ସିସିଟିଭି ଭାଙ୍ଗି ଗହଣା ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ
ଖଇରା,୩୧ା୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡ଼ିଗଡ଼ିଆବଜାର ରେ ଥିବା ପଦ୍ମଲୋଚନ ଜୁଏଲାରୀରୁ ଗୁରୁବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଦୁର୍ବୃତ୍ତ ଚୋରି କରିନେଇଛନ୍ତି। ମାଲିକ ସୌଭାଗ୍ୟ ରଞ୍ଜନ ସାହୁ ରାତିରେ ଦୋକାନ ବନ୍ଦ କରି ନିଜ ଘର…
ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇ ୮ ଗିରଫ
ଅହମ୍ମଦାବାଦ,୩୧।୩: ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ମାମଲାରେ ୮ ଜଣଙ୍କୁ ଗିରଫ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ‘ମୋଦି ହାଟାଓ, ଦେଶ ବଞ୍ଚାଓ’ର ପୋଷ୍ଟର ଲଗାଯାଇଥିଲା। ତେବେ ମାମଲା ରୁଜୁ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ବାଲେଶ୍ୱର ଅଫିସ,୩୧ା୩: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ମୃତ ଛାତ୍ର ଜଣକ ମେଡିକାଲ କଲେଜର ତୃତୀୟ ବର୍ଷର ଏମ୍ବିବିଏସ୍…
ଏମ୍ପିଙ୍କ ପରାମର୍ଶ: ଅମ୍ରିତପାଲ ପାକିସ୍ତାନ ପଳାଇବା ଉଚିତ୍
ଚଣ୍ଡିଗଡ,୩୧।୩: ଶିରୋମଣି ଅକାଳି ଦଳର ଲୋକ ସଭା ଏମ୍ପି ସିମରଞ୍ଜିତ ସିଂ ମାନ ପଳାତକ ଅମ୍ରିତପାଲ ସିଂଙ୍କୁ ପାକିସ୍ତାନ ଯିବାକୁ ପରାମର୍ଶ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଅମ୍ରିତପାଲ ଆତ୍ମସମର୍ପଣ କରିବା ଉଚିତ୍ ନୁହେଁ। ସେ ରବି ନଦୀ ପାର…
ରାଜନୀତିରୁ ଅବସର ଗୁଜବକୁ ପ୍ରତ୍ୟାଖାନ କଲେ ନୀତିନ ଗଡକରୀ
ନୂଆଦିଲ୍ଲୀ, ୩୧।୩: କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ରାଜନୀତିରୁ ଅବସର ନେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ନେଇ ମନ୍ତ୍ରୀ ନିଜେ ପ୍ରତିକ୍ରିୟା ରଖିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିଠାରେ ଏକ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ରାଜନୀତିରୁ…
ଖୁବ୍ଶୀଘ୍ର ରିଲିଜ ହେବ ସତୀଶ କୌଶିକଙ୍କ ଶେଷ ଫିଲ୍ମ
ମୁମ୍ବାଇ: ଅଭିନେତା ସତୀଶ କୌଶିକ ଆମ ଗହଣରେ ଆଉ ନାହାନ୍ତି। ୬୬ ବର୍ଷ ବୟସରେ ମାର୍ଚ୍ଚ ୯ରେ ତାଙ୍କର ମୃତ୍ୟୁ ଘଟିଛି। କରାଯାଉଛି। ଯଦିଓ ସତୀଶ ଏହି ଦୁନିଆରେ ନାହାଁନ୍ତି, ତାଙ୍କ ଚଳଚ୍ଚିତ୍ର ଏବଂ ଅଭିନୟ ଯୋଗୁ ସେ ସର୍ବଦା ଲୋକଙ୍କ…
ପ୍ରଥମ ଦିନରେ ଏତିକି କୋଟି ରୋଜଗାର କଲା ଅଜୟ ଦେବଗନଙ୍କ ଫିଲ୍ମ
ମୁମ୍ବାଇ: ଅଭିନେତା ଅଜୟ ଦେବଗନଙ୍କ ଶେଷ ରିଲିଜ ଫିଲ୍ମ ‘ଦୃଶ୍ୟମ-୨’ ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଛି। ପୁଣିଥରେ ଅଜୟ ଆକ୍ସନ-ଥ୍ରୀଲର ଫିଲ୍ମ ‘ଭୋଳା’ ସହିତ ରାମ ନବମୀ ଅବସରରେ ପ୍ରେକ୍ଷାଳୟକୁ ଫେରିଛନ୍ତି। ଏହି ଫିଲ୍ମକୁ ଅଜୟ ନିଜେ ନିର୍ଦ୍ଦେଶନା ଦେଇଛନ୍ତି। ଦର୍ଶକ…
ଗଛରେ ପିଟିହେଲା ବାଇକ୍, ୩ ଜଣଙ୍କ ଜୀବନ ଗଲା
ନୟାଗଡ଼ ଅଫିସ/ଓଡ଼ଗାଁ,୩୧ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାର କୋମଣ୍ଡ ପଥରା ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସମସ୍ତ ମୃତକ ସ୍ଥାନୀୟ ମହେଶ୍ୱରପୁର ଗାଁର ବୋଲି ଜଣାପଡ଼ିଛି। ଗୁରୁବାର ଓଡ଼ଗାଁର ଶ୍ରୀରାମ…
ପୁଣି ବଢୁଛି କରୋନା ଭୟ: ଦେଶରେ ଆଜି ୩,୦୯୧ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୯୧ ନୂଆ କରୋନା ମାମଲା ଚିହ୍ନଟ…
ଆଜି ଧୋନୀ-ପାଣ୍ଡ୍ୟା ଲଢେଇ: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍
ଅହମ୍ମଦାବାଦ୍,୩୧।୩: ଆଇପିଏଲ ୨୦୨୩ର ପ୍ରଥମ ମ୍ୟାଚ ଗତ ବର୍ଷର ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚାରିଥର ଟାଇଟଲ ବିଜେତା ଦଳ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ହେବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଜୟ ସହ ଉଭୟ ଦଳ ନିଜର ଅଭିଯାନ…
ସମ୍ପର୍କ ଯୋଡ଼ିଛି, ନିବିଡ଼ତା ବଢ଼ାଇଛି
ଖୋର୍ଦ୍ଧା ଅଫିସ,୩୧ା୩: ଖୋର୍ଦ୍ଧା ଗୁରୁଜଙ୍ଗ ନନ୍ଦସାହିର ତ୍ରିଲୋଚନ ସାହୁ(୪୪)। ଗତ ୨୦ବର୍ଷ ହେବ ଖବରକାଗଜ ବିତରକଭାବେ କାମ କରୁଛନ୍ତି। ଦୁଇ ପୁଅ, ସ୍ତ୍ରୀ, ବାପା, ମା’ଙ୍କୁ ନେଇ ତାଙ୍କ ପରିବାର। ପ୍ରଥମେ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେହି ସମୟରେ ବରିଷ୍ଠ…
ନୂଆ ରୂପରେ ଟ୍ରାଫିକ୍ ଥାନା-୨
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ…
Archives


