। ଭାରତରେ ଗୁପ୍ଚୁପ୍ ପ୍ରତି ଥିବା ଭଲପାଇବା କାହିଁରେ କେତେ। ପ୍ରତିଦିନ ଅପରାହ୍ନରେ ବଜାରରେ ଗୁପ୍ଚୁପ୍ ଦୋକାନୀଙ୍କ ନିକଟରେ ଥିବା ଭିଡ ତାର ପ୍ରମାଣ କହିଲେ ଚଳେ। ବୁଧବାର ଗୁଗୁଲ ସ୍ବତନ୍ତ୍ର ଡୁଡୁଲ…
ରାଜ୍ୟରେ ବଢୁଛି ଆଖିଧରା ରୋଗ
ଭୁବନେଶ୍ୱର, ୧୨।୭ (ବନ୍ଦନା ସେଠୀ): ରାଜ୍ୟରେ ଆଖିଧରା ରୋଗ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ ଜଣ ଲୋଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ…
ଆଜିଠୁ ଭାରତ-ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଟେଷ୍ଟ ମ୍ୟାଚ୍; ଜାଣନ୍ତୁ କେଉଁଠି ଏବଂ କେତେବେଳେ ଦେଖିବେ…
ରୋସେଉ,୧୧।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ କ୍ରିକେଟ ସିରିଜ ଖେଳିବ ଭାରତ। ବୁଧବାରଠାରୁ ଆରମ୍ଭ ହେବାକୁ ଥିବା ଏହି ସିରିଜ ଉଭୟ ଦଳ ଲାଗି ବେଶ ଗୁରୁତ୍ୱ ବହନ କରୁଛି। ଭାରତୀୟ ଖେଳାଳିଙ୍କ ମଧ୍ୟରୁ ଯୁବ ବ୍ୟାଟର ଯଶସ୍ବୀ…
ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ
ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ।…
ପଞ୍ଚାୟତ ନିର୍ବାଚନରେ ଟିଏମ୍ସିର ବାଜିମାତ୍ ପରେ ଜନସାଧାରଣଙ୍କୁ ଧନ୍ୟବାଦ ଦେଲେ ମମତା, କହିଲେ ଲୋକଙ୍କ ହୃଦୟରେ ଟିଏମ୍ସି
କୋଲକାତା,୧୨।୭: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଗଣନା ଚାଲିଛି। ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଟିଏମ୍ସି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିର୍ବାଚନର ଫଳାଫଳ ପାଇଁ ଜୁଲାଇ ୧୧ ସକାଳ…
୪ ମାଓବାଦୀ ଗିରଫ
ରାୟଗଡ଼ା,୧୨।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ମଙ୍ଗଳବାର ୪ ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମାଓବାଦୀମାନେ ହେଲେ ମୁନିୁଗଡ଼ା ବ୍ଲକ କାଡ୍ରାପାଙ୍ଗା ଗ୍ରାମର ନୂଆମାଝି କାଡ୍ରାକା, ପାଟରାଣୀ ଗ୍ରାମର ରାଗିଡ଼ି ଗାଗରାଙ୍ଗା, ବଡ଼ଡେଙ୍ଗୁଣି ଗ୍ରାମର ବଇ କରକରିଆ…

